ଚାଲିଛି ସାନି ମତଦାନ

ଭୁବନେଶ୍ୱର,୨୩।୨(ବ୍ୟୁରୋ): ରାଜ୍ୟରେ ବିଭିନ୍ନ ବୁଥରେ ବୁଧବାର ସାନି ମତଦାନ ହେଉଛି । ବିଭିନ୍ନ ସ୍ଥାନରେ ଗଣ୍ଡଗୋଳ ଯୋଗୁ ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟରେ ସ୍ଥଗିତ ଥିବା ୪୫ଟି ବୁଥରେ ଆଜି ପୁଣି ମତଦାନ ହୋଇଛି। ଯାଜପୁର, ଢ଼େଙ୍କାନାଳ, ପୁରୀ, ଭଦ୍ରକ, ବୌଦ୍ଧ, ବଲାଙ୍ଗୀର, ଜଗତ୍‌ସିଂହପୁର, କେନ୍ଦୁଝର, ମୟୂରଭଞ୍ଜର ୪୫ଟି ବୁଥରେ ମତଦାନ ସକାଳ ୯ରୁ ଆରମ୍ଭ ହୋଇଯାଇଛି। ଏହା ୩ଟା ପର୍ଯ୍ୟନ୍ତ ଚାଲିବ । ବିଭିନ୍ନ କାରଣରୁ ବିଶୃଙ୍ଖଳା ହୋଇଥିବାରୁ ପ୍ରଥମ ପର୍ଯ୍ୟାୟରେ ୨୫ଟି ବୁଥରେ ମତଦାନ ବାଧାପ୍ରାପ୍ତ ହୋଇଥିଲା ।
ସେହିପରି ଦ୍ୱିତୀୟ ପର୍ଯ୍ୟାୟରେ ୨୦ ବୁଥ୍‌ରେ ମତଦାନ ବାଧାପ୍ରାପ୍ତ ହୋଇଥିଲା । ବିଭିନ୍ନ ବୁଥରେ ନିର୍ବାଚନ ସ୍ଥଗିତ ରହିଥିଲା । ତେବେ ଆଜି ହେଉଥିବା ସାନି ମତଦାନ ପରେ ବାଲାଟ ବାକ୍ସକୁ ସ୍ବତନ୍ତ୍ର ସ୍ଥାନରେ ସୁରକ୍ଷିତ ରଖାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଶତ୍ରୁତାରୁ ଟାର୍ଗେଟ୍‌ ଶିଶୁ

ଅନୁଗୋଳ/ ଢେଙ୍କାନାଳ ଅଫିସ,୧୯ା୧୨ ରାଜ୍ୟରେ ବଢ଼ୁଛି ଶିଶୁ ନିଖୋଜ ଓ ହତ୍ୟା ଘଟଣା। ଏନ୍‌ସିଆର୍‌ବି ତଥ୍ୟ ଅନୁଯାୟୀ ଓଡ଼ିଶାରୁ ଦୈନିକ ୧୨ ଜଣ ଶିଶୁ ନିଖୋଜ...

ଓଲଟିଲା ମାଲବାହୀ ଟ୍ରେନ ବଗି

କୋରାପୁଟ/ଜୟପୁର,୧୭ା୧୨(ନି.ପ୍ର.): କେ-କେ ଲାଇନରେ ଶୁକ୍ରବାର ମାଲବାହୀ ଟ୍ରେନ ଲାଇନଚ୍ୟୁତ ହୋଇ ଓଲଟି ପଡିଛି। ଫଳରେ କିରଣ୍ଡୁଲ-କୋରାପୁଟ ମଧ୍ୟରେ ଯାତ୍ରୀବାହୀ ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଏପରିକି...

ଆଇସ୍‌କ୍ରିମ କାଠିରେ ନାଗାର୍ଜୁନ ବେଶ

ପୁରୀ ଅଫିସ,୨୫।୧୧: ଦୀର୍ଘ ୨୫ବର୍ଷ ପରେ ପଡ଼ୁଛି ମହାପ୍ରଭୁଙ୍କ ନାଗାର୍ଜୁନ ବେଶ। ଆସନ୍ତା ୨୭ ତାରିଖରେ ଏହି ଦୁର୍ଲଭ ବେଶ ଅନୁଷ୍ଠିତ ହେବ। ଏଥର କରୋନା...

ରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ: ଗତ ୨୪ଘଣ୍ଟାରେ ୩,୬୫୦ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୪।୬(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିଥିବା ବେଳେ ପୁଣି ୨ଦିନ ହେଲା ରାଜ୍ୟରେ ସଂକ୍ରମଣ ହାର ବୃଦ୍ଧି ପାଇଛି। ବୁଧବାର...

ପାରିବାରିକ କଳହରୁ : ୨ ଝିଅଙ୍କୁ ଧରି ଟ୍ରେନ ଆଗକୁ ଡେଇଁଲେ ମା’

ବ୍ରହ୍ମପୁର ଅଫିସ,୧୨ା୧୦-ବ୍ରହ୍ମପୁର ରେଳଷ୍ଟେଶନ ନିକଟରେ ଶୁକ୍ରବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହରୁ ଜଣେ ମହିଳା ତାଙ୍କ ୨ ଝିଅଙ୍କୁ ଧରି ଟ୍ରେନ...

ବିଦ୍ୟୁତ୍‌ଜନିତ ଜୀବନହାନି ହ୍ରାସ କରିବା ଉପରେ ଗୁରୁତ୍ୱ

ଭୁବନେଶ୍ୱର,୧୫।୨ (ବ୍ୟୁରୋ): ସମ୍ବେଦନଶୀଳ ବିଦ୍ୟୁତ୍‌ ସରବରାହ ସ୍ଥାନଗୁଡ଼ିକୁ ଚିହ୍ନଟ କରି ଭବିଷ୍ୟତରେ କୌଣସି ଦୁର୍ଘଟଣାକୁ ଏଡ଼ାଇବା ପାଇଁ ତୁରନ୍ତ ପଦକ୍ଷେପ ନେବା ପାଇଁ ଶକ୍ତିମନ୍ତ୍ରୀ କ୍ୟାପ୍‌ଟେନ୍‌...

ନଭେମ୍ବର ୪ରେ କୋଲକାତା ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): ଆସନ୍ତା ନଭେମ୍ବର ୪ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଦିନିଆ କୋଲକାତା ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ନବୀନ ପୂର୍ବାଞ୍ଚଳ ଜୋନାଲ ପରିଷଦ ବୈଠକରେ ଯୋଗ...

ରାଉରକେଲା କୋଭିଡ୍‌ ସ୍ଥିତି ସମୀକ୍ଷା

ଭୁବନେଶ୍ୱର ୯।୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ ଏବଂ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଅତିରିକ୍ତ ମୁଖ୍ୟ ଶାସନ...

Advertisement
Archives

Model This Week