ୟୁକ୍ରେନ୍‌ ସଙ୍କଟ: କ୍ୱିଭ୍‌ରୁ ଉଠିଲା କର୍ଫ୍ୟୁ

କ୍ୱିଭ୍‌,୨୮।୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଏକ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ୟୁକ୍ରେନ ସରକାର ରାଜଧାନୀ କ୍ୱିଭ୍‌ରୁ ସପ୍ତାହାନ୍ତ କର୍ଫ୍ୟୁ ହଟାଇ ଦେଇଛନ୍ତି। କର୍ଫ୍ୟୁ ଉଠିବା ପରେ ଭାରତ ସମେତ ଅନ୍ୟ ଦେଶର ଦୂତାବାସକୁ ଏକ ନିର୍ଦ୍ଦେଶନାମା ଦିଆଯାଇଛି। ପଶ୍ଚିମ ୟୁକ୍ରେନକୁ ଯାତ୍ରା କରିବା ପାଇଁ ସମସ୍ତ ଦେଶର ଛାତ୍ରୀଛାତ୍ରମାନଙ୍କୁ ରେଳ ଷ୍ଟେଶନରେ ପହଞ୍ଚିବାକୁ କୁହାଯାଇଛି ଏହି ନିର୍ଦ୍ଦେଶନାମାରେ କୁହାଯାଇଛି। ରାଜଧାନୀ କ୍ୱିଭ୍‌ରେ ସପ୍ତାହାନ୍ତ କର୍ଫ୍ୟୁ ପ୍ରତ୍ୟାହାର କରାଯାଇଛି ବୋଲି ଭାରତୀୟ ଦୂତାବାସ ଟୁଇଟ୍‌ କରିଛି।
ରୁଷିଆ ଆକ୍ରମଣ ଯୋଗୁ ୟୁକ୍ରେନ ଏବେ ଖରାପ ସ୍ଥିତିରେ ଅଛି। ରୁଷିଆ ଆକ୍ରମଣରେ ଏପର୍ଯ୍ୟନ୍ତ ୩୫୨ ସାଧାରଣ ନାଗରିକଙ୍କ ମୃତ୍ୟୁ ଘଟିଛି। ଏଥିରେ ୧୪ ଜଣ ପିଲା ମଧ୍ୟ ସାମିଲ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ତଦନ୍ତ ପାଇଁ ଜିଲାପାଳଙ୍କୁ ଚିଠି ଲେଖିଲେ ବିଧାୟକ

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ…

ଚଳନ୍ତା ଟ୍ରେନରୁ ଖସିପଡିଲେ ବ୍ୟାଙ୍କ କର୍ମଚାରୀ, ଡାକ୍ତରଖାନା ନେବା ରାସ୍ତାରେ…

ଗୁଣପୁର,୨୫।୫( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଅମ୍ବାଦଳା ରେଳ ଷ୍ଟେଶନରେ ଚଳନ୍ତା ଟ୍ରେନରୁ ଓହ୍ଲାଉଥିବା ବେଳେ ଗୋଡ଼ ଖସିଯିବାରୁ ଜଣେ ବ୍ୟାଙ୍କ କର୍ମଚାରୀଙ୍କ ମୃତ୍ୟୁ ଘଟିଛି ।…

ଇଦ-ଉଲ-ଜୁହା ଛୁଟି ପରିବର୍ତ୍ତନ: ଏହି ଦିନକୁ ଛୁଟି ଘୋଷଣା କଲେ ସରକାର

ଭୁବନେଶ୍ୱର,୨୫।୫: ଶେଷରେ ଇଦ-ଉଲ-ଜୁହା ଛୁଟିକୁ ନେଇ ଦ୍ୱନ୍ଦ୍ୱ ଦୂର ହୋଇଛି। ଆସନ୍ତା ୨୭ରେ ନୁହେଁ, ୨୮ରେ ଇଦ-ଉଲ-ଜୁହା ପାଇଁ ସରକାରୀ ଛୁଟି ଘୋଷଣା କରାଯାଇଛି। ଏନେଇ ସରକାରଙ୍କ…

ପେଟ୍ରୋଲ-ଡିଜେଲ ସଙ୍କଟ ମଧ୍ୟରେ ସରକାର କଲେ ବଡ଼ ଘୋଷଣା, ୩ରାଜ୍ୟରେ….

ନୂଆଦିଲ୍ଲୀ,୨୫।୫: ପେଟ୍ରୋଲ ପମ୍ପଗୁଡ଼ିକରେ ଇନ୍ଧନ ଅଭାବ ସମ୍ପର୍କରେ ସରକାରଙ୍କ ସୂଚନା ସାମ୍ନାକୁ ଆସିଛି । ପେଟ୍ରୋଲିୟମ ମନ୍ତ୍ରଣାଳୟର ସଚିବ ସୁଜାତା ଶର୍ମା କହିଛନ୍ତି ଯେ ଦେଶରେ ବର୍ତ୍ତମାନ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ୨ ରିକ୍ସା ଚାଳକ ଗୁରୁତର

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା…

SIR ପାଇଁ ସମୟସୂଚୀରେ ବଡ଼ ପରିବର୍ତ୍ତନ

ଭୁବନେଶ୍ୱର,୨୫।୫: ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO) ସୋମବାର SIR ପାଇଁ ସମୟସୂଚୀରେ ବଡ଼ ପରିବର୍ତ୍ତନ କରିଛନ୍ତି। ରାଜ୍ୟରେ ବଢୁଥିବା ହିଟ ୱେଭ୍‌କୁ ଦୃଷ୍ଟିରେ ରଖି CEO ମଧ୍ୟାହ୍ନ…

ସାବଧାନ ବଲାଙ୍ଗୀରବାସୀ! ପାଣିପାଗ କେନ୍ଦ୍ର ଜାରି କଲା ଚେତାବନୀ, ୪ ଦିନ ଯାଏ…

ବଲାଙ୍ଗୀର,୨୫।୫(ସୁନୀଲ କୁମାର ମହାନ୍ତି): ରାଜ୍ୟରେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ଅସହ୍ୟ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ହିଟଓ୍ବେଭ୍‌ ପାଇଁ…

ବଢୁଛି ବିଜୟ ଥଲାପତିଙ୍କ ଶକ୍ତି: ୩ AIDMK ବିଧାୟକ ଦଳ ଛାଡି TVKରେ ସାମିଲ

ଚେନ୍ନାଇ,୨୫।୫: ତାମିଲନାଡୁରେ AIADMKର ତିନି ଜଣ ବିଦ୍ରୋହୀ ବିଧାୟକ ପଦବୀରୁ ଇସ୍ତଫା ଦେଇଛନ୍ତି। ଏହି ତିନି ଜଣ ବିଧାୟକ ସି.ଭି. ଶାନମୁଗମ ଏବଂ ଏସ.ପି. ଭେଲୁମଣିଙ୍କ ନେତୃତ୍ୱାଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri