ରେପୋ ରେଟ୍‌ ଅପରିବର୍ତ୍ତିତ ରଖିଲା RBI: ସୁଧ ହାରରେ ମିଳିଲାନି ଆଶ୍ୱସ୍ତି

ମୁମ୍ବାଇ,୬।୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଚଳିତ ଆର୍ଥିକ ବର୍ଷର ଶେଷ ମୁଦ୍ରାନୀତି ଘୋଷଣା କରିଛି। ଆର୍‌ବିଆଇ ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସୁଧ ହାର ବା ରେପୋ ରେଟ୍‌କୁ ୫.୨୫% ରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି ନିଆଯାଇଛି।

ବର୍ତ୍ତମାନର ଆର୍ଥିକ ସ୍ଥିତି ଓ ବଜାର ଦରକୁ ଦୃଷ୍ଟିରେ ରଖି ରିଜର୍ଭ ବ୍ୟାଙ୍କ ସୁଧ ହାର ବଢ଼ାଇ ନାହିଁ କି କମାଇ ନାହିଁ। ଏହାର ଅର୍ଥ ହେଉଛି, ବ୍ୟାଙ୍କଗୁଡ଼ିକ ଆର୍‌ବିଆଇଠାରୁ ପୂର୍ବଭଳି ସମାନ ସୁଧରେ ଋଣ ପାଇବେ।

ଏହାର ଅର୍ଥ ଯଦି ଆପଣ ପୂର୍ବରୁ ଘର, ଗାଡ଼ି କିମ୍ବା ବ୍ୟକ୍ତିଗତ ଋଣ ନେଇଛନ୍ତି, ତେବେ ଆପଣଙ୍କ ମାସିକ କିସ୍ତି ବା EMI ରେ କୌଣସି ପରିବର୍ତ୍ତନ ହେବ ନାହିଁ। ନୂଆ କରି ଋଣ ନେବାକୁ ଚାହୁଁଥିବା ଲୋକଙ୍କ ପାଇଁ ମଧ୍ୟ ସୁଧ ହାର ସ୍ଥିର ରହିବ। ଅର୍ଥାତ ଯଦି ଆପଣ ୫୦ ଲକ୍ଷ ଟଙ୍କାର ଗୃହ ଋଣ ନେଇଛନ୍ତି ଏବଂ ମାସକୁ ୩୭,୩୪୬ ଟଙ୍କା କିସ୍ତି ଦେଉଛନ୍ତି, ତେବେ ଆଗକୁ ମଧ୍ୟ ସମାନ ଟଙ୍କା ଦେବାକୁ ପଡ଼ିବ।

ମୁଖ୍ୟ ପଏଣ୍ଟ:
ରେପୋ ରେଟ୍: ୫.୨୫%
SDF ରେଟ୍: ୫.୦୦%
MSF ଓ ବ୍ୟାଙ୍କ ରେଟ୍: ୫.୫୦%


Enter your email to get our daily news in your inbox.

All Right Reserved By Dharitri.Com

IPL ଇତିହାସର ସବୁଠାରୁ ବଡ଼ ଡିଲ: ରାଜସ୍ଥାନ ରୟାଲ୍ସ ପରେ ବିକ୍ରି ହୋଇଗଲା RCB, ରେକର୍ଡ ୧୬,୬୬୦ କୋଟିରେ କିଣିଲେ…

ନୂଆଦିଲ୍ଲୀ, ୨୪।୩: ଆଇପିଏଲ୍‌ ୧୯ତମ ସିଜନ ଆରମ୍ଭ ହେବାକୁ ମାତ୍ର ୪ ଦିନ ବାକି ଥିବା ବେଳେ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି।…

୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…

ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଭାଇଙ୍କ ସମେତ ସହଯୋଗୀ ଗଲେ ଜେଲ

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ରହୁଥିବା ପଦ୍ମନାଭପୁର ଗ୍ରାମର ବଳିଆ ସେଠୀ ଏବଂ ତାଙ୍କ ଭାଇ କାଳିଆ ସେଠୀଙ୍କ ସମେତ ସହଯୋଗୀ ଚାଞ୍ଚଡାପଲ୍ଲୀ ଗ୍ରାମର…

ମୋଦିଙ୍କୁ ଫୋନ କଲେ ଟ୍ରମ୍ପ, ଯୁଦ୍ଧ ନେବ ଭୟଙ୍କର ମୋଡ!

ନୂଆଦିଲ୍ଲୀ,୨୪।୩: ଯୁଦ୍ଧ ଭିତରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମ୍ପର୍କରେ ଫୋନରେ କଥା ହୋଇଛନ୍ତି। ଉଭୟ ନେତା…

ଚିର ନିଦ୍ରାରେ ହରିଶ ରାଣା: ୧୩ ବର୍ଷର ଯନ୍ତ୍ରଣାରୁ ମୁକ୍ତି, ସୁପ୍ରିମକୋର୍ଟଙ୍କ ଅନୁମତି ପରେ ମିଳିଲା ‘ଇଚ୍ଛାମୃତ୍ୟୁ’

ନୂଆଦିଲ୍ଲୀ,୨୪।୩: ଦୀର୍ଘ ୧୩ ବର୍ଷ ଧରି କୋମାରେ ରହି ମୃତ୍ୟୁ ସହ ସଂଗ୍ରାମ କରୁଥିବା ହରିଶ ରାଣା ଶେଷରେ ଆଖି ବୁଜିଛନ୍ତି। ଭାରତର ସର୍ବୋଚ୍ଚ ନ୍ୟାୟାଳୟଙ୍କ ଐତିହାସିକ…

ଯୁଦ୍ଧ ଭିତରେ ୫୦ବର୍ଷର ରେକର୍ଡ ଭାଙ୍ଗିଲା ସୁନା, ଏତେ ଖସିଲା ଯେ ବିଶେଷଜ୍ଞ ହୋଇଗଲେ ତାଜୁବ!

ନୂଆଦିଲ୍ଲୀ,୨୪।୩: ବିଶ୍ୱ ବଜାରରେ ଚାଲିଥିବା ଅସ୍ଥିରତା ମଧ୍ୟରେ, ସୁନା ମୂଲ୍ୟ ନିବେଶକମାନଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଗତ 25 ଦିନ ମଧ୍ୟରେ ସୁନା ମୂଲ୍ୟରେ ହ୍ରାସ…

ଯୁଦ୍ଧ ବନ୍ଦ ଘୋଷଣା କରି ଟ୍ରମ୍ପ କମାଉଛନ୍ତି ମୋଟା ଅଙ୍କର ଟଙ୍କା! ଜାଣିଲେ ଉଡିବ ହୋସ୍‌

ଓ଼୍ବାଶିଂଟନ,୨୪।୩: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଟ୍ରମ୍ପ ଇରାନକୁ 48 ଘଣ୍ଟାର ଅଲଟିମେଟମ ଦେଇଥିଲେ: ଶତ୍ରୁତା ବନ୍ଦ କର, ନଚେତ ଆମେରିକା ଇରାନର…

LPG ବୁକିଂ ନେଇ ଆସିଲା ନୂଆ ନିୟମ: ଗୋଟିଏ ମାସରେ କେତେ ଗ୍ୟାସ ସିଲିଣ୍ଡର ହୋଇପାରିବ ବୁକ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ପ୍ରତ୍ୟେକ ଘରକୁ ନିରବଚ୍ଛିନ୍ନ ଗ୍ୟାସ ଯୋଗାଣ ସୁନିଶ୍ଚିତ କରିବା ପାଇଁ, ସରକାର କିଛି ନିୟମ ସ୍ଥାପନ କରିଛନ୍ତି। ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri