ଆଇପିଏଲ୍‌ର ପ୍ରଥମ ମ୍ୟାଚ୍‌ ପୂର୍ବରୁ ପ୍ରବଳ ନାଚିଲେ ଆରସିବି ଖେଳାଳି: ଜାଣନ୍ତୁ କାହିଁକି

ଚେନ୍ନାଇ,୮।୪: ଇଣ୍ଡିଆନ ପ୍ରିମିୟର ଲିଗର ୧୪ ତମ ସିଜନରେ ପ୍ରଥମ ଟାଇଟଲ ହାସଲ କରିବାକୁ ପ୍ରସ୍ତୁତ ହେଉଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଦଳ। ଆଇପିଏଲ୍‌ ୨୦୨୧ରେ ସେମାନଙ୍କର ଅଭିଯାନ ଆରମ୍ଭ କରିବା ପୂର୍ବରୁ, କିଛି ଆରସିବି ଖେଳାଳି ଫଟୋଶୁଟରେ ଅଂଶଗ୍ରହଣ କରିଥିଲେ। ଏହି ଫଟୋଶୁଟରେ ଖେଳାଳିମାନେ ଆରସିବିର ନୂଆ ଜର୍ସି ପିନ୍ଧି ଥିବା ନଜର ଆସିଥିଲେ। ଏହି ଫଟୋଶୁଟରେ ବିରାଟ କୋହଲି, ଏବି ଡିଭିଲିୟର୍ସ ଏବଂ ଗ୍ଲେନ ମ୍ୟାକ୍ସୱେଲ ଅଂଶଗ୍ରହଣ କରିଥିଲେ। ଏହି ତିନିଜଣ ବହୁତ ମଜା କରୁଥିବା ଦେଖାଯାଉଥିଲା। ଏହା ସହିତ ତିନି ଜଣ କିମ୍ବଦନ୍ତୀ କ୍ରିକେଟର ମଧ୍ୟ ସେମାନଙ୍କର ନୃତ୍ୟ ପରିବେଷଣ କରିଥିଲେ। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ଖେଳାଳିମାନେ ସେମାନଙ୍କର ଆବଶ୍ୟକୀୟ କ୍ୱାରାଣ୍ଟାଇନ୍‌ ପୂରଣ କରିଛନ୍ତି। ଏହି ଅବଧି ସମାପ୍ତ କରିବା ପରେ, ଖେଳାଳିମାନେ ଅଭ୍ୟାସ ଏବଂ ଫଟୋଶୁଟ କରୁଛନ୍ତି। ଫଟୋଶୁଟ ସମୟରେ ଖେଳାଳିମାନେ ମଧ୍ୟ ଜୋରରେ ନାଚିବା ସହ ମଜା ମଧ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଇପିଏଲ୍‌ ଶେଷ ହେବା ପୂର୍ବରୁ ଫେରିବେ ଷ୍ଟୋକ୍ସ

ଓ୍ବେଲିଂଟନ, ୨୩ା୨ (ପି.ଟି.): ଇଂଲଣ୍ଡ ଟେଷ୍ଟ ଅଧିନାୟକ ବେନ୍‌ ଷ୍ଟୋକ୍ସ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଶେଷ ହେବା ପୂର୍ବରୁ ସ୍ବଦେଶ ଫେରିଯିବେ। ଆୟର୍ଲାଣ୍ଡ ବିପକ୍ଷ...

୨୪୯ ରନ୍‌ରେ ଅଟକିଲା ନ୍ୟୁଜିଲାଣ୍ଡ

ସାଉଥାମ୍ପଟନ,୨୨।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲର ପ୍ରଥମ ଇନିଂସରେ ନ୍ୟୁଜିଲାଣ୍ଡ ୩୨ ରନ୍‌ର ଅଗ୍ରଣୀ ହାସଲ କରିଛି। ଏହା ପଛରେ ହାତ ଥିଲା...

ଯୁବତୀଙ୍କୁ ନିଜର ଅଶ୍ଲୀଳ ଫଟୋ ପଠାଇବା ଏହି କ୍ରିକେଟର୍‌ଙ୍କୁ ପଡିଥିଲା ମହଙ୍ଗା, ହରାଇଥିଲେ ସବୁକିଛି

ଅଷ୍ଟ୍ରେଲିଆ କ୍ରିକେଟର୍‌ ଟିମ୍‌ ପେନ୍‌ ଆଜି ୩୭ ତମ ଜନ୍ମଦିନ ପାଳନ କରୁଛନ୍ତି। ଷ୍ଟିଭ ସ୍ମିଥଙ୍କ ଅଧିନାୟକତ୍ୱରୁ ହଟାଇବା ପରେ ତାଙ୍କୁ ଅଷ୍ଟ୍ରେଲିଆର ଟେଷ୍ଟ ଦଳର...

ଇତିହାସ ରଚିଲା ହିମାଚଳ ପ୍ରଦେଶ

ଜୟପୁର,୨୬।୧୨: ତାମିଲନାଡୁ ଭଳି ଶକ୍ତିଶାଳୀ ଦଳକୁ ହରାଇ ଇତିହାସ ରଚିଛି ହିମାଚଳ ପ୍ରଦେଶ। ଶୁଭମ ଆରୋରାଙ୍କ ଅପରାଜିତ ଶତକ ବଳରେ ହିମାଚଳ ପ୍ରଦେଶ ହାତେଇଛି ବିଜୟ...

କୋହଲିଙ୍କ ନିଷ୍ପତ୍ତି ଉପରେ ଗାଙ୍ଗୁଲି କ’ଣ କହିଲେ

ନୂଆଦିଲ୍ଲୀ,୧୬।୧: ଦକ୍ଷିଣ ଆଫ୍ରିକାଠାରୁ ୨-୧ ବ୍ୟବଧାନରେ ଟେଷ୍ଟ ସିରିଜ୍‌ ହାରିବାର ଦିନକ ପରେ ବିରାଟ କୋହଲି ଭାରିତୀୟ ଟେଷ୍ଟ ଦଳର ଅଧିନାୟକ ପଦରୁ ଇସ୍ତଫା ଦେଇଛନ୍ତି।...

ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟ ଖେଳାଳୀ ଆଣ୍ଡ୍ରିୟୁ ସାଇମଣ୍ଡସଙ୍କ ପରଲୋକ

କାନବେରା,୧୫ ।୫: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଆଣ୍ଡ୍ରିୟୁ ସାଇମଣ୍ଡସଙ୍କର କାର ଦୁର୍ଘଟଣାରେ ୪୬ ବର୍ଷ ବୟସରେ ପରଲୋକ ହୋଇଛି । ଶନିବାର ରାତିରେ ଟାଉନସଭିଲେରେ ଏହି...

କ୍ରିକେଟ୍‌ ପରାମର୍ଶଦାତା କମିଟିରୁ କପିଳଙ୍କ ଇସ୍ତଫା

ନୂଆଦିଲ୍ଲୀ, ୩।୧୦ (ପି.ଟି.)- ବିଶ୍ୱକପ୍‌ ବିଜୟୀ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ କପିଳ ଦେବ ବୁଧବାର କ୍ରିକେଟ୍‌ ପରାମର୍ଶଦାତା କମିଟି (ସିଏସି)ରୁ ଇସ୍ତଫା ଦେଇଛନ୍ତି।...

ଇଂଲଣ୍ଡ ପକ୍ଷରୁ ପଦାର୍ପଣ ଲକ୍ଷ୍ୟରେ ଏହି ଶିଖ୍‌ କ୍ରିକେଟର୍‌

ଲଣ୍ଡନ, ୨୯।୬- ଇଂଲଣ୍ଡ ଓ ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଜୁଲାଇ ୮ରୁ ୩ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବ। ଏଥିଲାଗି ଘରୋଇ ଇଂଲଣ୍ଡ...

Advertisement
Archives

Model This Week