Posted inଖେଳ

ଆର୍‌ସିବିର ପିଛା ଛାଡୁନି ୨୩ ଏପ୍ରିଲ

ମୁମ୍ବାଇ,୨୫।୪: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ଏବଂ ଏପ୍ରିଲ ୨୩ ତାରିଖ ମଧ୍ୟରେ ଏକ ସଂଯୋଗ ରହିଛି। ଗତ ଶନିବାର ତଥା ଏପ୍ରିଲ ୨୩ ତାରିଖରେ ସନ୍‌ରାଇଜର୍ସ ହାଇଦ୍ରାବାଦ୍‌ ବିପକ୍ଷ ମ୍ୟାଚ୍‌ରେ ଆର୍‌ସିବି ୬୮ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ତେବେ ଏହି ନିର୍ଦ୍ଦିଷ୍ଟ ତାରିଖରେ ଆର୍‌ସିବିର ବ୍ୟାଟିଂ ବିପର୍ଯ୍ୟୟ ପ୍ରଥମ ଘଟଣା ନୁହେଁ।
ପ୍ରକୃତରେ ଏହି ସଂଯୋଗ ଘଟିଥିଲା ୨୦୧୩ ସମାନ ତାରିଖରେ। ପୂର୍ବତନ ଫ୍ରାଞ୍ଚାଇଜ୍‌ ପୁଣେ ଓ୍ବାରିୟସ ବିପକ୍ଷରେ କ୍ରିସ୍‌ ଗେଲ୍‌ଙ୍କ ବିସ୍ଫୋରକ ୧୭୫* ରନ୍‌ର ପାଳି ବଳରେ ଆର୍‌ସିବି ୨୬୩ ରନ୍‌ କରିଥିଲା। ଏହା ଥିଲା ଆଇପିଏଲ ଇତିହାସର ସର୍ବାଧିକ ଦଳଗତ ସ୍କୋର। ଏହାପରେ ୨୦୧୭, ଏପ୍ରିଲ ୨୩ ତାରିଖରେ କୋଲ୍‌କାତା ନାଇଟ୍‌ ରାଇଡର୍ସ ବିପକ୍ଷରେ ଆର୍‌ସିବି ମାତ୍ର ୪୯ ରନ୍‌ରେ ଅଲ୍‌ଆଉଟ ହୋଇଯାଇଥିଲା, ଯାହାକି ଆଇପିଏଲ୍‌ ଇତିହାସରେ ସର୍ବନିମ୍ନ ଦଳଗତ ସ୍କୋର। ଏହି ସଂଯୋଗ ଚଳିତ ସିଜନରେ ମଧ୍ୟ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ଶକ୍ତିଶାଳୀ ଦିଲ୍ଲୀକୁ ହରାଇଲା ଓଡ଼ିଶା, ବିରାଟ ଅନୁପସ୍ଥିତିରେ ମାଟି କାମୁଡ଼ିଲା ରିଷଭଙ୍କ ଟିମ୍

ବେଙ୍ଗାଲୁରୁ,୩୧ା୧୨: ବିଜୟ ହଜାରେ ଟ୍ରଫିର ଏଲିଟ୍ ଗ୍ରୁପ୍-ଡି ମୁକାବିଲାରେ ଓଡ଼ିଶା କ୍ରିକେଟ୍ ଦଳ ଶକ୍ତିଶାଳୀ ଦିଲ୍ଲୀକୁ ୭୯ ରନ୍‌ରେ ପରାସ୍ତ କରିଛି। ଷ୍ଟାର୍ ବ୍ୟାଟର ବିରାଟ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri