ଆଜି ଧାମନଗର ଏନ୍‌ଏସିର ୬ଟି ବୁଥ୍‌ରେ ହେବ ମତଦାନ

ଭଦ୍ରକ ଅଫିସ,୫।୪: ଭଦ୍ରକ ଜିଲା ଧାମନଗର ବିଜ୍ଞାପିତ ଅଞ୍ଚଳ ପରିଷଦର ୪ଟି ଓ୍ବାର୍ଡର ୬ଟି ବୁଥ୍‌ରେ ମଙ୍ଗଳବାର ସାନି ମତଦାନ ହେବ । ଏହି ମତଦାନ ଅପରାହ୍ନ ୪ଟା ଯାଏ ଚାଲିବ। ୨ ନମ୍ବର ଓ୍ବାର୍ଡର ୩ ନମ୍ବର ବୁଥ୍‌, ୫ ନମ୍ବର ଓ୍ବାର୍ଡର ୮ ଓ ୯ ନମ୍ବର ବୁଥ୍‌, ୯ ନମ୍ବର ଓ୍ବାର୍ଡର ୧୬ ନମ୍ବର ବୁଥ୍‌ ଏବଂ ୧୦ ନମ୍ବର ଓ୍ବାର୍ଡର ୧୭ ଓ ୧୮ ନମ୍ବର ବୁଥ୍‌ରେ ପୂନଃ ନିର୍ବାଚନ ହେଉଛି । ତେବେ ଶାନ୍ତି ଶୃଙ୍ଖଳାରେ ମତଦାନ ପାଇଁ ୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି। ଜଣେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ, ୩ ଜଣ ଡିଏସ୍‌ପିଙ୍କ ସମେତ ଇନ୍ସପେକ୍ଟର, ସବ ଇନ୍ସପେକ୍ଟର, ଏଏସ୍‌ଆଇ ଓ ମହିଳା ପୋଲିସ ମୁତୟନ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୧୧ ବର୍ଷ ଧରି କେଶ ଖାଉଥିଲେ ଛାତ୍ରୀ; ଏବେ ଡାକ୍ତର ତାଙ୍କ ପେଟରୁ ବାହାର କଲେ ୧.୧୬ କିଲୋଗ୍ରାମର ଗଣ୍ଠି

ନୂଆଦିଲ୍ଲୀ,୩।୯: ଦିଲ୍ଲୀର ଦ୍ୱାରକାସ୍ଥିତ ମଣିପାଲ ହସ୍ପିଟାଲର ଡାକ୍ତରମାନେ ଜଣେ 20 ବର୍ଷୀୟ ଛାତ୍ରୀଙ୍କ ପେଟରୁ 1.16 କିଲୋଗ୍ରାମ ଓଜନର ଏକ ବଡ଼ କେଶ ପିଣ୍ଡ ବାହାର କରିଛନ୍ତି।…

ସ୍ମୃତି ମନ୍ଧାନାଙ୍କ ଡବଲ ଧମାକା: କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୩।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ଆନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଶତକ ଏବଂ ରନ ପାଇଁ ଏକ ବିଶ୍ୱ ରେକର୍ଡ ସ୍ଥାପନ…

ଓଡ଼ିଶାର ୧୪ OAS ଅଫିସରଙ୍କୁ IAS ପଦୋନ୍ନତି: କେନ୍ଦ୍ର ସରକାର ଜାରି କଲେ ବିଜ୍ଞପ୍ତି… ଦେଖନ୍ତୁ ପୁରା ତାଲିକା

ଭୁବନେଶ୍ୱର,୩।୯: ଓଡ଼ିଶା ପ୍ରଶାସନିକ ସେବା (OAS) କ୍ୟାଡରର ୧୪ ଜଣ ବରିଷ୍ଠ ଅଫିସରଙ୍କୁ ଭାରତୀୟ ପ୍ରଶାସନିକ ସେବା (IAS) ପାହ୍ୟାକୁ ପଦୋନ୍ନତି ମିଳିଛି। କେନ୍ଦ୍ର କାର୍ମିକ, ଜନ…

ପ୍ରଶ୍ନ କଲେ ଉଦୟନିଧି ଷ୍ଟାଲିନ, ମୁଖ୍ୟମନ୍ତ୍ରୀ ବିଜୟ କହିଲେ ସୋମବାର ଦେବି ଉତ୍ତର

ଚେନ୍ନାଇ,୩।୯: ଆଇନ ଶୃଙ୍ଖଳା ପ୍ରସଙ୍ଗରେ ଡିଏମକେ ସରକାରଙ୍କୁ ଘେରିବାକୁ ଚେଷ୍ଟା କରିବାରୁ ତାମିଲନାଡୁ ବିଧାନସଭାରେ ଏକ ବିଶୃଙ୍ଖଳିତ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହାର ଜବାବରେ, ମୁଖ୍ୟମନ୍ତ୍ରୀ ବିଜୟ…

ବଲିଉଡ୍‌ରେ ଆଉ ଜଣେ ଷ୍ଟାର୍ କିଡ୍‌ଙ୍କ ଏଣ୍ଟ୍ରି! ମଲାଇକା-ଅରବାଜଙ୍କ ପୁଅ ଅରହାନ କରିବେ ଡେବ୍ୟୁ…

ମୁମ୍ବାଇ: ଦୀର୍ଘଦିନରୁ ଚାଲିଥିବା ଚର୍ଚ୍ଚାରେ ଲାଗିଲା ବିରାମ। ବଲିଉଡ ଅଭିନେତ୍ରୀ ମଲାଇକା ଅରୋରା ଏବଂ ଅରବାଜ ଖାନଙ୍କ ପୁଅ ଅରହାନ ଖାନ ବଲିଉଡ ଡେବ୍ୟୁ କରିବା ସ୍ପଷ୍ଟ…

୬ ଦିନର ହ୍ରାସ ପରେ ହଠାତ ଏତିକି ମହଙ୍ଗା ହେଲା ସୁନା, ରୁପା ଦର ବି ଆକାଶଛୁଆଁ: ୧୦ ଗ୍ରାମକୁ ଏବେ ଗଣିବେ… 

ନୂଆଦିଲ୍ଲୀ,୩।୯: ଦେଶର ରାଜଧାନୀ ଦିଲ୍ଲୀରେ ଲଗାତାର ୬ ଦିନ ଧରି ସୁନା ଏବଂ ରୁପା ଦର ହ୍ରାସ ପାଇବା ପରେ ଆଜି ଏକ ବଡ଼ ଧରଣର ବୃଦ୍ଧି…

ଇନ୍ଦ୍ରାବତୀ ଡ୍ୟାମରେ ବଢୁଛି ଜଳସ୍ତର୍‌: ଟ୍ରାଏଲ୍‌ ରନ୍‌ରେ ଖୋଲାଗଲା ୪ ନଂ ଗେଟ୍‌

ନବରଙ୍ଗପୁର, ୩।୯(ସଦାଶିବ ପ୍ରହରାଜ): ଇନ୍ଦ୍ରାବତୀ ଜଳଭଣ୍ଡାରରେ ବଢୁଛି ଜଳସ୍ତର। ବିପଦ ସଂକେତ ନିକଟତର ହେବା ପରେ ଗେଟ୍‌ ଖୋଲିବାକୁ ପ୍ରାକ୍‌ ପ୍ରସ୍ତୁତି ଆରମ୍ଭ କରିଛି ଡ୍ୟାମ୍‌ କର୍ତ୍ତୃପକ୍ଷ।…

୭ ଦିନ ଯାଏ ବର୍ଷା, ଏହି ୩ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୩ା୯(ସୌମ୍ୟରଞ୍ଜନ ରାଉତ) – ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଉତ୍ତରପ୍ରଦେଶ ଓ ମଧ୍ୟପ୍ରଦେଶ ଆଡକୁ ଗତି କରୁଛି। ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri