Posted inରାଜ୍ୟ

ରାଜ୍ୟର ସମସ୍ତ ବ୍ଲକ୍‌‌ରେ ରିଜର୍ଭ ବ୍ୟାଙ୍କ ଆୟୋଜିତ କରିବ କଏନ୍‌‌ ଏକ୍ସଚେଞ୍ଜ ମେଳା

ଭୁବନେଶ୍ୱର,୨୯।୧୧: ରାଜ୍ୟର ୩୧୪ଟି ବ୍ଲକ୍‌‌ରେ ରିଜର୍ଭ ବ୍ୟାଙ୍କ ପକ୍ଷରୁ କଏନ୍‌‌ ଏକ୍ସଚେଞ୍ଜ ମେଳା ଅନୁଷ୍ଠିତ ହେବ। ଏଥିରେ ଜନସାଧାରଣ ୫୦ ପଇସାରୁ ୨୦ ଟଙ୍କା ପର୍ଯ୍ୟନ୍ତ କଏନ୍‌‌ ବଦଳେଇ ପାରିବେ। ଏହା ଆସନ୍ତା ମାସରୁ ଆରମ୍ଭ ହେବ ବୋଲି ଜଣାପଡିଛି। ଏ ସମ୍ପର୍କରେ ଭାରତୀୟ ରିଜର୍ଭ ବ୍ୟାଙ୍କର ଆଂଚଳିକ ନିର୍ଦ୍ଦେଶକ ସାରଦା ପ୍ରସନ୍ନ ମହାନ୍ତି କହିଛନ୍ତି, ଏହି ମେଳାରେ ଚିରା ଫଟା ନୋଟ୍‌‌ ମଧ୍ୟ ଗ୍ରାହକ ବଦଳେଇ ପାରିବେ।

କୌଣସି ବ୍ୟାଙ୍କ ଏଥିପାଇଁ ମନା କରିପାରିବେ ନାହିଁ। ସେ କହିଛନ୍ତି, କଏନ୍‌‌ର ଗ୍ରହଣୀୟତାକୁ ନେଇ ଅନେକ ଗୁଜବ ପ୍ରଚାରିତ ହୋଇଛି। ତେବେ ଏହିଭଳି ଗୁଜବ ଉପରେ ବିଶ୍ୱାସ ନ କରିବାକୁ ସେ ଜନସାଧାରଣଙ୍କୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

ତାତିରୁ ମିଳିଲା ତ୍ରାହି; ରାଜଧାନୀରେ ଘଡ଼ଘଡ଼ି ସହ କୁଆପଥର ବର୍ଷା

ଭୁବନେଶ୍ବର,୨୬ା୩: ଭୁବନେଶ୍ବରରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ପବନ, ଘଡ଼ଘଡ଼ି ସହିତ କୁଆପଥର ବର୍ଷା ହୋଇଛି । ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ଯୋଗୁ…

ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ

କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ…

ବହୁଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲା; ୫ବର୍ଷ ପରେ ମିଳିଲା ନ୍ୟାୟ, ଏକକାଳୀନ ୭ ଅଭିଯୁକ୍ତଙ୍କୁ…..

ସମ୍ବଲପୁର,୨୬।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କତରବଗା ଥାନା ଅନ୍ତର୍ଗତ ଗୁଲାମାଲ ଗ୍ରାମରେ ଗତ ୨୦୨୧ ମସିହାରେ ସଂଘଟିତ ବହୁ ଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲାରେ ଜିଲା…

ଯୁବକଙ୍କ ଗୀତରେ ହଠାତ୍‌ ମୁଣ୍ଡ ହଲାଇ ନାଚି ଉଠିଲା ଦନ୍ତା ହାତୀ, Video ଦେଖିଲେ…..

କେନ୍ଦୁଝର,୨୬ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦନ୍ତା ହାତୀର ଜଳ କ୍ରୀଡ଼ା ଏବଂ ଉଗ୍ରରୂପ ସମସ୍ତେ ଦେଖିଛନ୍ତି । ତେବେ ହାତୀର ମଜାଳିଆ ଢଙ୍ଗ ବହୁତ୍ କମ ଦେଖିବାକୁ…

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri