Posted inଜାତୀୟ

ରାଇନାଙ୍କ ସମ୍ପର୍କୀୟଙ୍କ ସାହାଯ୍ୟ ପାଇଁ ପହଞ୍ଚିଲେ ସୋନୁ ସୁଦ

ଲକ୍ଷ୍ନୌ, ୬ା୫ : ସମ୍ପର୍କୀୟ ମାଉସୀଙ୍କୁ ଅକ୍ସିଜେନ ସିଲିଣ୍ଡର ଯୋଗାଇ ଦେବା ପାଇଁ ଅନୁରୋଧ କରିଥିଲେ ଅବସରପ୍ରାପ୍ତ କ୍ରିକେଟର ତଥା ସିଏସ୍‌କେ ବ୍ୟାଟ୍ସମ୍ୟାନ ସୁରେଶ ରାଇନା। ତାଙ୍କ ସମ୍ପର୍କୀୟଙ୍କ ପାଖରେ ଅକ୍ସିଜେନ ପହଞ୍ଚାଇଥିଲେ ଅଭିନେତା ସୋନୁ ସୁଦ।

ରାଇନା ଗୁରୁବାର ଅପରାହ୍ନ ୩ଟା ବେଳେ ଟୁଇଟ୍‌ କରି ଲେଖିଥିଲେ, ମିରଟରେ ମୋ ମାଉସୀଙ୍କ ପାଇଁ ତୁରନ୍ତ ଅକ୍ସିଜେନ ସିଲିଣ୍ଡର ଦରକାର। ପୋଷ୍ଟରେ ସମ୍ପର୍କୀୟଙ୍କ ସମସ୍ତ ସୂଚନା ଦେବା ସହ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଟ୍ୟାଗ କରିଥିଲେ। ଏହାକୁ ରିଟୁଇଟ୍‌ କରି ବଲିଉଡ୍‌ ଆକ୍ଟର ଲେଖିଥିଲେ, ”ଭାଇ ସମ୍ପୂର୍ଣ୍ଣ ତଥ୍ୟ ପଠାଅ। ଆମେ ସିଲିଣ୍ଡର ପଠାଇଦେବୁ “। ଏହାର ପରବର୍ତ୍ତୀ ଟୁଇଟ୍‌ରେ ୧୦ ମିନିଟ୍‌ରେ ଅକ୍ସିଜେନ ପହଞ୍ଚୁଥିବା ସୂଚନା ଦେଇଥିଲେ ସୋନୁ।

କରୋନା ମହାମାରୀ ସମୟରେ ଲୋକଙ୍କୁ ସାହାଯ୍ୟ କରୁଥିବା ବଲିଉଡ୍‌ ଆକ୍ଟରଙ୍କ ସୁଦ’ସ ଫାଉଡେଶନ ନିକଟରେ ବେଙ୍ଗାଲୁରୁକୁ ଅକ୍ସିଜେନ ଯୋଗାଇ ବହୁ ଲୋକଙ୍କ ଜୀବନ ବଞ୍ଚାଇଥିଲେ। ୨୦ରୁ ୨୨ ଜଣଙ୍କ ଜୀବନ ସଙ୍କଟରେ ଥିବା ନେଇ ସୁଦଙ୍କ ଟିମ୍‌କୁ ଏସ୍‌ଓଏସ୍‌ କଲ କରିଥିଲା ବେଙ୍ଗାଲୁରୁର ଏଆର୍‌ଏକେ ହସ୍ପିଟାଲ। କିଛି ଘଣ୍ଟା ମଧ୍ୟରେ ସାହାଯ୍ୟ ପହଞ୍ଚାଇଥିଲା ସୁଦ’ସ ଫାଉଣ୍ଡେଶନ। ଫଳରେ ବଞ୍ଚି ଯାଇଥିଲା ସେମାନଙ୍କ ଜୀବନ।


Enter your email to get our daily news in your inbox.

All Right Reserved By Dharitri.Com

ନେହେରୁଙ୍କୁ ଟପିଲେ ମୋଦି: ଦେଶର ରାଜନୀତିରେ ନୂତନ ଅଧ୍ୟାୟ

ନୂଆଦିଲ୍ଲୀ,୧୦।୬: ଜୁନ ୧୦ ଅର୍ଥାତ୍‌ ଆଜି ଦେଶର ରାଜନୀତିରେ ଏକ ନୂତନ ଅଧ୍ୟାୟ ଲେଖାହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ…

ବିଶ୍ୱକପ୍‌ ଆରମ୍ଭ ପୂର୍ବରୁ ଫିଫା ଜାରିକଲା କଡ଼ା ନୂଆ ନିୟମାବଳୀ,ଜାଣନ୍ତୁ…

ଓ୍ବାଶିଂଟନ୍‌,୧୦।୬: ଆମେରିକାସରେ ହେବାକୁ ଥିବା ଫିଫା ବିଶ୍ୱକପ୍‌ର ୨୩ତମ ସଂସ୍କରଣ ଲାଗି ଖେଳାଳିଙ୍କୁ କଡ଼ା ଶୃଙ୍ଖଳା ମଧ୍ୟରେ ରହିବାକୁ ପଡ଼ିବ। ସମୟ ନଷ୍ଟ ଓ ଇଞ୍ଜୁରି ବାହାନା…

ଏକ୍ସପାୟାରୀ ମେଡିସିନ ଖାଇ ଆଶାକର୍ମୀଙ୍କ ଝିଅଙ୍କ ମୃତ୍ୟୁ ଅଭିଯୋଗ, ANM ସେଣ୍ଟରରୁ ଯାଇ ଆଣିଥିଲେ ମେଡିସିନ

କେନ୍ଦୁଝର,୧୦।୬ (ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ସିଂପୁର ପଞ୍ଚାୟତ ତଳବରଡ଼ା ଗ୍ରାମରେ ଏକ୍ସପାୟାରୀ ମେଡିସିନ ଖାଇ ଜଣେ ଆଶାକର୍ମୀଙ୍କ ଝିଅ ମୃତ…

ଗୁହାଳ ଭିତରକୁ ଟାଣିନେଇ ବିବାହିତା ମହିଳାଙ୍କୁ ବଳାତ୍କାର କଲେ ଯୁବକ, ତା’ପରେ…

ହିଞ୍ଜିଳିକାଟୁ, ୧୦।୬( ଦ୍ବିତୀକୃଷ୍ଣ ପଣ୍ଡା) : ହିଞ୍ଜିଳି ଥାନା ଅଞ୍ଚଳରେ ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ଗାଈ ଗୁହାଳକୁ ଟାଣି ନେଇ ବଳତ୍କାର କରିଥିବା ନେଇ…

ହର୍ମୁଜରେ ଜାହାଜ ଚଳାଚଳ ବନ୍ଦ, ଇରାନ ଉପରେ ଜୋରଦାର ଆକ୍ରମଣ କଲା ଆମେରିକା

ତେହରାନ,୧୦।୬: ଓମାନ ଉପକୂଳରେ ଆମେରିକୀୟ ସେନାର ଏକ ଆପାଚି ହେଲିକପ୍ଟରକୁ ଖସାଇ ଦେବା ପରେ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧ ଭଳି ପରିସ୍ଥିତି ସୃଷ୍ଟି ହୋଇଛି।…

ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନକୁ ୧୦ ବର୍ଷ ପୂର୍ତ୍ତି: ଗର୍ଭବତୀ ମହିଳାଙ୍କୁ ମାଗଣାରେ ଚିକିତ୍ସା

କେସିଙ୍ଗା,୧୦।୬( ତୁମେଶ୍ୱର ସାହୁ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦାରା ଗର୍ଭବତୀ ମହିଳା ଙ୍କନିରାପଦ ମାତୃତ୍ୱ ପ୍ରୋତ୍ସାହିତ ପାଇଁ ଗତ ୨୦୧୬ରେ ଆରମ୍ଭ କରାଯାଇଥିବା ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ…

ବୀରମହାରାଜପୁର ଅଞ୍ଚଳରେ ହାତୀ ଆତଙ୍କ, ଗାଁ ଭିତରେ ପଶିଲେ ହାତୀପଲ, ଭୟଭୀତ ଅବସ୍ଥାରେ ଲୋକେ

ବୀରମହାରାଜପୁର,୧୦।୬ (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ସହର ଉପକଣ୍ଠ ଦେଉଳ ମୁଣ୍ଡା ଗାଁ ଭିତରେ ହାତୀପଲ ପଶିଥିଲେ। ମିଳିଥିବା ସୂଚନା ଅନୁସାରେ ବୁଧବାର ସକାଳେ…

ରାସ୍ତା ନିର୍ମାଣ ଦାବି, ଏକାଠି ହେଲେ ୩ ଗ୍ରାମବାସୀ: ବିକାଶ ପାଇଁ ଉଠିଲା ସ୍ବର

ପଦ୍ମପୁର,୧୦ା୬(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡ ବୁଡ଼ାମାଲ ଗ୍ରାମପଞ୍ଚାୟତ ଅନ୍ତର୍ଗତ ଭେଲୁଆଁପଦର ଗ୍ରାମର ୱାର୍ଡ ସଭ୍ୟ ସହଦେବ ସାହୁଙ୍କ ନେତୃତ୍ୱରେ ଆଜି ଭେଲୁଆଁପଦର ଗ୍ରାମରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri