Posted inଖେଳ

୧୦୦ ଭିତରେ ଅଲଆଉଟ୍‌ ହେବାରେ ଆର୍‌ସିବିର ଛକା

ଆବୁ ଧାବି,୨୦।୯: ସ୍ଥାନୀୟ ଆବୁଧାବି ଅନ୍ତର୍ଜାତୀୟ ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ବିପକ୍ଷ ଆଇପିଏଲ ମ୍ୟାଚ୍‌ରେ ମାତ୍ର ୯୨ ରନ୍‌ରେ ଅଲଆଉଟ୍‌ ହୋଇଯାଇଛି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗଲୋର (ଆର୍‌ସିବି)। ଆଇପିଏଲ ଇତିହାସରେ ୬ଷ୍ଠ ଥର ପାଇଁ ବାଙ୍ଗଲୋର ୧୦୦ ରନ୍‌ ଭିତରେ ସୀମିତ ରହିଛି। ଉଲ୍ଲେଖଯୋଗ୍ୟ, ସର୍ବାଧିକ ଥର ୧୦୦ ଭିତରେ ଅଲଆଉଟ୍‌ ହେବାର ରେକର୍ଡ ରହିଛି ଦିଲ୍ଲୀ କ୍ୟାପିଟାଲ୍ସ (ଡେୟାରଡେଭିଲ୍ସ) ନାମରେ। ଏହି ଦଳ ୧୦ ଥର ୧୦୦ ଭିତରେ ଅଲଆଉଟ୍‌ ହୋଇଛି।

ତେବେ ଆର୍‌ସିବି ୨୦୧୯ରେ ୭୦ (ସିଏସ୍‌କେ ବିପକ୍ଷରେ), ୨୦୧୭ରେ ୪୯ (କେକେଆର), ୨୦୧୪ରେ ୭୦ (ଆର୍‌ଆର୍‌), ୨୦୦୯ରେ ୮୭ (ସିଏସ୍‌କେ) ଓ ୨୦୦୮ରେ ୮୨ (କେକେଆର୍‌) ରନ୍‌ରେ ଅଲଆଉଟ୍‌ ହୋଇଥିଲା। କୌତୂହଳର କଥା ହେଲା, କୋଲକାତା ବିପକ୍ଷରେ ୩ୟ ଥର ପାଇଁ ଆର୍‌ସିବି ୧୦୦ ରନ୍‌ ଭିତରେ ଆତ୍ମସମର୍ପଣ କରିଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷରେ କୋହଲିଙ୍କ ନେତୃତ୍ୱାଧୀନ ଦଳ ଦୁଇ ଥର ୧୦୦ ଭିତରେ ସୀମିତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ନ ବଜାଇ ଶୋଇଥିବା ଧଳା ଭାଲୁକୁ ଉଠାଇବାରୁ ଗଣିଲେ ମୋଟା ଅଙ୍କର ଜରିମାନା, ଅଭିଯୁକ୍ତ ଦୋଷ ସ୍ବୀକାର କରିବା ସହ…

ଓସ୍‌ଲୋ,୧୭ା୮: ଉତ୍ତର ମେରୁ ଠାରୁ ପ୍ରାୟ ୬୨୦ ମାଇଲ (୧,୦୦୦ କିଲୋମିଟର) ଦୂରରେ ଅବସ୍ଥିତ ନରୱେର ସୁଦୂର ଦ୍ୱୀପପୁଞ୍ଜ ‘ସ୍ବାଲବାର୍ଡ’ ଉପକୂଳରେ ଜାହାଜର ବିକଟାଳ ଫଗ୍‌ହର୍ନ ବଜାଇ…

ପ୍ରେମିକାଙ୍କ ମୃତଦେହକୁ ଅଖାରେ ଭର୍ତ୍ତି କରି କୁଆଡେ ଗଲେ ପ୍ରେମିକ? ଲିଭ ଇନ ରିଲେଶନର କରୁଣ ଚିତ୍ର…

ହାଇଦ୍ରାବାଦ,୧୭।୮: ୧୬ ଅଗଷ୍ଟ ରାତିରେ, ହାଇଦ୍ରାବାଦର ବାଲାପୁର ପୋଲିସ ଷ୍ଟେସନ ଅଧୀନରେ ଥିବା ଶାହିନ ନଗରର ବିସମିଲ୍ଲାହ କଲୋନି ଅଞ୍ଚଳରେ ଜଣେ ୨୧ ବର୍ଷୀୟା ମହିଳାଙ୍କୁ ତାଙ୍କ…

ସ୍ବେରେଜ କାମବେଳେ ମିଳିଲା ୯ ମିଲିୟନ ୟୁରୋର ଗୁପ୍ତଧନ

ବ୍ରସେଲ୍ସ,୧୭।୮: ବେଲଜିୟମ୍‌ରେ ଶ୍ରମିକମାନେ ଏକ ସ୍ବେରେଜ ଲାଇନ୍‌ ଖୋଳୁଥିବା ସମୟରେ ବିପୁଳ ପରିମାଣର ସୁନା ବିସ୍କୁଟ ଏବଂ ଦୁର୍ଲଭ ମୁଦ୍ରା ପାଇଛନ୍ତି। ବ୍ରସେଲ୍ସଠାରୁ ପ୍ରାୟ ୩୦ କିଲୋମିଟର…

ହୀରାକୁଦ ଜଳଭଣ୍ଡାରରେ ବଢୁଛି ବନ୍ୟାଜଳ ପରିମାଣ, ପୁଣି ଖୋଲିଲା ୫ ଗେଟ୍‌, ଜଳସ୍ତର ରହିଛି…

ସମ୍ବଲପୁର,୧୭ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ଅତ୍ୟଧକ ବନ୍ୟାଜଳ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ ଜଳଭଣ୍ଡାରର…

ଆଜିଠାରୁ ଆରମ୍ଭ ହେବ ଜନଗଣନା; ଆଧାର ଠାରୁ ବ୍ୟାଙ୍କିଙ୍ଗ ପର୍ଯ୍ୟନ୍ତ ପଚରାଯିବ ୪୦ ପ୍ରଶ୍ନ

ନୂଆଦିଲ୍ଲୀ,୧୭।୮: ଆଜିଠାରୁ ଅର୍ଥାତ ସୋମବାରଠାରୁ ଭାରତର 2027 ଜନଗଣନାର ଏକ ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟାୟ ଆରମ୍ଭ ହେବାକୁ ଯାଉଛି। ସୋମବାର ‘ସ୍ବ-ଗଣନା’ ସହିତ ଆରମ୍ଭ ହେବ – ଯେଉଁଠାରେ…

ଦୁଇ ଝିଅଙ୍କୁ ଭାତରେ ବିଷ ଦେଇ ନିଜେ ପିଇଦେଲେ ମା’, ଆଉ ତା’ ପରେ…

ପୁରୀ,୧୭ା୮(ଅଜିତ କୁମାର ମହାନ୍ତି): ପୁରୀ ମେରାଇନ ଥାନା ଅନ୍ତର୍ଗତ ସମଗରା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଦୁଇ କୁନି ଝିଅଙ୍କୁ ଖାଦ୍ୟରେ ପୋକମରା ବିଷ…

ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ; ୫ ମୃତ

କୋଲକାତା,୧୭।୮: ପଶ୍ଚିମବଙ୍ଗର ତାରାପୀଠର ଏକ ହୋଟେଲରେ ସୋମବାର ସକାଳେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟି ଆତଙ୍କ ସୃଷ୍ଟି ହୋଇଥିଲା। ରିପୋର୍ଟ ଅନୁଯାୟୀ, ନିଆଁରେ ପୋଡ଼ିଯିବାରୁ ଅତି କମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri