Posted inଖେଳ

ଆଇପିଏଲ ୫୪ ତମ ମ୍ୟାଚ: ଆଜି ମୁମ୍ବାଇ-ବାଙ୍ଗାଲୋର ଲଢେଇ

ମୁମ୍ବାଇ,୯।୫: ଆଇପିଏଲର ୫୪ ତମ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ(ଏମ୍‌ଆଇ)କୁ ଭେଟିବ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି)। ଏହି ମ୍ୟାଚ ମୁମ୍ବାଇର ଓ୍ବାଖେଡେ ଷ୍ଡାଡିୟମରେ ସା ୭.୩୦ରେ ଖେଳାଯିବ। ଉଭୟ ଦଳ ଚଳିତ ସିଜନରେ ଏ ପର୍ଯ୍ୟନ୍ତ ୧୦-୧୦ ମ୍ୟାଚ ଖେଳି ୫-୫ ଜିତିଛନ୍ତି। ଅର୍ଥାତ୍‌ ଏହି ଦଳଗୁଡ଼ିକ ସମାନ ଫର୍ମରେ ଅଛନ୍ତି। ତେବେ ଆଜିର ଏହି ମ୍ୟାଚରେ ୨ ଦଳ ଜିତିବାକୁ ସଂଘର୍ଷ କରିବେ।

ମେ’୬ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ସହ ଖେଳାଯାଇଥିଲା। ଏହି ମ୍ୟାଚରେ ଦିଲ୍ଲୀ ୭ ଉଇକେଟରେ ବାଙ୍ଗାଲୋରକୁ ପରାସ୍ତ କରିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

କରେଣ୍ଟ କଟିଲେ ଠପ ହୋଇଯାଉଛି ମୋବାଇଲ ସେବା

କେସିଙ୍ଗା,୩।୮,(ତୁମେଶ୍ୱର ସାହୁ): କଳାହାଣ୍ଡି ଜ଼ିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ସିରଜାପାଲି ଗ୍ରାମରେ ଥିବା ଜିଓ ଟାୱାର ବିଦ୍ୟୁତ ଚାଲିଗଲେ ଠପ ହୋଇଯାଉଛି । ଯାହାଦ୍ୱାରା ମୋବାଇଲ ସେବା…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ଫାର୍ମାସିଷ୍ଟଙ୍କ ସାହସକୁ ଚାରିଆଡୁ ପ୍ରଶଂସା

ଗୁଣପୁର,୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ୧୦୮ ଆମ୍ବୁଲାନ୍ସର ଫାର୍ମାସିଷ୍ଟ ଯଶୋବନ୍ତ ନାୟକ ମହାନତା ଦେଖାଇ ଜଣେ ପ୍ରସୂତିଙ୍କ ସହ ଶିଶୁକନ୍ୟାର ଜୀବନ ବଞ୍ଚାଇଛନ୍ତି।…

ଶୌଚ ହେବାକୁ ଯାଇଥିଲେ ମହିଳା, ଟାଣିନେଲା କୁମ୍ଭୀର, ନଦୀକୂଳରେ ପଡ଼ିଛି…

କେନ୍ଦ୍ରାପଡ଼ା,୩ା୮: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବ୍ରାହ୍ମଣୀ ନଦୀକୁ ଶୌଚ ହେବାକୁ ଯାଇଥିବାବେଳେ ଜଣେ ମହିଳାଙ୍କୁ କୁମ୍ଭୀର…

ଆଜି ଏହି ୬ ଜିଲାରେ ବିଜୁଳି ଘଡ଼ଘଡ଼ି ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା…

ଭୁବନେଶ୍ୱର,୩ା୮: ରାଜ୍ୟରେ ବନ୍ୟା ସ୍ଥିତି ଜାରି ରହିଥିବାବେଳେ ବିପନ୍ନଙ୍କ ଦୁର୍ଦ୍ଦଶା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷରେ ଦୁଇଦିନ ହେବ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ତେବେ ସୋମବାରଠାରୁ…

ମୋଦି ସରକାରଙ୍କୁ ନେଇ ବଡ଼ କଥା କହିଲେ ତସଲିମା

କୋଲକାତା,୩।୮: ବାଂଲାଦେଶରୁ ବହିଷ୍କୃତ ଏବଂ ବର୍ତ୍ତମାନ ନୂଆଦିଲ୍ଲୀରେ ରହୁଥିବା ଲେଖିକା ତସଲିମା ନାସରିନ ବଙ୍ଗ ସରକାରଙ୍କ ପ୍ରଶଂସା କରିଛନ୍ତି ଏବଂ ତାଙ୍କର କୃତଜ୍ଞତା ପ୍ରକାଶ କରିଛନ୍ତି। ନାସରିନ…

Bankipur Bypoll Result 2026: ବାଙ୍କିପୁର ଉପନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ, ଫଳାଫଳ ପୂର୍ବରୁ ‘ଲଡୁ’ ତିଆରି କଲେଣି ଭାଜପା କର୍ମୀ

ପାଟନା,୩।୮: ପାଟନାର ବାଙ୍କିପୁର ବିଧାନସଭା ଆସନ ପାଇଁ ଗୁରୁବାର (୩୦ ଜୁଲାଇ, ୨୦୨୬) ଅନୁଷ୍ଠିତ ଉପନିର୍ବାଚନର ଫଳାଫଳ ଆଜି (ସୋମବାର) ଘୋଷଣା କରାଯିବ। ଏହି ଆସନ ପାଇଁ…

ଅସରପା ଓ ପିମ୍ପୁଡ଼ି

ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ତାଲିକାରେ ୧୮ତମ ସ୍ଥାନରେ ଥିବା ଉଜ୍ଜ୍ୱଳ ଭୂୟାଁ କଲେଜିୟମ୍‌ ବ୍ୟବସ୍ଥାରେ ଉତ୍ତରଦାୟିତ୍ୱ ଅଭାବ ଥିବା ନେଇ ପ୍ରଶ୍ନ ଉଠାଇଛନ୍ତି। ନୂଆଦିଲ୍ଲୀସ୍ଥିତ ଥିଙ୍କ୍‌ ଟ୍ୟାଙ୍କ୍‌…

ଆଜି ଶ୍ରାବଣ ପ୍ରଥମ ସୋମବାରରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ, ଏହି କାରଣରୁ…

ଭୁବନେଶ୍ୱର,୩ା୮: ଆଜି ଶ୍ରାବଣର ପ୍ରଥମ ସୋମବାରରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ହୋଇଛି। ପୂଜାପଣ୍ଡା ସେବାୟତ-ବଡୁ ସେବାୟତଙ୍କ ମଧ୍ୟରେ ବିବାଦ ଲାଗି ରହିଥିବାରୁ ନୀତିକାନ୍ତି ବନ୍ଦ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri