ବଢିଲା ରେପୋ ରେଟ୍‌: ଋଣ ନେବା ହେବ ମହଙ୍ଗା

ନୂଆଦିଲ୍ଲୀ,୩୦।୯: କ୍ରମାଗତ ଚତୁର୍ଥ ଥର ପାଇଁ ରେପୋ ରେଟ୍‌ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛି ରିର୍ଜଭ ବ୍ୟାଙ୍କ୍‌ ଅଫ୍‌ ଇଣ୍ଡିଆ(ଆରବିଆଇ)। ରେପୋ ରେପୋ ରେଟ୍‌ ୫୦ ଆଧାର ପଏଣ୍ଟକୁ ବୃଦ୍ଧି ପାଇ ୫.୪୦ ପ୍ରତିଶତରୁ ୫.୯୦ ପ୍ରତିଶତକୁ ବୃଦ୍ଧି ପାଇଛି। ଆରବିଆଇ ମୁଦ୍ରା ନୀତି ବୈଠକ ପରେ ଗଭର୍ନର ଶକ୍ତିକାନ୍ତ ଦାସ ଏହି ଘୋଷଣା କରିଛନ୍ତି।
ଆରବିଆଇର ଏହି ନିଷ୍ପତ୍ତି ପରେ, ଘର ଋଣ ଠାରୁ ଆରମ୍ଭ କରି କାର ଋଣ ଏବଂ ଶିକ୍ଷା ଋଣ ପର୍ଯ୍ୟନ୍ତ ମହଙ୍ଗା ହେବା ନିଶ୍ଚିତ। ଅନ୍ୟପକ୍ଷରେ, ଯେଉଁମାନେ ପୂର୍ବରୁ ଘର ଋଣ ନେଇଛନ୍ତି, ସେମାନଙ୍କର ଇଏମ୍‌ଆଇ ଅଧିକ ମହଙ୍ଗା ହେବ।


Enter your email to get our daily news in your inbox.

All Right Reserved By Dharitri.Com

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

UPI ନେଣଦେଣରେ PPI ଚାର୍ଜ କ’ଣ? କାହାର ଲାଭ-କାହାର କ୍ଷତି ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୪: ଆଜିକାଲି ସମୟରେ ୟୁପିଆଇ ନେଣଦେଣ ସାମାନ୍ୟ କଥାରେ ପରିଣତ ହୋଇଗଲାଣି। ରାସ୍ତାକଡ଼ ବୁଲା ବେପାରୀଙ୍କଠାରୁ ଆରମ୍ଭ କରି ବଡ଼ ବଡ଼ ମଲ୍‌ରେ ମଧ୍ୟ ଏହାର...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ କଲା ICICI, ପ୍ରଭାବିତ ହୋଇଥିଲେ ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୬।୪: ବେସରକାରୀ ବ୍ୟାଙ୍କ ଆଇସିଆଇସିଆଇ ୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ୍‌ କରିଦେଇଛି। ନିକଟରେ କାର୍ଡଗୁଡ଼ିକ ଜାରି କରାଯାଇଥିବା ବେଳେ ଭୁଲ ୟୁଜର୍ସ ଥିବା ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri