Posted inଖେଳ

ଟସ ଜିତିଲା ଆରସିବି, ପ୍ରଥମେ ବ୍ୟାଟିଂ…

ନୂଆଦିଲ୍ଲୀ,୬।୫ : ଆଇପିଏଲ୍‌ ୨୦୨୩ର ୫୦ ତମ ମ୍ୟାଚରେ ଶନିବାର ନିଜ ଘରୋଇ ଗ୍ରାଉଣ୍ଡ ଅରୁଣ ଜେଟଲୀ ଷ୍ଟାଡିୟମରେ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି) ସହିତ ମୁହାଁମୁହିଁ ହୋଇଛନ୍ତି। ଟସ ଜିତି ଆରସିବି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିବାବେଳେ ଅଧିନାୟକ ଫାଫ ଡୁପଲେସିସଙ୍କ ନେତୃତ୍ୱରେ ବ୍ୟାଟିଂ କରିବାକୁ ପଡ଼ିଆକୁ ଓହ୍ଲାଇଛି। ସେହିପରି ଅଧିନାୟକ ଡେଭିଡ ୱାର୍ନରଙ୍କ ନେତୃତ୍ୱରେ ଡିସି ବୋଲିଂ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳବାର ତପ୍ତପାଣି ଆସିବେ ରାଷ୍ଟ୍ରପତି, ଶ୍ରାବଣ ସୋମବାରରେ ଜଳଲାଗି ମନା

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ ସ୍ଥଳୀ ଉଷ୍ମ ପସ୍ରବଣ ତପ୍ତପାଣି ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମଙ୍ଗଳବାର ଗସ୍ତ କାର୍ଯ୍ୟକ୍ରମ ଚୂଡାନ୍ତ…

ରାତି ପାହିଲେ ଶ୍ରାବଣ ସୋମବାର, ଋଷିକୁଲ୍ୟା ନଦୀରେ କୂଳରେ ବୋଲବମ ଭକ୍ତଙ୍କ ଭିଡ଼

ଗଞ୍ଜାମ,୨।୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ ନିକସ୍ଥ ଋଷିକୁଲ୍ୟା ନଦିଘାଟରେ ବୋଲବମ ଭକ୍ତଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି । ସୋମବାର ପବିତ୍ର ଶ୍ରାବଣ…

ବ୍ଲାକମେଲ ପରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣା, ଦୁଇ ଜଣଙ୍କୁ କୋର୍ଟଚାଲାଣ କଲା ପୋଲିସ

ପୁରୁଷୋତ୍ତମପୁର,୨।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରର ଗଡ଼ସାହିରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣାରେ ପୋଲିସ ଦୁଇଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି । ସୂଚନା ଅନୁସାରେ, ବ୍ଲାକମେଲରେ…

ବିମାନବନ୍ଦରରେ ପଦକଧାରୀଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ନୂଆଦିଲ୍ଲୀ,୨ା୮: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସଫଳ ପ୍ରଦର୍ଶନ ପରେ ଓ୍ବେଟଲିଫ୍ଟର ମୀରାବାଈ ଚାନୁ, ଲଭପ୍ରୀତ ସିଂଙ୍କ ସମେତ ଭାରତୀୟ ଖେଳାଳିଙ୍କ ପ୍ରଥମ ବ୍ୟାଚ୍‌ ରବିବାର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ…

ବିବାହ ପ୍ରଲୋଭନ ଦେଖାଇ ବିଧବା ମହିଳାଙ୍କଠୁ ୬୦ ଲକ୍ଷର ଠକେଇ, ବାପାଙ୍କ ରୋଗ କଥା କହି….

​ଛତ୍ରପୁର,୨।୮(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : କନ୍ଧମାଳ ଜିଲା ଚକାପାଦ ଥାନା ଅନ୍ତର୍ଗତ ତଳସାହିର ଉତ୍ତମ କୁମାର ସାହୁ (୩୧)ଙ୍କୁ ଗିରଫ କରିଛି ଗଞ୍ଜାମ ସାଇବର କ୍ରାଇମ୍ ଥାନା…

ବଡ଼ଓସ୍ତିଆ ପଞ୍ଚାୟତର ହଜାର ହଜାର ହେକ୍ଟର ଚାଷଜମି ଜଳମଗ୍ନ, କୃଷି ଋଣ ଛାଡ଼ ଦାବି

ଚାନ୍ଦବାଲି,୨।୮(କିଷାନ ପାତ୍ର): ଲଗାଣ ବର୍ଷା ଓ ବୈତରଣୀ ନଦୀର ବନ୍ୟା ଜଳ ମାଡ଼ି ଆସି ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବଡ଼ଓସ୍ତିଆ ପଞ୍ଚାୟତର ଅନେକ ଅଞ୍ଚଳ…

ଜମିରେ ତଳି ରୋଇବା ବେଳେ ବଜ୍ରପାତ, ମହିଳା ଅଚେତ ହୋଇ…

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ କୃଷ୍ଣପୁର ଗ୍ରାମରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ସ୍ଥାନୀୟ ଜଣେ ମହିଳା ଚାଷଜମିରେ…

‘ଛୁରି ଧରି ମୋତେ ମାରିବାକୁ ଆସିଥିଲେ’, ଖବରଦାତା ସମ୍ମିଳନୀରେ ପପୁଙ୍କୁ ହତ୍ୟା ଉଦ୍ୟମ

ନୂଆଦିଲ୍ଲୀ,୨।୮: ରବିପୂର୍ଣ୍ଣିଆର ସ୍ୱାଧୀନ ଏମପି ପପୁ ଯାଦବ ରବିବାର ନିଜ ବାସଭବନରେ ଏକ ଖବରଦାତା ସମ୍ମିଳନୀ କରିଥିଲେ । ଏହି ସମୟରେ ହଠାତ୍ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri