Posted inଖେଳ

୧୮ ରନରେ ଆରସିବି ବିଜୟୀ

ଲକ୍ଷ୍ନୌ, ୨।୫: ଆଇପିଏଲ ୨୦୨୩ର ୪୩ତମ ମ୍ୟାଚ ଲକ୍ଷ୍ନୌର ଅଟଳ ବିହାରୀ ବାଜପେୟୀ ଏକନ୍ନା କ୍ରିକେଟ ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି) ଏବଂ ଲକ୍ଷ୍ନୌ ସୁପର ଜ୍ୟାଣ୍ଟ୍ସ(ଏଲଏସଜି) ମଧ୍ୟରେ ଖେଳାଯାଇଛି। ମ୍ୟାଚରେ ବାଙ୍ଗାଲୋର ୨୦ ଓଭରରେ ୯ ଉଇକେଟ୍‌ ହରାଇ ୧୨୬ ରନ କରିଥିଲା। ଫଳରେ ଲକ୍ଷ୍ନୌ ଆଗରେ ୧୨୭ ରନର ବିଜୟ ଲକ୍ଷ୍ୟ ରହିଥିଲା। ତେବେ ୧୨୭ ରନ ଲକ୍ଷ୍ୟକୁ ପିଛା କରି ଲକ୍ଷ୍ନୌ ୧୯.୫ ଓଭରରେ ସମସ୍ତ ଉଇକେଟ ହରାଇ ୧୦୮ ରନ କରିବାକୁ ସକ୍ଷମ ହୋଇଛି। ଯାହା ଆରସିବିଠାରୁ ୧୮ ରନରେ ପରାସ୍ତ ହୋଇଛି। ଲକ୍ଷ୍ନୌ ପକ୍ଷରୁ ପ୍ରଥମରୁ ଦୁବର୍ଳ ବ୍ୟାଟିଂ ଦେଖିବାକୁ ମିଳିଥିଲା । ଆହତ କାରଣରୁ କେ ଏଲ ରାହୁଲ ପାଳି ଆରମ୍ଭ କରିବାକୁ ଆସିନଥିଲେ । ଫଳରେ କୃଷ୍ଣପ୍ପା ଗେତମ ୨୩ ରନ, ଅମିତ ମିଶ୍ରା ୧୯ ରନ କରିଥିବା ବେଳେ କ୍ରୁନାଲ ପାଣ୍ଡ୍ୟା ୧୪ ରନ, ନବୀନ-ଉଲ-ହକ ୧୩ ରନ କରିଥିଲେ ସୁଧା ଲକ୍ଷ୍ନୌକୁ ବିଜୟ ଦେବାରେ ସକ୍ଷମ ହୋଇନଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri