କାର୍ଯ୍ୟଦକ୍ଷତା ବଢ଼ାଏ ପଢ଼ାପଢ଼ି

ଯଦି ଜଣେ ବ୍ୟକ୍ତି ପ୍ରତିଦିନ କିଛି ସମୟ ପଢ଼ାପଢ଼ି କରନ୍ତି ତେବେ ତାଙ୍କର କାର୍ଯ୍ୟଦକ୍ଷତା ବୃଦ୍ଧି ପାଇପାରେ। ଏପରି ଆକଳନ କରିଛନ୍ତି ଟୋକିଓ ୟୁନିଭର୍ସିଟିର ମନୋବିଜ୍ଞାନୀମାନେ। ଏକ ସର୍ଭେରୁ ସେମାନେ ଏପରି ତଥ୍ୟ ଜାଣିବାକୁ ପାଇଛନ୍ତି। ପ୍ରତିଦିନ କିଛି ସମୟ ପଢ଼ିବା କିମ୍ବା ବହି ସହ ନିଜକୁ ଯୋଡ଼ି ରଖିବା ଦ୍ବାରା ଆମଠାରେ ସକାରାତ୍ମକ ଭାବନା ସୃଷ୍ଟି ହୋଇଥାଏ। ସର୍ଭେ ପରିସରଭୁକ୍ତ ବ୍ୟକ୍ତିମାନଙ୍କୁ ଦୁଇ ଭାଗରେ ବିଭକ୍ତ କରାଯାଇଥିଲା। ଗୋଟିଏ ଗ୍ରୁପ୍‌ରେ ଥିବା ବ୍ୟକ୍ତିଙ୍କୁ ସାଧାରଣ ଜୀବନଯାପନ କରିବାକୁ କୁହାଯାଇଥିବା ବେଳେ ଅନ୍ୟ ଗ୍ରୁପ୍‌ ଅନ୍ତର୍ଭୁକ୍ତ ବ୍ୟକ୍ତିମାନଙ୍କୁ ପ୍ରତିଦିନ କିଛି ସମୟ ପଢ଼ାପଢ଼ି କରିବାକୁ ପରାମର୍ଶ ଦିଆଯାଇଥିଲା। କିଛି ସପ୍ତାହ ପରେ ଏହାର କି ପ୍ରକାର ପ୍ରଭାବ ସେମାନଙ୍କର ମାନସିକତା ଉପରେ ପଡ଼ୁଛି ତାହାକୁ ଲକ୍ଷ୍ୟ କରାଯାଇଥିଲା। ନିୟମିତ କିଛି ସମୟ ପଢୁଥିବା ବ୍ୟକ୍ତିମାନଙ୍କ ମଧ୍ୟରୁ କିଛି ଜଣଙ୍କର କାର୍ଯ୍ୟଦକ୍ଷତା ବଢ଼ଛି। ଆଗ୍ରହର ସହ ସେମାନେ ସମସ୍ତ କାର୍ଯ୍ୟକୁ କରୁଛନ୍ତି ବୋଲି ଉକ୍ତ ୟୁନିଭର୍ସିଟି ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୬ଟି ବିଭାଗର ୮ଟି ବଡ଼ ପ୍ରସ୍ତାବକୁ ଓଡ଼ିଶା କ୍ୟାବିନେଟର ମଞ୍ଜୁରି 

ଭୁବନେଶ୍ୱର, ୧୨/୬ : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ରାଜ୍ୟ କ୍ୟାବିନେଟ ବୈଠକରେ ୬ଟି ବିଭାଗ ପକ୍ଷରୁ ଆଗତ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରି ମିଳିଛି।…

ମୋହନା ଅଞ୍ଚଳରେ କାଳବୈଶାଖି ବିଭିନ୍ନ ସ୍ଥାନରେ ଗଛ ପଡି ରାସ୍ତା ଅବରୋଧ

ମୋହନା, ୧୨।୬( ମନ୍ମଥ ମିଶ୍ର ): ମୋହନା ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖି ପ୍ରଭାବରେ ପ୍ରବଳ ବେଗରେ ପବନ ବହିବା ସହ  ଶୁକ୍ରବାର  ସନ୍ଧ୍ୟା ସମୟରେ ବର୍ଷା…

୧୭ ଡ୍ରମ୍‌ ମଦ ପୋଚ ନଷ୍ଟକଲେ ଗ୍ରାମବାସୀ

ନନ୍ଦପୁର,୧୨ା୬(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକ ବନମାଳିପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମବାସୀ ଲୁଚାଇ ରଖାଯାଇଥିବା ୧୭ ଡ୍ରମ୍‌ ମଦ ପୋଚ ନଷ୍ଟ…

ବଜ୍ରପାତରେ ମହିଳାଙ୍କ ମୃତ୍ୟୁ

ଲାଞ୍ଜିଗଡ଼,୧୨ା୬(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ଦାରପଟା ଗ୍ରାମର କନକ ବେହେରା (୪୫)ଙ୍କ ଶୁକ୍ରବାର ବଜ୍ରପାତରେ ମୃତ୍ୟୁ ଘଟିଛି। ସୂଚନାନୁସାରେ ଅପରାହ୍ନ ସାଢେ…

ବଜ୍ରପାତରେ ୨୦ ଛେଳିମେଣ୍ଢା ମୃତ

ପାତ୍ରପୁର,୧୨ା୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଜିଲୁଣ୍ଡା ନିକଟସ୍ଥ ପାହାଡ ଅଞ୍ଚଳର ଏକ ଜମିରେ ଶୁକ୍ରବାର ବଜ୍ରପାତରେ ଗୋଟିଏ ଛେଳି ଓ ୧୯ ମେଣ୍ଢାଙ୍କ…

ମଣ୍ଡି ଅଭାବ: ଥୁଆମୂଳ ରାମପୁରରେ ଦଲାଲଙ୍କ କବ୍‌ଜାରେ ଆମ୍ବ ଚାଷୀ

ଥୁଆମୂଳ ରାମପୁର, ୧୨/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ସରକାରୀ ବଜାର ବ୍ୟବସ୍ଥା ନଥିବାରୁ ଆମ୍ବ ଚାଷୀ ବ୍ୟାପକ ଶୋଷଣର ଶିକାର ହେଉଛନ୍ତି।…

ଭାରତ ପାଇଁ ବାହାରିଲେ ଟ୍ରମ୍ପ, ଇରାନକୁ ସିଧା କହିଦେଲେ…

ଓ୍ୱାଶିଂଟନ,୧୨ା୬: ଉପସାଗରୀୟ ଅଞ୍ଚଳରେ ଯୁଦ୍ଧ ବନ୍ଦ ପାଇଁ ରବିବାର ସୁଦ୍ଧା ଆମେରିକା ଏବଂ ଇରାନ ମଧ୍ୟରେ ବହୁପ୍ରତୀକ୍ଷିତ ଶାନ୍ତି ଚୁକ୍ତିନାମା ସ୍ୱାକ୍ଷର ହୋଇପାରେ। ଏକ ପାଶ୍ଚାତ୍ୟ ସୂତ୍ର…

ଧରିତ୍ରୀ ପ୍ରଭାବ: କାଳବୈଶାଖୀ ବିପନ୍ନ ଗଜେନ୍ଦ୍ରଙ୍କୁ ମିଳିଲା ସରକାରୀ ଗୃହ କାର୍ଯ୍ୟାଦେଶ

ଥୁଆମୂଳ ରାମପୁର, ୧୨/୦୬ (କୀର୍ତ୍ତି ଚନ୍ଦ୍ର ଦୁର୍ଗା): ଗରିବର ଅଶ୍ରୁ ପୋଛିଲା ପ୍ରଶାସନ, ସାର୍ଥକ ହେଲା ‘ଧରିତ୍ରୀ’ର ସମ୍ବାଦ। କାଳବୈଶାଖୀ ଝଡ଼ରେ ଭାଙ୍ଗି ଚୁରମାର୍ ହୋଇଯାଇଥିବା ଗୁଣୁପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri