‘ଆର୍‌ବିଆଇ ପଦକ୍ଷେପ ଶୀଘ୍ର କାର୍ଯ୍ୟକାରୀ କରାଯାଉ’

ମୁମ୍ବାଇ: ନିକଟରେ ଘୋଷଣା କରାଯାଇଥିବା ପଦକ୍ଷେପ ସବୁକୁ ବ୍ୟାଙ୍କଗୁଡିକ ଶୀଘ୍ର କାର୍ଯ୍ୟକାରୀ କରାଇବାକୁ ଆର୍‌ବିଆଇ ଗଭର୍ନର ଶକ୍ତିକାନ୍ତ ଦାସ ବୁଧବାର କହିଛନ୍ତି। ସେହିଭଳି ବ୍ୟାଙ୍କଗୁଡ଼ିକର ବାଲାନ୍ସ ଶିଟ୍‌ରେ ରହିଥିବା ସମସ୍ୟାକୁ ମଧ୍ୟ ନଜର ରଖିବାକୁ ସେ ପରାମର୍ଶ ଦେଇଥିବା ଜଣାପଡିଛି। ଶକ୍ତିକାନ୍ତ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକର ଏମ୍‌ଡି ଏବଂ ସିଇଓଙ୍କ ସହ ଭର୍ଚୁଆଲ ମୋଡ୍‌ରେ ଅନୁଷ୍ଠିତ ଏକ ଜରୁରିକାଳୀନ ବୈଠକରେ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିଛନ୍ତି।
ମହାମାରୀ ଯୋଗୁ ବର୍ତ୍ତମାନ ଏକ ଚ୍ୟାଲେଞ୍ଜିଂ ସ୍ଥିତି ଉପୁଜିଛି। ଏଭଳି ସ୍ଥିତିରେ ବ୍ୟାଙ୍କଗୁଡିକ ଯୋଗାଇ ଦେଉଥିବା ବିଭିନ୍ନ ସୁବିଧା ଉପରେ ସେ ମଧ୍ୟ ଗୁରୁତ୍ୱାରୋପ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୋସିଆଲ ମିଡିଆରେ ଟ୍ରୋଲ୍‌ ହେଲେ ଗୋୟଲ

ନୂଆଦିଲ୍ଲୀ,୧୩-୯: ମହାନ୍‌ ବୈଜ୍ଞାନିକ ସାର୍‌ ଆଇଜାକ୍‌ ନ୍ୟୁଟନ୍‌ ମାଧ୍ୟାକର୍ଷଣ ଶକ୍ତିକୁ ଖୋଜି ବାହାର କରିଥିଲେ ବୋଲି ସମସ୍ତେ ଜାଣନ୍ତି। ତେବେ କେନ୍ଦ୍ର ବାଣିଜ୍ୟ ଏବଂ ଉଦ୍ୟୋଗ...

ଘର କ୍ରେତା ବକେୟା ଉପରେ ଦେବେ ୧୨% ଜିଏସ୍‌ଟି

ନୂଆଦିଲ୍ଲୀ,୧୬।୫: ଚଳିତ ବର୍ଷ ମାର୍ଚ୍ଚ ୩୧ ସୁଦ୍ଧା ବିଲ୍‌ଡରଙ୍କ ଦ୍ୱାରା ନିର୍ମିତ  ପ୍ରକଳ୍ପକୁ ଯଦି ନିର୍ମାଣ ଶେଷ ହୋଇଥିବା ସାର୍ଟିଫିକେଟ ମିଳିଯାଏ, ତେବେ ଘର କ୍ରେତା ...

ଗୁଣାତ୍ମକ ସାମଗ୍ରୀ ପାଇଁ ବ୍ୟବସାୟ ତିଷ୍ଠିରହେ

ପାରିବାରିକ ବ୍ୟବସାୟରୁ ପର୍ସନାଲ ବିଜ୍‌ନେସର ଯାତ୍ରା କିଭଳି ଜାରି ରହିଛି? ଭଦ୍ରକରେ ବାପାଙ୍କ ବ୍ୟବସାୟିକ ପ୍ରତିଷ୍ଠାନ ଥିଲା। ଉଚ୍ଚଶିକ୍ଷା ଶେଷ ପରେ ବାପାଙ୍କୁ ସହଯୋଗ କରିବା...

ଜିଏସ୍‌ଟି ରିଟର୍ନ ଫାଇଲ୍‌ ଅବଧି ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ,୧।୩:  କେନ୍ଦ୍ର ସରକାର ରବିବାର ଦେଶର ଟିକସଦାତାଙ୍କ ସୁବିଧାକୁ ନଜରରେ ରଖି ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ବାର୍ଷିକ ରିଟର୍ନ ଫାଇଲ୍‌ ଅବଧିକୁ ବୃଦ୍ଧି...

୧ରୁ ବଦଳିବ ପିଏନ୍‌ବି ଏଟିଏମ୍‌ ନିୟମ

ଭୁବନେଶ୍ୱର,୨୯ା୧୧: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍‌ବି) ପକ୍ଷରୁ ଡିସେମ୍ବର ୧ରୁ ଏହାର ଏଟିଏମ୍‌ରୁ ଟଙ୍କା ଉଠାଣ ପ୍ରକ୍ରିୟାରେ ବଡ଼ ଧରଣର ପରିବର୍ତ୍ତନ କରିବାକୁ ଯାଉଛି। ବ୍ୟାଙ୍କ ନିଜର...

ଦୁର୍ବଳ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକୁ ସହାୟତା ଦେବେ ସରକାର

ନୂଆଦିଲ୍ଲୀ,୨୮ା୨: ଦେଶର କିଛି ପ୍ରମୁଖ ଦୁର୍ବଳ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକୁ କେନ୍ଦ୍ର ସରକାର ଖୁବ୍‌ ଶିଘ୍ର ସହାୟତା ରାଶି ପ୍ରଦାନ କରିବେ ବୋଲି ସୂଚନା ମିଳିଛି। ସେଥିମଧ୍ୟରୁ ସେଣ୍ଟ୍ରାଲ...

ଓଡ଼ିଶାରେ ଶତପ୍ରତିଶତ ବିଦ୍ୟୁତୀକରଣ

ଭୁବନେଶ୍ୱର,୨୩।୩: ଭାରତୀୟ ରେଲଓ୍ବେର ପ୍ରମୁଖ କ୍ଷେତ୍ର ଓଡ଼ିଶାରେ ଶତପ୍ରତିଶତ ବିଦ୍ୟୁତୀକରଣ ହୋଇଥିବା ରେଳ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଏପରିକି ରେଲଓ୍ବେର ଓଡ଼ିଶା କ୍ଷେତ୍ରରେ ବର୍ତ୍ତମାନ ୨,୮୨୨...

ବିଓଆଇର ୨ୟ ତ୍ରୈମାସିକ ଫଳାଫଳ

ଭୁବନେଶ୍ୱର,୫ା୧୧: ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ବିଓଆଇ) ର ୨ୟ ତ୍ରୈମାସିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଚଳିତ ଆର୍ଥିକ ବର୍ଷ ସେପ୍ଟେମ୍ବର ଶେଷ ସୁଦ୍ଧା...

Advertisement
Archives

Model This Week