ଆରସିବି ୪ ୱିକେଟରେ ବିଜୟୀ…

ମୁମ୍ବାଇ, ୫।୪ :  ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ମଙ୍ଗଳବାର  ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋର୍‌(ଆର୍‌ସିବି) ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ଠାରୁ ୪ ୱିକେଟରେ ବିଜୟ ହାସଲ କରିଛି ।  ଧାର୍ଯ୍ୟ ଲକ୍ଷ୍ୟର ପିଛା କରି ଆରସିବି ୧୯.୧ ଓଭରରେ  ୬ ୱିକେଟ ହରାଇ  ୧୭୩ ରନ୍ କରିବାକୁ ସକ୍ଷମ ହୋଇଛି ।

ଆରସିବି ପକ୍ଷରୁ ଅଧିନାୟକ ଫପ୍ ଡୁ ପ୍ଲେସିସ୍  ୨୯ ବଲରେ ୨୦ ରନ ସଂଗ୍ରହ କରିଥିବାବେଳେ ଅନୁଜ ରାୱତ ୨୫ ବଲରେ ୨୬ ରନ କରିଥିଲେ । ସେହିପରି ଶାହାବାଜ୍ ଅହମ୍ମଦ ୨୬ ବଲରେ ୪୫ ରନ ସଂଗ୍ରହ କରିଥିଲେ । ଦିନେଶ ୨୩ ବଲରେ ୪୪ ରନ୍ କରି ଅପରାଜିତ ରହିଥିଲେ ।

ଆର୍‌ଆର୍‌ ଅଧିନାୟକ ସଞ୍ଜୁ ସାମସନଙ୍କ ନେତୃତ୍ୱରେ ତାଙ୍କ ଦଳ ବ୍ୟାଟିଂ ଆରମ୍ଭ କରି ନିର୍ଦ୍ଧାରିତ ୨୦ ଓଭରରେ ୩ ଓ୍ବିକେଟ ହରାଇ ୧୬୯ ରନ୍‌ ସଂଗ୍ରହ କରିଥିଲେ। ଆର୍‌ସିବି ପାଇଁ ବିଜୟ ଲକ୍ଷ୍ୟ ୧୭୦ ରନ୍‌ ରହିଥିଲ। ।

ଆର୍‌ଆର୍‌ ପକ୍ଷରୁ ଜୋସ୍‌ ବଟଲର ୪୭ ବଲ୍‌ରେ ଅପରାଜିତ ୭୦ ରନ୍‌ କରିଥିଲେ। ସେହିପରି ସିମରନ୍‌ ହେଟମେୟର ୩୧ ବଲ୍‌ରେ ୪୨ ରନ୍‌ ଏବଂ ଦେବଦତ୍ତ ପାଦିକ୍କଲ ୨୯ ବଲ୍‌ରେ ୩୭ ରନ୍‌ ସଂଗ୍ରହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧ ନଭେମ୍ବରରୁ ନୂଆ ନିୟମ; ପାର୍କିଂ ପାଇଁ ଡବଲ ଚାର୍ଜ, ୫୦% କର୍ମଚାରୀ…

ନୂଆଦିଲ୍ଲୀ,୨୮।୯: ଦିଲ୍ଲୀ-NCRରେ ଶୀତ ଋତୁ ଆରମ୍ଭ ହେବା ସହ ବାୟୁ ପ୍ରଦୂଷଣକୁ ନେଇ ଚିନ୍ତା ବଢ଼ିଛି । ପ୍ରତିବର୍ଷ ଶୀତଦିନରେ ଦିଲ୍ଲୀ-NCRର ବାୟୁ ଗୁଣବତ୍ତା ଖରାପ ହେଉଥିବାରୁ…

ବିଶ୍ୱକପରେ ସବୁଠୁ ଅଧିକ ଛକା ଏହି ଖେଳାଳିଙ୍କ ନାଁରେ, ଜାଣନ୍ତୁ ଟପ୍‌ ୫ରେ କିଏ କିଏ…

ନୂଆଦିଲ୍ଲୀ,୨୮।୯: ୨୦୨୭ ଦିନିକିଆ ବିଶ୍ୱକପ ପାଇଁ ବିଶ୍ୱର ବିଭିନ୍ନ କ୍ରିକେଟ ଦଳ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଭାରତୀୟ ଦଳ ମଧ୍ୟ ଏକ ଶକ୍ତିଶାଳୀ ଟିମ ଗଠନ…

ବସ୍‌ରୁ ଓହ୍ଲାଇବାବେଳେ ସିଡ଼ିରେ ଖସିପଡ଼ିଲେ ରୋହିତ ଶର୍ମା: ଆଉ ତା’ପରେ… ଦେଖନ୍ତୁ VIDEO

ତିରୁଭାନନ୍ତପୁରମ,୨୮।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଦିନିକିଆ ପରେ ଭାରତୀୟ କ୍ରିକେଟର ରୋହିତ ଶର୍ମାଙ୍କୁ ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।…

ଏଭଳି କହିବାରୁ ଶେହଜାଦଙ୍କୁ ଆକ୍ରମଣ; ପୋଷାକ ଚିରିଦେଲେ, ବଞ୍ଚାଇବାକୁ ଆଗେଇ ଆସିଲେ ସ୍ୱରା

ନୂଆଦିଲ୍ଲୀ,୨୮ା୯: ରିଆଲିଟି ଶୋ’ ‘Rise and Fall’ର ସିଜନ୍‌-୨ ଆରମ୍ଭରୁ ହିଁ ଚର୍ଚ୍ଚାରେ ରହିଛି । ଶୋ’ରେ ଭାଜାପାର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲା ଏବଂ ଅଭିନେତ୍ରୀ…

ଜନ୍ମ ହେଉ ହେଉ ମିଳିଲା ୨୨ କ୍ୟାରେଟର ସୁନା ମୁଦି; ନିଜ ହାତରେ ପିନ୍ଧାଇଲେ ମୁଖ୍ୟମନ୍ତ୍ରୀ, କିଏ ଏହି..

ଚେନ୍ନାଇ,୨୮ା୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରି ନବଜାତ ଶିଶୁଙ୍କ ପାଇଁ ‘ଥାଇମାମନ୍ ଥଙ୍ଗା ମୋଥିରମ୍ ଥିଟ୍ଟମ୍’(Thaimaman Thanga…

ନିୟମିତ ଗାଜର ଖାଇଲେ ମିଳିଥାଏ ଅନେକ ଲାଭ, ବ୍ଲଡ୍‌ପ୍ରେସର ନିୟନ୍ତ୍ରଣଠାରୁ ଆରମ୍ଭ କରି…

ଗାଜର ଆମ ଶରୀର ପାଇଁ ବେଶ୍‌ ଉପକାରୀ। ସବୁଠାରୁ ଖାସ୍‌ କଥା ହେଲା ଏହାକୁ ନିଜର ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କଲେ ତାହା ଶରୀରରେ ରୋଗ…

ଅଧିକ ଚା’ ପିଉଛନ୍ତି କି? ଚେତାବନୀ ଦେଇ ବିଶେଷଜ୍ଞ କହିଲେ…

କ୍ଳାନ୍ତ ମନକୁ ହାଲୁକା କରିବା ପାଇଁ ଅନେକେ ଚା’ କିମ୍ବା କଫି ପିଇଥାଆନ୍ତି। ହେଲେ ଯଦି ଆପଣ ଆବଶ୍ୟକତା ଠାରୁ ଅଧିକ ଥର ଚା’ ପିଉଛନ୍ତି ତେବେ…

ସୁଶାନ୍ତ ସିଂଙ୍କ ପୋଷ୍ଟମର୍ଟମକୁ ନେଇ ଭଉଣୀ ଶ୍ୱେତାଙ୍କ ନୂଆ ଦାବି, ଆଖିରେ ଆଘାତ….

ବଲିଉଡ୍‌ର ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ୬ ବର୍ଷରୁ ଅଧିକ ସମୟ ବିତିଥିଲେ ମଧ୍ୟ ମାମଲାଟି ପୁଣିଥରେ ଚର୍ଚ୍ଚାକୁ ଆସିଛି । ସୁଶାନ୍ତଙ୍କ ଭଉଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?