Posted inଖେଳ

ଆରସିବି ପାଇଁ ଖେଳିବେ ନାହିଁ ଏହି ବିଦେଶୀ ଖେଳାଳି

ବାଙ୍ଗାଲୋର, ୧୧।୩ – ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଅଷ୍ଟ୍ରେଲିଆର ଉଇକେଟକିପର ବ୍ୟାଟ୍ସମ୍ୟାନ ଜୋଶ ଫିଲିପ୍‌ଙ୍କୁ ବାଦ୍‌ ଦେଇଛି। ଗତ ସଂସ୍କରଣରେ ଆରସିବି ପାଇଁ ଓପନିଂ କରିଥିବା ଏହି ବିଦେଶୀ ଖେଳାଳି ଚଳିତ ଥର ପୂରା ସିଜନ ଲାଗି ଉପଲବ୍ଧ ହେବେ ନାହିଁ। ତାଙ୍କ ବଦଳରେ ନ୍ୟୁଜିଲାଣ୍ଡର ଉଇକେଟକିପର ବ୍ୟାଟ୍ସମ୍ୟାନ ଫିନ୍ନ ଆଲେନଙ୍କୁ ବାଛିଛି ଆରସିବି। ଏ ନେଇ ଆରସିବି ଫ୍ରାଞ୍ଚାଇଜ ତା’ର ଟୁଇଟର ହ୍ୟାଣ୍ଡେଲରେ ସୂଚନା ଦେଇଛି।

ଫିଲିପଙ୍କ ଭଳି ଆଲେନଙ୍କୁ ମଧ୍ୟ ୨୦ ଲକ୍ଷ ଟଙ୍କାର ବେସ୍‌ ପ୍ରାଇସରେ ଦଳରେ ସାମିଲ କରାଯାଇଛି। ଏପର୍ଯ୍ୟନ୍ତ ମାତ୍ର ୧୨ ପ୍ରଥମ ଶ୍ରେଣୀ ମ୍ୟାଚ୍‌ ଖେଳିଥିବା ଆଲେନଙ୍କ ନାମରେ ରହିଛି ୩ ଅର୍ଦ୍ଧଶତକ। ତେବେ ସେ କାହିଁକି ଉପଲବ୍ଧ ହୋଇପାରିବେ ନାହିଁ, ତାହା ସ୍ପଷ୍ଟ କରାଯାଇ ନାହିଁ। ନିକଟରେ ଶେଷ ହୋଇଥିବା ନ୍ୟୁଜିଲାଣ୍ଡ ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ରେ ସେ ଦୁଇ ଥର ୪୦ରୁ ଅଧିକ ରନ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶେଖ ହାସିନାଙ୍କୁ ପ୍ରତ୍ୟର୍ପଣ କର: ଭାରତରେ ପହଞ୍ଚି ଏମିତି କହିଲେ ବାଂଲାଦେଶ ବୈଦେଶିକ ମନ୍ତ୍ରୀ, ମିଳିଲା ଏମିତି ଜବାବ

ଢାକା,୯।୪: ଗତ ବର୍ଷ ଭାରତ-ବାଂଲାଦେଶ ସମ୍ପର୍କରେ ଉତ୍ତେଜନା ଶୀର୍ଷରେ ପହଞ୍ଚିବା ପରେ ବାଂଲାଦେଶ ଏବେ ସମ୍ପର୍କ ଉନ୍ନତ କରିବା ପାଇଁ ପଦକ୍ଷେପ ନେଉଛି। ଏହି ପରିପ୍ରେକ୍ଷୀରେ ବାଂଲାଦେଶର…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

‘ଏଥର ଏପରି ଗୁଳି ବର୍ଷା କରିବୁ…’ ଯୁଦ୍ଧବିରତି ମଧ୍ୟରେ ଟ୍ରମ୍ପ ଇରାନକୁ କାହିଁକି ଧମକ ଦେଲେ?

ଓ୍ବାଶିଂଟନ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ବୟାନ ଦେଇଛନ୍ତି । ଆମେରିକା ରାଷ୍ଟ୍ରପତି ପୁଣି ଥରେ…

ରେଳ ଷ୍ଟେଶନରୁ ଶିଶୁ ଚୋରି ଘଟଣାରେ ନୂଆ ଟ୍ବିଷ୍ଟ୍‌: ବାପା ହିଁ ରଚିଥିଲେ ଷଡଯନ୍ତ୍ର: ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା

ନିରାକାରପୁର,୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳଷ୍ଟେଶନରେ ଶିଶୁ ଚୋରି ଘଟଣାରେ ନୂଆ ଟ୍ବିଷ୍ଟ୍‌। ଶିଶୁ ଚୋରି କାହାଣୀ ବାପା ନିଜେ ରଚିଥିବା…

ରାସ୍ତା-ଡ୍ରେନ୍‌ ନିର୍ମାଣ ନ ହେଲେ ଭୋଟ୍‌ ବର୍ଜନ ପାଇଁ ଚେତାବନୀ ଦେଲେ ଗ୍ରାମବାସୀ

କେନ୍ଦୁଝର,୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତ ବନାଯୋଡ଼ି ଗ୍ରାମର ଭୁରୁଡ଼ିସାହିରେ ରାସ୍ତା ଓ ଡ୍ରେନ ନିର୍ମାଣ ନ ହେଲେ ଗ୍ରାମବାସୀ ଆଗାମୀ…

ହର୍ମୁଜ ପ୍ରଣାଳୀରେ ବଡ଼ ଗେମ୍‌ ଖେଳିବ ଭାରତ, ବାଧା ସୃଷ୍ଟି କରିପାରିବେନି ଆମେରିକା-ଇରାନ, ଧଡ଼ାଧଡ଼ ଆସିବ…

ନୂଆଦିଲ୍ଲୀ,୯।୪: ଇରାନ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ଉପସାଗରୀୟ ଅଞ୍ଚଳରେ ଫସି ରହିଥିବା ଏହାର ଜାହାଜ ଏବଂ ନାବିକମାନଙ୍କୁ ସୁରକ୍ଷିତ ଭାବରେ…

ତେଲଙ୍ଗାନାରେ ବର୍ବରତାର ସୀମାପାର୍, ଅଙ୍ଗନୱାଡି ଶିକ୍ଷୟିତ୍ରୀଙ୍କୁ ଗଛରେ ବାନ୍ଧି….

ହାଇଦ୍ରାବାଦ,୯।୪: ତେଲଙ୍ଗାନା ସଙ୍ଗାରେଡ୍ଡି ଜିଲାର କାଙ୍ଗଟି ମଣ୍ଡଳରେ ଅବସ୍ଥିତ ରାସୋଲ ଗାଁରୁ ଅମାନବୀୟ ଘଟଣା ସାମ୍ନାକୁ ଆସିଛି, ଯାହା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି ।…

ସତ ହେଲା ଭାରତର କଥା: ଇରାନ ଯୁଦ୍ଧରେ ଦଲାଲ ବାହାରିଲା ପାକିସ୍ତାନ!

ଓ୍ବାଶିଂଟନ୍‌,୯।୪: ପାକିସ୍ତାନ ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ସମ୍ପର୍କରେ ନିଜକୁ ଏକ ଶାନ୍ତି ଦୂତ ଭାବରେ ଉପସ୍ଥାପନ କରୁଛି। ଏହା ଶାନ୍ତି ଆଲୋଚନା ଆୟୋଜନ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri