Posted inଖେଳ

ଆରସିବି ଟ୍ରଫି ‘ମରୁଡ଼ି’ ଶେଷ କଲା ମହିଳା ଟିମ୍, ପ୍ରଥମ ଥର ପାଇଁ ଜିତିଲା ଟାଇଟଲ୍

ଭୁବନେଶ୍ୱର,୧୭।୩: ସ୍ମୃତି ମନ୍ଧାନାଙ୍କ ନେତୃତ୍ୱରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଚମତ୍କାର ପ୍ରଦର୍ଶନ ସହିତ ମହିଳା ପ୍ରିମିୟର ଲିଗ୍ (ଡବ୍ଲୁପିଏଲ୍) ୨୦୨୪ ଟାଇଟଲ୍ ଜିତିଛି। ଟୁର୍ଣ୍ଣାମେଣ୍ଟର ଅନ୍ତିମ ମ୍ୟାଚ୍ ରବିବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚରେ ଆରସିବି ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) କୁ ୮ ୱିକେଟରେ ପରାସ୍ତ କରି ଟାଇଟଲ ଜିତିଛି।

ଏହି ମ୍ୟାଚରେ ଆରସିବି ୧୧୪ ରନର ବିଜୟ ଲକ୍ଷ୍ୟକୁ ପିଛା କରି ଦଳ ୧୯.୩ ଓଭରରେ ମାତ୍ର ୨ ୱିକେଟ୍ ହରାଇ ବିଜୟ ହାସଲ କରି ନେଇଥିଲା। ଦଳ ପାଇଁ ଏଲିସେ ପେରି ଅପରାଜିତ ୩୫, ଡିଭାଇନ ୩୨ ରନ ଏବଂ ସ୍ମୃତି ମନ୍ଧାନା ୩୧ ରନ ସ୍କୋର କରିଥିଲେ। ଦିଲ୍ଲୀ ପାଇଁ ଶିଖା ପାଣ୍ଡେ ଏବଂ ମେନୁ ମଣି ୧-୧ ୱିକେଟ୍ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏ କି ସଙ୍କେତ! ରାତାରାତି ରକ୍ତ ପରି ନାଲି ହୋଇଗଲା ସମୁଦ୍ର; ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୭ା୧୨: ଇରାନର ହରମୁଜ୍ ଦ୍ୱୀପର ଉପକୂଳବର୍ତ୍ତୀ ଅଞ୍ଚଳରେ ଏକ ଅଦ୍ଭୁତ ଏବଂ ଚମତ୍କାର ପରିବର୍ତ୍ତନ ଦେଖିବାକୁ ମିଳିଛି। ସାମ୍ପ୍ରତିକ ପ୍ରବଳ ବର୍ଷା ପରେ ଦ୍ୱୀପର ବେଳାଭୂମି...

ସାରା ଦେଶରେ ‘ନକଲି ପନିର’ ବିପଦ; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍‌ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ...

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଲକ୍ଷ୍ନୌରେ ଭୟଙ୍କର ବାୟୁ ପ୍ରଦୂଷଣ: ଟସ୍ ବିଳମ୍ବ, ମାସ୍କ ପିନ୍ଧି ହାର୍ଦ୍ଦିକଙ୍କ ଫଟୋ ଭାଇରାଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ର ଟସ୍ ଘନ କୁହୁଡ଼ି...

Shubman Gill: ଟିମ୍ ଇଣ୍ଡିଆର ବଡ଼ ନିଷ୍ପତ୍ତି, ପ୍ଲେଇଂ ଇଲେଭେନରୁ ବିଦା ହେଲେ ଶୁଭମନ ଗିଲ୍

ନୂଆଦିଲ୍ଲୀ,୧୭ା୧୨: ଭାରତୀୟ କ୍ରିକେଟ୍ ଦଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି । ଦକ୍ଷିଣ ଆଫ୍ରିକା ବିପକ୍ଷ ଚତୁର୍ଥ ଟି-୨୦ ପାଇଁ ଶୁଭମନ ଗିଲଙ୍କୁ ପ୍ଲେଇଂ ଇଲେଭେନରୁ...

ହସ୍ପିଟାଲରେ ଭର୍ତ୍ତି ହେଲେ ଯଶସ୍ବୀ ଜୟସ୍ବାଲ, ହଠାତ୍ କଣ ହେଲା ଜାଣନ୍ତୁ

ନୂଆଦିଲ୍ଲୀ,୧୭ା୧୨: ଟିମ୍ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ୍ ଯଶସ୍ୱୀ ଜୟସ୍ୱାଲଙ୍କୁ ପୁଣେର ଆଦିତ୍ୟ ବିର୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହରିୟାଣା ବିପକ୍ଷରେ ସୟଦ ମୁସ୍ତାକ ଅଲି ଟ୍ରଫି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri