Advertisement
Posted inଖେଳ

୧୬୫ ରନ୍‌ରେ ଅଟକିଲା ଆର୍‌ସିବି

ଦୁବାଇ,୨୬।୯: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି)କୁ ୧୬୫ ରନ୍‌ରେ ରୋକି ଦେଇଛି ମୁମ୍ବାଇ ଇଣ୍ଡିଆନ୍ସ। ଆମନ୍ତ୍ରଣ ପାଇଁ ପ୍ରଥମେ ବ୍ୟାଟିଂ କରିଥିବା ଆର୍‌ସିବି ଅଧିନାୟକ ବିରାଟ କୋହଲିଙ୍କ (୫୧ ରନ୍‌, ୩ ଲେଖାଏ ଚୌକା ଓ ଛକା) ଓ ଗ୍ଲେନ ମ୍ୟାକ୍ସଓ୍ବେଲ (୫୬ ରନ୍‌, ୬ ଚୌକା ଓ ୩ ଛକା) ବଳରେ ୧୮ତମ ଓଭର ସୁଦ୍ଧା ୩ ଉଇକେଟ ହରାଇ ୧୫୬ ରନ୍‌ କରିଥିଲା। ଲାଗୁଥିଲା ଦଳ ଅତିକମ୍‌ରେ ୧୮୦ ରନ୍‌ ପାର କରିବ। କିନ୍ତୁ ଅନ୍ତିମ ଦୁଇ ଓଭରରେ ୩ ଉଇକେଟ ହରାଇବାରୁ ଦଳ ମାତ୍ର ୯ ରନ୍‌ ସଂଗ୍ରହ କରିବାକୁ ସକ୍ଷମ ହୋଇଥିଲା ଆର୍‌ସିବି। ଫଳରେ ଧାର୍ଯ୍ୟ ୨୦ ଓଭରରେ ୬ ଉଇକେଟ ହରାଇ ୧୬୫ ରନ୍‌ କରଛି। ମୁମ୍ବାଇ ପକ୍ଷରୁ ଯଶପ୍ରୀତ ବୁମରା ୩ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇଂଲଣ୍ଡ ପରେ ଅଷ୍ଟ୍ରେଲିଆରେ ଟେଷ୍ଟ ଖେଳିବେ ଭାରତୀୟ ମହିଳା

ନୂଆଦିଲ୍ଲୀ,୧୯।୫(ପି.ଟି.): ଦୁଇଟି ବଡ଼ ଦଳ ବିପକ୍ଷରେ ଭାରତୀୟ ମହିଳା କ୍ରିକେଟ ଦଳ ଆସନ୍ତା ମାସରେ ଟେଷ୍ଟ ଖେଳିବ। ଇଂଲଣ୍ଡରେ ଗୋଟିଏ ଟେଷ୍ଟ ଖେଳିବା ପରେ ଅଷ୍ଟ୍ରେଲିଆରେ...

‘ପାର୍ଟି ଏବଂ ଝଗଡ଼ା କରିବାରେ ଧୁରନ୍ଧର ଥିଲେ ଓ୍ବାର୍ନର’

ମୁମ୍ବାଇ,୭।୫: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୨ରେ ନୂତନ ଟିମ୍‌ରୁ ଖେଳି ଜବରଦସ୍ତ ପ୍ରଦର୍ଶନ କରି ଆସୁଛନ୍ତି ଡେଭିଡ ଓ୍ବାର୍ନର। ଗୁରୁବାର ନିଜର ପୁରୁୁଣା ଟିମ୍‌ ସନରାଇଜର୍ସ...

ଜନ୍ମଦିନରେ କ୍ରିକେଟକୁ ବାଏ ବାଏ କହିଲେ ଏହି ଦ୍ରୁତ ବୋଲର

ଚେନ୍ନାଇ,୨୧ା୧୨: ଆଜି ଅର୍ଥାତ୍‌ ଡିସେମ୍ବର ୨୧ରେ ତାମିଲନାଡୁ ତଥା ଚେନ୍ନାଇ ସୁପର କିଙ୍ଗ୍‌ସର ଉଦୀୟମାନ ଦ୍ରୁତ ବୋଲର ୟୋ ମହେଶଙ୍କ ଜନ୍ମଦିନ। ସେ ଆଜି ୩୩...

କୋହଲିଙ୍କୁ ପଛରେ ପକାଇଲେ ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌

କଲମ୍ବୋ,୧୭।୭: ଶ୍ରୀଲଙ୍କା ବିପକ୍ଷ ଗାଲେ ଟେଷ୍ଟରେ ପାକିସ୍ତାନର ସ୍ଥିତି ଖରାପ ରହିଛି। ପ୍ରଥମ ଇନିଂସରେ ଶ୍ରୀଲଙ୍କା ୨୨୨ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ପାକିସ୍ତାନ...

ସନ୍ନ୍ୟାସ ନ ନେଲେ ଧୋନୀଙ୍କୁ ଜାତୀୟ ଦଳକୁ ଚୟନ କରାଯିବ ନାହିଁ

ଲଣ୍ଡନ,୧୫।୭- ଭାରତୀୟ ଦଳର ଚୟନକର୍ତ୍ତା, ସାଥୀ ଖେଳାଳି ଓ ପ୍ରଶଂସକମାନେ ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ସନ୍ନ୍ୟାସ ନେବେ କି ନାହିଁ ବୋଲି ଅନୁମାନ...

ଏସି ମିଲନକୁ ଫେରିବେ ଇବ୍ରାହିମୋବିଚ୍‌

ମିଲନ,୨୭।୧୨- ସ୍ବିଡେନ ଷ୍ଟାର ଜଲାଟାନ ଇବ୍ରାହିମୋବିଚ୍‌ ପୁଣି ଥରେ ଏସି ମିଲନ ପାଇଁ ଖେଳିପାରନ୍ତି। ସେ ଦଳ ସହ ୬ ମାସିଆ ଚୁକ୍ତି କରିବାକୁ ଯାଉଥିବା...

ଟଙ୍କା ପାଇଁ ଭାରତୀୟ ଦଳକୁ ସମର୍ଥନ କରୁଛନ୍ତି ଏହି ପାକିସ୍ତାନ କ୍ରିକେଟର୍‌

ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ବିରେନ୍ଦ୍ର ସେହ୍ବାଗ ପାକିସ୍ତାନ କ୍ରିକେଟର ସୋଏବ ଅଖତରଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ସୋଏବ ଭାରତର ଭଲ...

ଆଇସିସି ଦିନିକିଆ, ଟେଷ୍ଟ ଦଳ: କୋହଲି ଅଧିନାୟକ

ଦୁବାଇ,୧୫।୧(ପି.ଟି.): ବ୍ୟାଟିଂ ସୁପରଷ୍ଟାର ତଥା ଭାରତୀୟ ଅଧିନାୟକ ବିରାଟ କୋହଲି ୨୦୧୯ ବର୍ଷର ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଦିନିକିଆ ଓ ଟେଷ୍ଟ ଦଳର ଅଧିନାୟକ...

Advertisement
Archives

Model This Week