ଏପ୍ରିଲ ୫ରେ ଧାମନଗରରେ ସାନି ମତଦାନ

ଭୁବନେଶ୍ୱର,୩୦।୩(ବ୍ୟୁରୋ): ଏପ୍ରିଲ ୫ ତାରିଖରେ ଧାମନଗର ଏନ୍‌ଏସିରେ ସାନି ମତଦାନ ହେବ। ୬ ବୁଥ୍‌ରେ ୫ ତାରିଖରେ ପୁନଃ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୨ନଂ ଓ୍ବାର୍ଡର ୩ ନଂ ବୁଥ୍‌, ୫ନଂ ଓ୍ବାର୍ଡର ୮ ଓ ୯ ନଂ ବୁଥ୍‌, ୯ନଂ ଓ୍ବାର୍ଡର ୧୬ନଂ ବୁଥ୍‌, ୧୦ ନଂ ଓ୍ବାର୍ଡର ୧୭ ଓ ୧୮ ନଂ ବୁଥ୍‌ରେ ପୁନଃ ନିର୍ବାଚନ କରାଯିବ। ୫ ତାରିଖରେ ଭୋଟ ଗ୍ରହଣ କରାଯିବାକୁ ଥିବା ବେଳେ ୬ ତାରିଖରେ ଗଣତି ହେବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri