ଆର୍‌ଡିସି କ୍ୟାଡେଟଙ୍କୁ ସମ୍ବର୍ଦ୍ଧନା

ଭଞ୍ଜନଗର,୧୦ା୨(ବାବୁଲା ପ୍ରଧାନ)-ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଏନ୍‌ସିସି ଆର୍ମି ୱିଙ୍ଗର କ୍ୟାଡେଟ ନିବେଦିତା ବିଷୋୟୀ ଏବଂ ଫକୀର ମୋହନ ରାଉତ ଦିଲ୍ଲୀରେ ଅନୁଷ୍ଠିତ ସାଧାରଣତନ୍ତ୍ର ଦିବସ ପ୍ୟାରେଡରେ ଅଂଶ ଗ୍ରହଣ କରିଥିଲେ। ଏହାପରେ ସେମାନେ ଗତ ୨୮ ତାରିଖରେ ପିଏମ ରାଲିରେ ମଧ୍ୟ ଅଂଶଗ୍ରହଣ କରି ପ୍ରଧାନମନ୍ତ୍ରୀଙ୍କୁ ଭେଟିବାର ସୁଯୋଗ ପାଇଥିଲେ। ସୋମବାର ଏହି ଆର୍‌ଡିସି କ୍ୟାଡେଟଦ୍ୱୟ ଭଞ୍ଜନଗର ଫେରିବା ପରେ କଲେଜ ତରଫରୁ ସେମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ ଫୁଲତୋଡ଼ା ଦେଇ ନିବେଦିତା ଓ ଫକୀର ମୋହନଙ୍କୁ ଫୁଲତୋଡ଼ା ଦେଇ ସ୍ବାଗତ କରିବା ସହ ସେମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ। ଏହାପରେ ଏନସିସି ଶାଖା ଏବଂ ଗଣ ଯୋଗାଯୋଗ ବିଭାଗ ପକ୍ଷରୁ ମଧ୍ୟ ସେମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏହି ଅବସରରେ ଏନସିସି ଆର୍ମି ଅଫିସର ଲେଫ୍ଟନାଣ୍ଟ ରଜନୀ କାନ୍ତ ତ୍ରିପାଠୀ, ଡ ରବିନ୍ଦ୍ର ମିଶ୍ର, ଅଧ୍ୟାପିକା ସୁନିତା ରାଣୀ ଖଣ୍ଡୁଆଳ ପ୍ରମୁଖ ଉପସ୍ଥିତ ରହି ଛାତ୍ରୀ ଛାତ୍ରଙ୍କୁ ଉତ୍ସାହିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କୁ ଧୋକା ଦେଲେ ଏହି ଦେଶ, ଯୁଦ୍ଧ ମଝିରେ ଛାଡିଦେଲେ ହାତ, ଏବେ କରିବେ କ’ଣ?

ଓ୍ବାଶିଂଟନ୍‌,୧୬।୩: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ବିବାଦକୁ ଦୃଷ୍ଟିରେ ରଖି, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ସୁରକ୍ଷା ଦେବା ପାଇଁ ସହଯୋଗୀ ରାଷ୍ଟ୍ରଗୁଡ଼ିକୁ ଯୁଦ୍ଧଜାହାଜ…

କ୍ରସ୍‌ ଭୋଟିଂକୁ ମାନିନେଲେ ସୌଭିକ୍‌, କହିଲେ ବାପାଙ୍କୁ ବହିଷ୍କାର କରିଥିଲେ, ପ୍ରତିଶୋଧ ନେଲି

ଭୁବନେଶ୍ୱର,୧୬ା୩:  ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ହୋଇଥିବା ଜୋର୍‌ଦାର ଚର୍ଚ୍ଚା ହେଉଛି। ତେବେ ଏହି କ୍ରସ୍‌ ଭୋଟିଂକୁ ମାନି ନେଇଛନ୍ତି ବିଧାୟକ ସୌଭିକ ବିଶ୍ବାଳ। ବିଜୁ…

ଭାରତୀୟ ଜାହାଜକୁ ହର୍ମୁଜ ଷ୍ଟ୍ରେଟ ଦେଇ ଆସିବାକୁ କେମିତି ଅନୁମତି ଦେଲା ଇରାନ୍? ଜୟଶଙ୍କର କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୬।୩: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଏବଂ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ଇରାନର କଠୋର ଆଭିମୁଖ୍ୟ ମଧ୍ୟରେ, ଏଲପିଜି ବୋଝେଇ ଦୁଇଟି ଭାରତୀୟ ଜାହାଜ ଗୁଜୁରାଟ ଉପକୂଳରୁ ଆସିବାକୁ ଯାଉଛି…

ଆଉ ଅଭାବ ହେବନି ଗ୍ୟାସ! ଗୋଟିଏ ଘଣ୍ଟା ମଧ୍ୟରେ ଏଲପିଜି ନେଇ ଭାରତରେ ପହଞ୍ଚିବ ‘ଶିବାଲିକ’, ଜାଣନ୍ତୁ ଶିବାଲିକ କ’ଣ….

ନୂଆଦିଲ୍ଲୀ,୧୬।୩: ଉପସାଗରୀୟ ଅଞ୍ଚଳରେ ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯୋଗୁ ବିଶ୍ୱ ସାମୁଦ୍ରିକ ବାଣିଜ୍ୟ ମାର୍ଗଗୁଡ଼ିକ ଚାପରେ ପଡ଼ିଛି। ହର୍ମୁଜ ପ୍ରଣାଳୀ…

ଆଇସିସି ଚେୟାରମ୍ୟାନ୍‌ ଜୟ ଶାହାଙ୍କ ବଡ଼ ବୟାନ, କହିଲେ…

ମୁମ୍ୱାଇ,୧୬ା୩: ନିକଟରେ ଶେଷ ହୋଇଥିବା ଟି୨୦ ବିଶ୍ୱକପ୍‌ରେ ଦେଖାଦେଇଥିବା ବିବାଦ ଏବଂ ଅନିଶ୍ଚିତତା ସମ୍ପର୍କରେ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ଚେୟାରମ୍ୟାନ୍‌ ଜୟ ଶାହା ପ୍ରଥମଥର ପାଇଁ ମୁହଁ…

କୂଅରେ ପଡିଛି ଯୁବକଙ୍କ ମୃତଦେହ: କୁକୁର ଧରି ପହଞ୍ଚିଲେ ସାଇଣ୍ଟିଫିକ୍‌ ଟିମ୍‌

ଗଞ୍ଜାମ,୧୬।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ଥାନା ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମ ନିକଟସ୍ଥ ଏକ କୂଅରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି।  ରବିବାର କୂଅରେ…

କଂଗ୍ରେସରୁ ୩ କ୍ରସ ଭୋଟିଂ: AICCକୁ ଜଣାଇ ଦିଆଯାଇଛି କହିଲେ ଭକ୍ତ

ଭୁବନେଶ୍ୱର,୧୬।୩: କଂଗ୍ରେସରୁ ୩ କ୍ରସ ଭୋଟିଂ ହୋଇଛି ଏ ନେଇ କହିଲେ ପିସିସି ସଭାପତି ଭକ୍ତ ଦାସ। ସେ କହିଛନ୍ତି, ରମେଶ, ସୋଫିଆ, ଦାଶରଥି କ୍ରସ ଭୋଟିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri