Posted inଖେଳ

ଆରସିବିକୁ ସମ୍ମାନଜନକ ସ୍କୋରରେ ପହଞ୍ଚାଇଲେ ମ୍ୟାକ୍ସଓ୍ବେଲ

ଚେନ୍ନାଇ, ୧୪ା୪- ଗ୍ଲେନ ମ୍ୟାକ୍ସଓ୍ବେଲଙ୍କ ଅର୍ଦ୍ଧଶତକ ଯୋଗୁ ସନରାଇଜର୍ସ ହାଇଦ୍ରାବାଦ୍‌ ଆଗରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଛିଡ଼ା କରିଛି ସମ୍ମାନଜନକ ଟାର୍ଗେଟ। ୪୧ ବଲର ସମ୍ମୁଖୀନ ହୋଇଥିବା ମ୍ୟାକ୍ସଓ୍ବେଲ ଖେଳିଥିଲେ ୫୯ ରନ୍‌ର ଅର୍ଦ୍ଧଶତକୀୟ ଇନିଂସ। ତାଙ୍କ ପାଳିରେ ଥିଲା ୫ ଚୌକା ଓ ୩ ଛକା। କେବଳ ବିରାଟ କୋହଲି (୩୩)ଙ୍କୁ ଛାଡ଼ି ଦେଲେ ଫେଲ୍‌ ମାରିଥିଲେ ଅନ୍ୟ ସମସ୍ତ ବ୍ୟାଟ୍ସମ୍ୟାନ। ଫଳରେ ଆରସିବି ୨୦ ଓଭରରେ ୮ ଉଇକେଟ ହରାଇ ୧୪୯ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ଜାସନ ହୋଲ୍ଡର ୩ ଓ ରଶିଦ ଖାଁ ୨ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସିରିଜ ଜିତିଲା ଟିମ୍‌ ଇଣ୍ଡିଆ

ରାଞ୍ଚି,୧୯।୧୧: ଚଳିତ ଟି୨୦ ବିଶ୍ୱକପରେ ନୈରାଶ୍ୟଜନକ ପ୍ରଦର୍ଶନ କରିଥିବା ଟିମ୍‌ ଇଣ୍ଡିଆ ସ୍ବଦେଶରେ ୩ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜକୁ ୨-୦ରେ ଜିତି ନେଇଛି। ସ୍ଥାନୀୟ...

ଅଲିମ୍ପିକ୍‌ରେ ସ୍ବର୍ଣ୍ଣ ଜିତିଲେ ମିଳିବ ୩ କୋଟି

ଚେନ୍ନାଇ,୨୬।୬: ଆଗାମୀ ଟୋକିଓ ଅଲିମ୍ପିକ୍ସ ପୂର୍ବରୁ ରାଜ୍ୟର ଆଥ୍‌ଲେଟଙ୍କ ପାଇଁ ଶନିବାର ପୁରସ୍କାର ରାଶି ଘୋଷଣା କରିଛନ୍ତି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌ କେ ଷ୍ଟାଲିନ। ସ୍ବର୍ଣ୍ଣ...

ଶେଷ ୬ ସେକେଣ୍ଡରେ ଅଟକି ଯାଇଥିଲା ସମସ୍ତଙ୍କ ହୃଦସ୍ପନ୍ଦନ; ଦେଖନ୍ତୁ ଭାରତର ଐତିହାସିକ ବିଜୟର ସେହି ଭିଡିଓ…

ନୂଆଦିଲ୍ଲୀ,୫।୮: ଅଲିମ୍ପିକ୍ସରେ ଇତିହାସ ରଚିଛି ଭାରତର ପୁରୁଷ ହକି ଦଳ। ଗୁରୁବାର ଖେଳାଯାଇଥିବା ରୋମାଞ୍ଚକର ମ୍ୟାଚ୍‌ରେ ଜର୍ମାନୀକୁ ୫-୪ରେ ପରାସ୍ତ କରି ବ୍ରୋଞ୍ଚ ପଦକ ହାସଲ...

ପୁଣି ଫିଟ୍‌ନେସ ଟେଷ୍ଟରେ ଫେଲ୍‌ ହେଲେ ଭାରତୀୟ ଖେଳାଳି

ଅହମ୍ମଦାବାଦ,୧୦।୩ : ପୁଣି ଥରେ ଫିଟ୍‌ନେସ୍‌ ଟେଷ୍ଟରେ ବିଫଳ ହୋଇଛନ୍ତି ମିଷ୍ଟ୍ରି ସ୍ପିନର ବୁରଣ ଚକ୍ରବର୍ତ୍ତୀ। ଏଥିଯୋଗୁ ଆଗାମୀ ଇଂଲଣ୍ଡ ବିପକ୍ଷ ଟି୨୦ ସିରିଜ୍‌ରୁ ସେ...

ସିଏସ୍‌କେ-ଆର୍‌ଆର୍‌ ମ୍ୟାଚ୍‌ ବାତିଲ

ନୂଆଦିଲ୍ଲୀ,୪।୫: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ରେ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ (ସିଏସକେ) ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ବୁଧବାର ଖେଳାଯିବାକୁ ଥିବା ମ୍ୟାଚ ବାତିଲ...

ଇଂଲଣ୍ଡ ମୁଖ୍ୟ କୋଚ୍‌ ପଦରୁ ବିଦା ହେଲେ ସିଲଭରଉଡ୍‌

ଲଣ୍ଡନ,୪।୨: ଇଂଲଣ୍ଡର ମୁଖ୍ୟ କୋଚ୍‌ ପଦରୁ ଇସ୍ତଫା ଦେଇଛନ୍ତି କ୍ରିସ ସିଲଭରଉଡ୍‌। ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଉଥିବା ଆଶେସ ସିରିଜରେ ଇଂଲଣ୍ଡର ଲଜ୍ଜାଜନକ ପ୍ରଦର୍ଶନ ପରେ ତାଙ୍କୁ...

୫ଥର ପଜିଟିଭ ପରେ ଏହି କ୍ରିକେଟର୍‌ଙ୍କ ରିପୋର୍ଟ ଆସିଲା ନେଗେଟିଭ

କରାଚି, ୩୦।୭: ପାକିସ୍ତାନ କ୍ରିକେଟ୍‌ ଦଳର ଦ୍ରୁତ ବୋଲର ହାରିସ ରୌଫ୍‌ଙ୍କ ପାଇଁ ଖୁସି ଖବର। ଶେଷରେ ତାଙ୍କ କରୋନା ଟେଷ୍ଟ ରିପୋର୍ଟ ନେଗେଟିଭ ଆସିଛି।...

ଅନିଶ୍ଚିତ ଭବିଷ୍ୟତ

ବିଶ୍ୱର ଦଶମ ମହିଳା ଖେଳାଳିଭାବେ କ୍ୟାରିୟର ଗ୍ରାଣ୍ଡସ୍ଲାମ ହାସଲ କରିଥିବା ରୁଷିଆର ମାରିଆ ଶାରାପୋଭା ଏବେ ନିଜର ଭବିଷ୍ୟତ ନେଇ ଅନିଶ୍ଚିତତା ମଧ୍ୟରେ ରହିଛନ୍ତି। ଚଳିତ...

Advertisement
Archives

Model This Week