Posted inଖେଳ

ପଞ୍ଜାବ ପାଇଁ ‘କର ବା ମର’ ସ୍ଥିତି

ଶାରଜା,୩।୧୦: ଆଇପିଏଲ ୨୦୨୧ର ୪୮ତମ ମ୍ୟାଚ ଶାରଜା କ୍ରିକେଟ ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ପଞ୍ଜାବ କିଙ୍ଗ୍ସ ଧ୍ୟରେ ଖେଳାଯାଉଛି। ବେଙ୍ଗାଲୁରୁ ଅଧିନାୟକ ବିରାଟ କୋହଲି ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ପଞ୍ଜାବ କିଙ୍ଗସ ପ୍ରଥମେ ବୋଲିଂ କରିବ। ବିରାଟ କୋହଲି ତାଙ୍କ ଦଳରେ କୌଣସି ପରିବର୍ତ୍ତନ କରିନାହାଁନ୍ତି। ପଞ୍ଜାବ କିଙ୍ଗ୍ସ ସେମାନଙ୍କ ଦଳରେ ତିନୋଟି ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ଏହି ମ୍ୟାଚ୍‌ ପଞ୍ଜାବ ପାଇଁ ‘କର ବା ମର’ ସ୍ଥିତି ହୋଇଛି। ପ୍ଲେ ଅଫ୍‌ରେ ପହଞ୍ଚିବା ପାଇଁ ଦଳକୁ ଏହି ମ୍ୟାଚ୍‌ ଜିତିବାକୁ ପଡିବ।
ପ୍ରଥମ ଆଇପିଏଲ ଟାଇଟଲ ସନ୍ଧାନରେ ଥିବା ଆରସିବି, ସାତୋଟି ବିଜୟ ଏବଂ ଚାରିଟି ପରାଜୟ ସହିତ ୧୧ଟି ମ୍ୟାଚରୁ ୧୪ପଏଣ୍ଟ ସହ ତୃତୀୟ ସ୍ଥାନରେ ଅଛି । ଆଉ ଦୁଇଟି ପଏଣ୍ଟ ସହିତ, ଆରସିବି ପ୍ଲେ ଅଫରେ ସ୍ଥାନ ନିଶ୍ଚିତ କରିବ। ସେହିପରି ପଞ୍ଜାବ କିଙ୍ଗସ ୧୨ଟି ମ୍ୟାଚରୁ ପାଞ୍ଚଟି ବିଜୟ ସହ ପଏଣ୍ଟ ସହ ଦଳ ପଞ୍ଚମ ସ୍ଥାନରେ ରହିଛି। ସାତୋଟି ମ୍ୟାଚରେ ଦଳ ପରାଜୟର ସମ୍ମୁଖୀନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri