ଭାରତୀୟ ବ୍ୟାଙ୍କଗୁଡ଼ିକୁ ସତର୍କ କଲା ଆର୍‌ବିଆଇ

ଭୁବନେଶ୍ୱର,୧୯।୩: ଦିନକୁ ଦିନ ସାଇବର ଅପରାଧର ଆଶଙ୍କା ବଢ଼ୁଥିବାବେଳେ ଆଗାମୀ ଦିନରେ କେତେକ ଭାରତୀୟ ବ୍ୟାଙ୍କ ଉପରେ ସାଇବର ଆକ୍ରମଣ ବୃଦ୍ଧି ପାଇପାରେ ବୋଲି କେନ୍ଦ୍ରୀୟ ବ୍ୟାଙ୍କ ଆଶଙ୍କା କରୁଛି। ଏନେଇ ଭାରତୀୟ ବ୍ୟାଙ୍କଗୁଡ଼ିକୁ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ପକ୍ଷରୁ ସତର୍କ କରାଯାଇଛି। ଏହି ସତର୍କତା ସହିତ ସାଇବର ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରିଜର୍ଭ ବ୍ୟାଙ୍କ ପକ୍ଷରୁ ମଧ୍ୟ ବ୍ୟାଙ୍କଗୁଡ଼ିକୁ ପରାମର୍ଶ ଦିଅଯାଇଛି। ବ୍ୟାଙ୍କିଙ୍ଗ ଶିଳ୍ପ ସହିତ ଜଡିତ ଲୋକଙ୍କ ଉଦ୍ଦେଶ୍ୟରେ ମନି କଣ୍ଟ୍ରୋଲର ଏକ ରିପୋର୍ଟରେ ଏହା କୁହାଯାଇଛି। ରିପୋର୍ଟ ଅନୁଯାୟୀ, ସାଇବର ଆକ୍ରମଣର ଆଶଙ୍କା ପାଇଁ କେନ୍ଦ୍ରୀୟ ବ୍ୟାଙ୍କ କିଛି ବ୍ୟାଙ୍କକୁ ପ୍ରସ୍ତୁତ ରହିବାକୁ କହିଛି ଏବଂ ବିପଦକୁ ହ୍ରାସ କରିବା ପାଇଁ ସୁରକ୍ଷା ବୃଦ୍ଧି କରିବାକୁ ମଧ୍ୟ ପରାମର୍ଶ ଦେଇଛି। ବିପଦର ମୁକାବିଲା ପାଇଁ ବ୍ୟାଙ୍କଗୁଡିକର ପ୍ରସ୍ତୁତିକୁ ନିକଟରେ ଆର୍‌ବିଆଇ ସମୀକ୍ଷା କରିଛି। ଏଥିପାଇଁ ସାଇବର ସୁରକ୍ଷା ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ପରୀକ୍ଷା ରିଜର୍ଭ ବ୍ୟାଙ୍କ ଦ୍ୱାରା ପରିଚାଳିତ, ଯାହାକୁ ସି ସାଇଟ୍‌ ମଧ୍ୟ କୁହାଯାଏ । ସି ସାଇଟରେ ବିଭିନ୍ନ ବ୍ୟାଙ୍କର ବିପର୍ଯ୍ୟୟ ପରିଚାଳନା ପ୍ରସ୍ତୁତି, ଇଣ୍ଟରନେଟ ଏବଂ ମୋବାଇଲ ବ୍ୟାଙ୍କିଙ୍ଗ ପ୍ଲାଟଫର୍ମର ସାମର୍ଥ୍ୟ, ଜାଲିଆତି ଚିହ୍ନଟ ପ୍ରଣାଳୀ ଇତ୍ୟାଦି ପରୀକ୍ଷା କରାଯାଏ। ଡିଜିଟାଲ ବ୍ୟାଙ୍କିଙ୍ଗର ବୃଦ୍ଧି ସହିତ ସାଇବର ଆକ୍ରମଣର ବିପଦ ମଧ୍ୟ ବୃଦ୍ଧି ପାଇଛି। ଏହି କାରଣରୁ ସାଇବର ଏବଂ ଆଇଟିକୁ ପୃଥକ ଭାବରେ ସମୀକ୍ଷା କରିବାର ଆବଶ୍ୟକତା ଅଛି ।


Enter your email to get our daily news in your inbox.

All Right Reserved By Dharitri.Com

କଟକରେ ଐତିହାସିକ ରେକର୍ଡ କଲେ ବୁମ୍‌ରା: ପ୍ରଥମ ଭାରତୀୟ ବୋଲର୍‌ ଭାବେ…

କଟକ,୧୦।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ...

ଭାରତୀୟ ଚାଉଳ ଉପରେ ଟାରିଫ୍‌ ଲଗାଇବାକୁ ଟ୍ରମ୍ପ୍‌ଙ୍କ ଧମକ

ଓ୍ବାଶିଂଟନ୍‌,୧୦ା୧୨:ଭାରତ ସମେତ ବିଭିନ୍ନ ଦେଶରୁ ରପ୍ତାନି ହେଉଥିବା ଚାଉଳ ଉପରେ ଅତିରିକ୍ତ ଟାରିଫ୍‌ ଲଗାଇବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଧମକ ଦେଇଛନ୍ତି। ଭାରତ...

ଦର୍ଶକଙ୍କୁ ମୁହଁରେ ବାଜିଲା ପାଣ୍ଡ୍ୟାଙ୍କ ବଲ୍‌: ଆଉ ତା’ପରେ ଘଟିଗଲା…

କଟକ,୧୦।୧୨: କଟକରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ...

ମୁଖ୍ୟମନ୍ତ୍ରୀ ମୋନ ମାଝୀଙ୍କ ପାଇଁ ଏମିତି କହିଦେଲେ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଟକ,୧୦।୧୨: ଐତିହାସିକ ବାରବାଟୀ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି।...

ବନ୍ଦ ଘରୁ ମିଳିଲା ଇଲେଟ୍ରିସିଆନଙ୍କ ଝୁଲନ୍ତା ମୃତଦେହ: ପୋଲିସ ପହଞ୍ଚି…

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ମାଗୁର ବେଡ଼ା କଲୋନୀଠାରେ ଏକ ବନ୍ଦଘରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି l ଯୁବକ...

ଭୟରେ ଗାଁ ଛାଡ଼ୁଥିଲେ ଲୋକେ: ଶେଷରେ ମିଳିଲା କଟାମୁଣ୍ଡ

ମାଲକାନଗିରି,୧୦।୧୨(ଦୁର୍ଯ୍ୟୋଧନ ପାତ୍ର): ଶେଷରେ ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ। କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ। ୪ ତାରିଖରେ ମୁଣ୍ଡବିହୀନ ମୃତଦେହ ଉଦ୍ଧାର...

ରାଜଧାନୀ ଏକ୍ସପ୍ରେସରେ ଅଜଣା ପାର୍ସଲ: ଆତଙ୍କ ଖେଳାଉଛି…

ଭୁବନେଶ୍ୱର,୧୦।୧୨: ଅଜଣା ପାର୍ସଲକୁ ନେଇ ରାଜଧାନୀ ଏକ୍ସପ୍ରେସରେ ଆତଙ୍କ ଖେଳିଯାଇଛି। ଦିଲ୍ଲୀରୁ ଭୁବନେଶ୍ୱର ଆସୁଥିବା ରାଜଧାନୀ ଏକ୍ସପ୍ରେସରେ ଲୋକେ ଭୟଭୀତ। ଝାଡ଼ଖଣ୍ଡରେ RPF ପକ୍ଷରୁ ତନାଘନା...

ଅପଦସ୍ତ ହେଲେ ନିଶା ମହାରଣା: ପେଣ୍ଡାଲ ଉପରକୁ ଚେୟାର ଫୋପାଡିଲେ ଦର୍ଶକ

ଲକ୍ଷ୍ମୀପୁର,୧୦।୧୨(ଅନନ୍ତ ପ୍ରସାଦ ନାୟକ): ପୁଣି ବିବାଦୀୟ ଯାତ୍ରୀ କଳାକାର ନିଶା ମହାରଣାଙ୍କ ପାଇଁ ସୃଷ୍ଟି ହୋଇଛି ଉତ୍ତେଜନା। କୋରାପୁଟ ଲକ୍ଷ୍ମୀପୁରରେ ଅନୁଷ୍ଠିତ ହେଉଥିବା ଅଷ୍ଟଶମ୍ଭୁ ଅପେରାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri