Posted inଖେଳ

ବେଙ୍ଗାଲୁରୁରେ ଆରସିବି-ଡିସି ଲଢ଼େଇ…

ବେଙ୍ଗାଲୁରୁ,୧୫।୪ : ଖରାପ ଫର୍ମ ସହ ସଂଘର୍ଷ କରୁଥିବା ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ଦଳ ଶନିବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ବିପକ୍ଷରେ ଆଇପିଏଲ -୧୬ରେ ପ୍ରଥମ ବିଜୟ ପଞ୍ଜିକରଣ କରିବା ଉଦ୍ଦେଶ୍ୟରେ ପଡ଼ିଆକୁ ଅପରାହ୍ନ ସାଢ଼େ ୩ଟାରେ ଓହ୍ଲାଇବ। ଏହି ମ୍ୟାଚ ଆରସିବିର ଘରୋଇ ଗ୍ରାଉଣ୍ଡ ଏମ୍‌.ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯିବ। ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରର ଦଳ ମଧ୍ୟ ଗତ ଦୁଇଟି ମ୍ୟାଚ ହାରିଛି ଏବଂ ଲଗାତାର ତୃତୀୟ ପରାଜୟର ଆଶଙ୍କାରେ ରହିଛି।

ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପ୍ଲେଇଙ୍ଗ ୧୧ରେ ବିରାଟ କୋହଲି, ଫାଫ ଡୁପଲେସିସ (ଅଧିନାୟକ), ଅନୁଜ ରାୱତ / ମହିପାଲ ଲୋମର, ଗ୍ଲେନ ମ୍ୟାକ୍ସୱେଲ, ଶାହାବାଜ ଅହମ୍ମଦ, ଦୀନେଶ କାର୍ତ୍ତିକ (ଓ୍ବିକେଟ କିପର), ୱାନିନ୍ଦୁ ହସାରଙ୍ଗା, ଡେଭିଡ ୱିଲି, ହର୍ଷଲ ପଟେଲ, କର୍ଣ୍ଣ ଶର୍ମା, ମହମ୍ମଦ ସିରାଜ ପ୍ରମୁଖ ରହିଛନ୍ତି।
ଦିଲ୍ଲୀ କ୍ୟାପିଟାଲ୍ସ ପ୍ଲେଇଙ୍ଗ ୧୧ରେ ଡେଭିଡ ୱାର୍ଣ୍ଣର (ଅଧିନାୟକ), ପ୍ରୀତି ଖାଁ, ମନୀଷ ପାଣ୍ଡେ, ମିଚେଲ ମାର୍ଶ, ରେଲ ରୁଷୋ / ରୋଭମାନ ପାୱେଲ, ଅକ୍ଷର ପଟେଲ, ଲଲିତ ଯାଦବ, ଅଭିଷେକ ପୋରେଲ (ୱିକେଟ କିପର), କୁଲଦୀପ ଯାଦବ, ସମୃଦ୍ଧ ନର୍ଥଜେ, ଖାଲିଲ ଅହମ୍ମଦ / ମୁକେଶ କୁମାର ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କ ମୃତ୍ୟୁ

ଢାକା,୮।୨: ବାଂଲାଦେଶରେ ହିନ୍ଦୁ ମୃତ୍ୟୁ ମାମଲା ନିରନ୍ତର ରିପୋର୍ଟ ହେଉଛି। ଏହି ସମ୍ପର୍କରେ, ରବିବାର, ଫେବୃଆରୀ ୮ରେ ଏକ ପ୍ରମୁଖ ଖବର ପ୍ରକାଶିତ ହୋଇଛି। ରିପୋର୍ଟ ଅନୁଯାୟୀ,…

ବିଶ୍ୱଜିତ କଂଗ୍ରେସରେ ଯୋଗ ଦେବା ପରେ ଅସନ୍ତୋଷ ଝାଡ଼ିଲେ ସୋଫିଆ, କହିଲେ ଆମକୁ…

ଭୁବନେଶ୍ୱର,୮ା୨: କଂଗ୍ରେସରେ ବିଶ୍ବଜିତ ମହାନ୍ତି ଯୋଗଦେବା ପ୍ରସଙ୍ଗରେ ସୋଫିଆ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି, ଅବଗତ କରାଯାଇନାହିଁ। କଟକର ଜଣେ ନେତା କଂଗ୍ରେସରେ ଯୋଗଦେଲେ…

ଦୋଳିରେ ବସି ମଜା ନେଉଥିଲେ ଲୋକେ, ହଠାତ୍‌ ପୋଲିସ ଅଧିକାରୀଙ୍କ ଉପରେ ଖସିପଡ଼ିଲା, ଆଉ ତା’ ପରେ…

ଚଣ୍ଡିଗଡ଼,୮ା୨: ହରିୟାଣାର ସୂରଜକୁଣ୍ଡ ଅନ୍ତର୍ଜାତୀୟ ହସ୍ତତନ୍ତ ମେଳାରେ ଏକ ଭୟଙ୍କର ଅଘଟଣ ଘଟିଛି। ମେଳାରେ ହଠାତ୍‌ ଦୋଳି ଛିଡ଼ିପଡ଼ିବାରୁ ସେଠାରେ ନିୟୋଜିତ ଜଣେ ଇନ୍ସପେକ୍ଟରଙ୍କ ମୃତ୍ୟୁ ହୋଇଥିବାବେଳେ…

ରୋଷେଇ କରିବାକୁ ମନା କଲେ ସ୍ତ୍ରୀ, ରାଗିଯାଇ ଗୁଳି କରି ହତ୍ୟା କଲେ ସ୍ବାମୀ

ଭୋପାଳ,୮।୨: ମଧ୍ୟପ୍ରଦେଶର ଗ୍ୱାଲିୟରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ମାନସିକ ବିକାରଗ୍ରସ୍ତ ସ୍ୱାମୀ ତାଙ୍କ ସ୍ତ୍ରୀଙ୍କୁ ଗୁଳି କରି ହତ୍ୟା କରିଛନ୍ତି ।…

ନଦୀବନ୍ଧକୁ ଦୁର୍ବଳ କରୁଛି ବେଆଇନ ଚିଙ୍ଗୁଡ଼ିଘେରି: ଗୋବରୀରେ ଧସିଲା ୧୦୦ ଫୁଟ ଅତଡ଼ା

ମହାକାଳପଡ଼ା,୮ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କେବି ଦାଣ୍ଡୁଆ ପଞ୍ଚାୟତ କଂସାର-ରଡ଼ିଆ-ବଗଗହଣ ଗୋବରୀ ନଦୀରେ ତଟବନ୍ଧ ବିଭାଗ ପକ୍ଷରୁ ନିର୍ମାଣ କାର୍ଯ୍ୟ ଚାଲିଛି। ଏଥିସହ…

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

‘ଆତଙ୍କବାଦ ଉପରେ ଦୋମୁହାଁ ମନୋଭାବ…,’ ମାଲେସିଆରେ ଏମିତି କହିଲେ ମୋଦି, ଶୁଣିଲେ ଉଡିବ ପାକିସ୍ତାନର ନିଦ

ନୂଆଦିଲ୍ଲୀ,୮।୨: ମାଲେସିଆ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ସହ ଏକ ମିଳିତ ପ୍ରେସ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଭାରତ ଏବଂ ମାଲେସିଆ ସେମାନଙ୍କର ସମ୍ପର୍କକୁ…

ଇମ୍ରାନ ଖାନ-ବୁଶରା ବିବିଙ୍କୁ ୧୭ ବର୍ଷ ଜେଲଦଣ୍ଡ, ଲାଗିଛି କୋଟି କୋଟି ଟଙ୍କାର ଜରିମାନା

ଇସଲାମାବାଦ,୮।୨: ତୋଶାଖାନା-୨ ଦୁର୍ନୀତି ମାମଲାରେ ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ୧୭ ବର୍ଷ ଜେଲଦଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri