ଆର୍‌ବିଆଇ ରିପୋର୍ଟକୁ ନେଇ ହଟଚମଟ

ନୂଆଦିଲ୍ଲୀ,୩୦ା୫: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟକୁ ନେଇ ବର୍ତ୍ତମାନ ସାରା ଦେଶରେ ରାଜନୀତି ସରଗରମ ହୋଇଛି। ବିଶେଷ କରି ୨୦୨୧-୨୨ ଆର୍ଥିକ ବର୍ଷରେ ଜାଲ୍‌ ନୋଟ୍‌ ସଂଖ୍ୟା ବୃଦ୍ଧି ପାଇଥିବା କଥା ଆରବିଆଇର ଏକ ରିପୋର୍ଟରୁ ଜଣାପଡ଼ିବା ପରେ ବିରୋଧୀ ଦଳଗୁଡ଼ିକ କେନ୍ଦ୍ର ସରକାରଙ୍କ ବିମୁଦ୍ରାୟନ ପଦକ୍ଷେପକୁ ତୀବ୍ର ସମାଲୋଚନା କରିଛନ୍ତି। ଆରବିଆଇର ସଦ୍ୟତମ ରିପୋର୍ଟ ଅନୁସାରେ ଗତ ଆର୍ଥିକ ବର୍ଷ ତୁଳନାରେ ଚଳିତ ଆର୍ଥିକ ବର୍ଷରେ ୧୦୧.୯% ଅଧିକ ଜାଲ୍‌ ୫୦୦ ଟଙ୍କିଆ ନୋଟ୍‌ ଏବଂ ୫୪.୧୬% ଅଧିକ ଜାଲ୍‌ ୨୦୦୦ଟଙ୍କିଆ ନୋଟ୍‌ ଚିହ୍ନଟ ହୋଇଛି।
କଳାଟଙ୍କା ବାହାର କରିବା ଛଡ଼ା ଜାଲ୍‌ ନୋଟର ମୂଳୋତ୍ପାଟନ କରିବାକୁ ୨୦୧୬ରେ ଘୋଷିତ ବିମୁଦ୍ରାୟନ ଅନ୍ୟ ଏକ କାରଣ ବୋଲି କେନ୍ଦ୍ର ସରକାର କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ବର୍ଷକୁ ମାଗଣାରେ ମିଳିବ ୬ଟା ସିଲିଣ୍ଡର, ସରକାରଙ୍କ ବଡ଼ ଘୋଷଣା; ଜାଣନ୍ତୁ କାହାକୁ ମିଳିବ ଫାଇଦା

ନୂଆଦିଲ୍‌ଲୀ,୨୫।୯: ଏଣିକି ବର୍ଷକୁ ମିଳିବ ୬ଟି ସିଲିଣ୍ଡର। ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉମର ଅବଦୁଲ୍ଲା ସରକାର ବିଧାନସଭାରେ ଏକ ବଡ଼ ଘୋଷଣା କରି ଜମ୍ମୁ-କଶ୍ମୀରରେ…

ସପ୍ତାହରେ ବ୍ୟାଙ୍କ୍‌ରେ ୫ଦିନ ଓ଼୍ବାର୍କିଂ ଡେ? ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୫।୯: ସପ୍ତାହକୁ ୫ ଦିନ କାର୍ଯ୍ୟଦିବସ (5-Day Work Week) ସମେତ ଅନ୍ୟ କିଛି ଦାବିକୁ ନେଇ ବ୍ୟାଙ୍କ ୟୁନିଅନଗୁଡ଼ିକ ସେପ୍ଟେମ୍ୱର ୨୮ ରୁ ତିନି ଦିନିଆ…

ଉନ୍ନତ ଡାଇଗ୍ନୋଷ୍ଟିକ୍‌ ସେବା ଯୋଗାଇବେ ନ୍ୟୁବର୍ଗ-ପ୍ରୋଲାଇଫ୍‌

ଭୁବନେଶ୍ୱର, ୨୪ା୯(ସନ୍ତୋଷ କୁମାର ବେହେରା): ଦେଶର ଅଗ୍ରଣୀ ନ୍ୟୁବର୍ଗ ଡାଇଗ୍ନୋଷ୍ଟିକ୍ସ ସମଗ୍ର ଓଡ଼ିଶାରେ ଉଚ୍ଚମାନର ସୁଲଭ ତଥା ଉନ୍ନତମାନର ଡାଇଗ୍ନୋଷ୍ଟିକ ସେବା ଉପଲବ୍ଧ କରାଇବା ପାଇଁ ଭୁବନେଶ୍ୱରସ୍ଥିତ…

୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର: ଏମାନଙ୍କୁ ମିଳିବ ୧.୫୨ ଲକ୍ଷ ଟଙ୍କା…

ନୂଆଦିଲ୍ଲୀ,୨୫।୯: ୮ମ ବେତନ କମିଶନକୁ ନେଇ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି। ନୂଆ ବେତନ ବ୍ୟବସ୍ଥା ଲାଗୁ ହେଲେ ଦରମା କେତେ ବଢ଼ିବ, ଏହାକୁ…

କେବଳ ଭାରତ ନୁହେଁ, ୧୧ ଦେଶରେ ବି ଲାଗିବ UPI ଚାର୍ଜ: ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୨୫।୯: ଭାରତରେ UPI ପେମେଣ୍ଟ ଉପରେ ପ୍ରସ୍ତାବିତ ନୂଆ Merchant Discount Rate (MDR)କୁ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। ୧୫ ଅକ୍ଟୋବର ୨୦୨୬ରୁ ଲାଗୁ…

ପେଟ୍ରୋଲ ପମ୍ପରେ ନୂଆ ନିୟମ! ଦିନକୁ ମିଳିବ ମାତ୍ର ଏତିକି ଲିଟର, ଧାର୍ଯ୍ୟ ହେଲା ଲିମିଟ୍‌

ନୂଆଦିଲ୍ଲୀ,୨୪।୯: ଯଦି ଆପଣଙ୍କ ପାଖରେ ବଡ଼ ଗାଡ଼ି କିମ୍ବା ଡିଜେଲରେ ଚାଲୁଥିବା କମର୍ସିଆଲ ଯାନ ରହିଛି ଏବଂ ନିୟମିତ ଭାବେ ବହୁ ପରିମାଣରେ ଡିଜେଲ ଭରାଇବାକୁ ପଡ଼ୁଛି,…

ଭାରତୀୟ ଅର୍ଥନୀତି ଆଗରେ ବଡ଼ ବିପଦ! PM ମୋଦିଙ୍କ ପ୍ରଧାନ ସଚିବ ଦେଲେ ଚେତାବନୀ, ଦେଶରେ ଚହଳ

ନୂଆଦିଲ୍ଲୀ,୨୪।୯: ମୁମ୍ବାଇରେ ଆୟୋଜିତ ଏସ୍‌ବିଆଇ ବ୍ୟାଙ୍କିଂ ଆଣ୍ଡ ଇକୋନୋମିକ୍ସ କନକ୍ଲେଭରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଧାନ ସଚିବ ଡ. ପି.କେ. ମିଶ୍ରା ବଡ଼ ଚେତାବନୀ ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?