Posted inଜାତୀୟ

ଆରବିଆଇକୁ ବୋମାରେ ଉଡାଇବାକୁ ଧମକ

ନୂଆଦିଲ୍ଲୀ,୧୩।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କକୁ ବୋମା ଧମକ ମିଳିଛି। ଗୁରୁବାର ଅପରାହ୍ନରେ ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫିସିଆଲ ୱେବସାଇଟରେ ଏକ ଧମକପୂର୍ଣ୍ଣ ଇ-ମେଲ ଆସିଛି। ଏହି ଇମେଲ ରୁଷୀୟ ଭାଷାରେ ପଠାଯାଇଥିଲା। ଏହି ମାମଲାରେ ମାତା ରମାବାଇ ମାର୍ଗ (MRA Marg) ପୋଲିସ ଷ୍ଟେଶନରେ ଅଜ୍ଞାତ ଅଭିଯୁକ୍ତଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଛି।

ଗତ ମାସରେ ମଧ୍ୟ ଏକ ସମାନ ମାମଲା ସାମ୍ନାକୁ ଆସିଥିଲା ଯେତେବେଳେ ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆର ଗ୍ରାହକ କେୟାର ନମ୍ବରରେ ଏକ କଲ ଆସିଥିଲା ଏବଂ ସେ ନିଜକୁ ଲଶ୍କର-ଇ-ତାଇବାର ସିଇଓ ବୋଲି ପରିଚୟ ଦେଇଥିଲେ। ସେ ମଧ୍ୟ କେନ୍ଦ୍ରୀୟ ବ୍ୟାଙ୍କକୁ ବୋମାରେ ଉଡାଇଦେବାକୁ ଧମକ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆ ସୀମାନ୍ତ ଗ୍ରାମରେ ଲୋକଙ୍କୁ କଲେ ଏକାଠି: ୧୨ଟି ଗ୍ରାମ ଆନ୍ଧ୍ର ରାଜ୍ୟର ଦାବି କରି…

ପଟ୍ଟାଙ୍ଗି,୨୮।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ଉପର ସେମ୍ବି ଗ୍ରାମରେ ଆନ୍ଧ୍ର ରାଜ୍ୟର ଜନସେନା ଦଳ ଗ୍ରାମବାସୀଙ୍କୁ ଏକାଠି…

ଦାରିଙ୍ଗବାଡି ଅଞ୍ଚଳରେ ବନ୍ଦର ପ୍ରଭାବ ଶୂନ: ଦୋକାନ ବଜାର ଖୋଲା

ଦାରିଙ୍ଗବାଡ଼ି, ୨୮।୧(ଅରୁଣ ସାହୁ): ରାଜ୍ୟରେ ନବ ନିର୍ମାଣ କୃଷକ ସଙ୍ଘଠନ ପକ୍ଷରୁ ବିଭିନ୍ନ ଦାବି ନେଇ ବୁଧବାର ବନ୍ଦ ଡାକରା ଦିଆଯାଇଛି। କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ…

ନୀରବି ଗଲେ ମହାରାଷ୍ଟ୍ର ରାଜନୀତିର ‘ପିତାମହ’: ଦାଦାଙ୍କଠାରୁ ଶିଖିଥିଲେ କୌଶଳ

ପୁଣେ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏବଂ ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି (ଏନସିପି) ନେତା ଅଜିତ ପାୱାରଙ୍କ ବାରାମତିରେ ଏକ ବିମାନ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ସେ ଜିଲା ପରିଷଦ…

ଏତେ ଭୟଙ୍କର ଥିଲା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣା, ଭିଡିଓ ଦେଖିଲେ ଥରିଉଠିବ ଛାତି…

ମୁମ୍ବାଇ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏବଂ ଏନସିପି ମୁଖ୍ୟ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଅଜିତ ପାୱାରଙ୍କ ସମେତ ୬ ଜଣ ମୃତ୍ୟୁ ହୋଇଛି।…

ଓଡ଼ିଶା ବନ୍ଦ ପ୍ରଭାବ: ରାସ୍ତାରେ ଛିଡା ହୋଇଛି ଶହ ଶହ ଗାଡ଼ି

ଧର୍ମଶାଳା,୨୮।୧(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ଛକ ଠାରେ ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ରାଜ ରାସ୍ତା ବନ୍ଦ…

ପ୍ଲେନ୍‌ କ୍ରାଶ୍‌ରେ ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ସମେତ ୬ ଜଣଙ୍କ ପରଲୋକ

ପୁଣେ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏବଂ ଏନସିପି ମୁଖ୍ୟ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ପରଲୋକ ଘଟିଛି। ଏହି ଦୁର୍ଘଟଣା ମହାରାଷ୍ଟ୍ରର ବାରମତିରେ ଘଟିଛି। ବିମାନଟି ବାରମତିରେ ଅବତରଣ…

୧୫ ବର୍ଷରୁ କମ୍‌ ବୟସ୍କ ପିଲାଙ୍କ ପାଇଁ ବ୍ୟାନ୍‌ ହେଲା ସୋସିଆଲ ମିଡିଆ

ଫ୍ରାନ୍ସ, ୨୮।୧: ଫ୍ରାନ୍ସରେ ସୋସିଆଲ ମିଡିଆ ବ୍ୟବହାର ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଫ୍ରାନ୍ସ ନ୍ୟାଶନାଲ ଆସେମ୍ବଲି ୧୫ ବର୍ଷରୁ କମ୍‌ ବୟସର ପିଲାମାନଙ୍କୁ ଟିକଟକ,…

ଅଜିତ ପାୱାରଙ୍କ ବିମାନ କ୍ରାଶ: ଅବତରଣ କରୁଥିବାବେଳେ ଜଳିଗଲା

ପୁଣେ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏବଂ ଏନସିପି ମୁଖ୍ୟ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣା ମହାରାଷ୍ଟ୍ରର ବାରମତିରେ ଘଟିଛି। ଅଜିତ ପାୱାର ମଧ୍ୟ ବିମାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri