Posted inଖେଳ

ପୁଣି ଆରସିବି ଅଧିନାୟକ ପଦ ସମ୍ଭାଳିବେ ବିରାଟ; ଆସିଲା ବଡ଼ ଖବର

ମୁମ୍ବାଇ,୩୦।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ରେ ପୁଣି ଦେଖିବାକୁ ମିଳିବ ବିରାଟଙ୍କ ଗର୍ଜନ। ଏବେ ଖେଳୀବା ବ୍ୟାଟିଂରେ ନୁହେଁ ବିରାଟ ପୁଣିଥରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆରସିବି) ର ନେତୃତ୍ୱ ନେବାକୁ ଯାଉଛନ୍ତି। ବର୍ତମାନ ଫ୍ରାଞ୍ଚାଇଜ ଗୁଡିକ ଖେଳାଳିଙ୍କ ରିଟେନସନ ଘୋଷଣା କରିବାକୁ ଯାଉଥିବା ବେଳେ ଆରସିବି ପୁଣିଥରେ ବିରାଟଙ୍କୁ ଅଧିନାୟକ କରିବା ମନସ୍ତ କରିସାରିଥିବା ଜଣା ପଡିଛି।

ପୂର୍ବରୁ ବିରାଟ ସମସ୍ତ ତିନୋଟି ଫର୍ମାଟରେ ଅନ୍ତର୍ଜାତୀୟ ବର୍ଗରେ ଅଧିନାୟକ ପଦ ଛାଡିସାରିଛନ୍ତି। ୨୦୨୪ ଟି -୨୦ ବିଶ୍ୱକପରେ ଭାରତୀୟ ଦଳର ବିଜୟ ପରେ ସେ ଟି -୨୦ ଫାର୍ମଟରୁ ମଧ୍ୟ ଅବସର ନେଇଥିଲେ। ଟାଇମ୍ସ ଅଫ୍ ଇଣ୍ଡିଆ ରିପୋର୍ଟ ଅନୁଯାୟୀ କୋହଲି ପୁଣିଥରେ ତାଙ୍କ ଆଇପିଏଲ୍ ଦଳକୁ ଆଗେଇ ନେବାକୁ ଯାଉଛନ୍ତି।

୨୦୨୧ ସିଜିନ ଶେଷ ହେବା ପୂର୍ବରୁ ଆରସିବି ଅଧିନାୟକତ୍ୱ ଛାଡିବାକୁ ନିଷ୍ପତ୍ତି ନେଇ କୋହଲି ପ୍ରଶଂସକମାନଙ୍କୁ ସୂଚନା ଦେଇଥିଲେ। ଅନେକେ ବିଶ୍ୱାସ କରୁଥିଲେ ଯେ, ତାଙ୍କ ନେତୃତ୍ୱରେ ଆଇପିଏଲ୍ ଟାଇଟଲ୍ ଜିତିବାରେ ଫ୍ରାଞ୍ଚାଇଜ୍ ଅକ୍ଷମତା ହେତୁ ଏହି ନିଷ୍ପତ୍ତି ନଇଥିଲେ। ତେବେ କୋହଲି ବିଦାୟ ନେବା ପରେ ମଧ୍ୟ ଦଳର ଚ୍ୟାଲେଞ୍ଜ ସମାନ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ଗୋଲାପ ଦିଆନିଆ, ଆଜି ପ୍ରପୋଜ୍‌

ଭୁବନେଶ୍ୱର,୮।୨(ସୌମ୍ୟରଞ୍ଜନ ରାଉତ): ଭାଲାଣ୍ଟାଇନ୍‌ ଡେ’ର ପ୍ରଥମ ପାହାଚ ରୋଜ୍‌ ଡେ’ ପାଇଁ ଶନିବାର ଚଳଚଞ୍ଚଳ ହୋଇଉଠିଥିଲା ରାଜଧାନୀ। ପରସ୍ପରକୁ ଗୋଲାପ ଦେଇ ଶୁଭେଚ୍ଛା ଜଣାଇଥିଲେ ପ୍ରେମୀଯୁଗଳ। ହଷ୍ଟେଲ୍‌ଗୁଡିକରେ…

ଆତ୍ମସମର୍ପଣ

ସାର୍ବଭୌମତ୍ୱ ଉଲ୍ଲଂଘନକୁ ଏକ ଦେଶର ଆଞ୍ଚଳିକ ଅଖଣ୍ଡତାର ଉଲ୍ଲଂଘନ କିମ୍ବା ସରକାରୀ କାର୍ଯ୍ୟରେ ହସ୍ତକ୍ଷେପ ବୋଲି କୁହାଯାଏ। ଜଣେ ଆତ୍ମସମର୍ପଣ କରେ ଯେତେବେଳେ ସେ ବିନା ପ୍ରତିରୋଧରେ…

Video: ଦର୍ଶକଙ୍କ ମନ ଚୋରି କଲେ ନୋରା, ବାନ୍ଧି ରଖିଲେ ବାଦଶାହା

ନୂଆଦିଲ୍ଲୀ,୮।୨: ଟି-୨୦ ବିଶ୍ୱକପ ୨୦୨୬ ଶନିବାର, ଫେବୃଆରୀ ୭ରେ ଆରମ୍ଭ ହୋଇଥିଲା। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିନରେ ତିନୋଟି ମ୍ୟାଚ ଖେଳାଯାଇଥିଲା, ଯେଉଁଥିରେ ଟିମ ଇଣ୍ଡିଆ ଏବଂ ଆମେରିକା…

ହନୁ ମାଙ୍କଡ଼ ଉପଦ୍ରବରେ ଆତଙ୍କିତ ଅଞ୍ଚଳବାସୀ, କାବୁ କରିବାରେ ବନ କର୍ମଚାରୀ ବିଫଳ

ପରଜଙ୍ଗ,୮।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଅନ୍ତର୍ଗତ ପାଟରପଦା ନୂଆସାହି ଏବଂ ଆଖପାଖ ଅଞ୍ଚଳ କଟାବାହାଳ, ମେଣ୍ଢାପଦା, ଖଳିବାହାଳ, ମାଧପୁର ଗ୍ରାମବାସୀ ମାଙ୍କଡ ଆତଙ୍କରେ ଆତଙ୍କିତ…

ଅବ୍ୟବସ୍ଥା ଘେରରେ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଛାତ୍ରାବାସରୁ ଛାତ୍ର ନିଖୋଜ

ଦାରିଙ୍ଗବାଡି, ୮।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପୁଣି ଆଉ ଏକ ଅଘଟଣ ଘଟିଛି । ଜଣେ ନବମ ଶ୍ରେଣୀ…

ମାର୍ଚ୍ଚ ପୂର୍ବରୁ ବୋତୋସ୍ବାନାରୁ ଆସିବେ ଚିତା

ନୂଆଦିଲ୍ଲୀ,୮|୨(ପି.ଟି.): ବୋତୋସ୍ବାନାରୁ ପ୍ରଥମ ପର୍ଯ୍ୟାୟରେ କେତେକ ଚିତାବାଘ ଚଳିତ ମାସ ଶେଷ ସୁଦ୍ଧା ଭାରତରେ ଆସି ପହଞ୍ଚତ୍ବେ ବୋଲି ଆଶା କରାଯାଉଥିବା କେନ୍ଦ୍ର ପରିବେଶ ମନ୍ତ୍ରୀ ଭୂପେନ୍ଦ୍ର…

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri