‘ରୁଷିଆର ଆକ୍ରମଣାତ୍ମକ ଆଚରଣକୁ ଉଚିତ୍‌ ଜବାବ ଦିଆଯିବ’

ଓ୍ବାଶିଂଟନ,୮ା୧: ଆମେରିକାର ବୈଦେଶିକ ସଚିବ ଆଣ୍ଟୋନି ବ୍ଲିଙ୍କେନ କହିଛନ୍ତି, ସୀମାରେ ରୁଷିଆ ସୈନିକଙ୍କ ଚାପ ବୃଦ୍ଧି ପାଇଁ ୟୁକ୍ରେନ ଏକ କୂଟନୈତିକ ସମାଧାନ କରିଛି। ଏହା ମଧ୍ୟ ଯଥାର୍ଥ, କିନ୍ତୁ ରୁଷିଆର ଆକ୍ରମଣାତ୍ମକ ଆଚରଣକୁ ନାଟୋ ଉପଯୁକ୍ତ ଉତ୍ତର ଦେବାକୁ ପ୍ରସ୍ତୁତ। ଆଗାମୀ ସପ୍ତାହରେ ୟୁକ୍ରେନ ଉପରେ ରୁଷିଆ ଏକ କୂଟନୈତିକ ସମାଧାନ ବାଛିପାରେ ବୋଲି ବ୍ଲିଙ୍କେନ କହିଛନ୍ତି। ସେ ଆହୁରି ମଧ୍ୟ ଚେତାବନୀ ଦେଇଛନ୍ତି ଯେ, ଆମେରିକା କେବେ ବି ତା’ ଲକ୍ଷ୍ୟରୁ ବିଚ୍ୟୁତ ହେବ ନାହିଁ।

ରୁଷିଆର ଆକ୍ରମଣାତ୍ମକ ଆଭିମୁଖ୍ୟକୁ ପୂର୍ଣ୍ଣ ବଳ ସହ ଜବାବ ଦେବାକୁ ମିଳିତ ମଞ୍ଚ ପ୍ରସ୍ତୁତ। କୂଟନୈତିକ ସମାଧାନ ଏପର୍ଯ୍ୟନ୍ତ ସମ୍ଭବ। ରୁଷିଆ ଏହାକୁ ବାଛିଲେ ଭଲ ହେବ। ଆମେ ଏହି ପ୍ରସଙ୍ଗରୁ ବିଚ୍ୟୁତ ହେବୁ ନାହିଁ, କାରଣ ୟୁକ୍ରେନରେ ଯାହା ଘଟୁଛି ତାହା କେବଳ ୟୁକ୍ରେନ ପାଇଁ ନୁହେଁ। ପ୍ରାୟତଃ ମସ୍କୋ ଦ୍ୱାରା ପରିଚାଳିତ ଅସ୍ଥିରତା ଏବଂ ବେଆଇନ ଆଚରଣର ଏହା ଏକ ଅଂଶ।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳ ଗ୍ରହରେ ହୋଇଥିଲା ପ୍ରଳୟଙ୍କରୀ ବନ୍ୟା, ବଦଳିଥିଲା ରୂପରେଖ

ୱାଶିଂଟନ,୧୮ା୫: ବର୍ତ୍ତମାନର ଶୁଷ୍କ ଓ ଧୂଳିଝଡ଼ରେ ଆବୃତ ମଙ୍ଗଳ ଗ୍ରହ ଦିନେ ପାଣିରେ ଭରପୂର ଥିଲା। ପ୍ରାୟ ୩୫୦ କୋଟି ବର୍ଷ ପୂର୍ବେ ଏହି ଲାଲ ଗ୍ରହରେ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ୟୁଏଇ ଆଣବିକ ପ୍ଲାଣ୍ଟକୁ ଟାର୍ଗେଟ, ବଢ଼ିଲା ଚିନ୍ତା…

ଦୁବାଇ,୧୭ା୫: ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ବାରାକାହ ଆଣବିକ ବିଦ୍ୟୁତ୍‌ ପ୍ଲାଣ୍ଟକୁ ଟାର୍ଗେଟ କରି ରବିବାର ଡ୍ୟୋନ୍‌ ଆକ୍ରମଣ ହୋଇଛି। ଫଳରେ ପ୍ଲାଣ୍ଟ ପରିସରରେ ଥିବା ବିଦ୍ୟୁତ୍‌…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ମସ୍କୋରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଭାରତୀୟଙ୍କ ସମେତ ଚାଲିଗଲା ୪ ଜଣଙ୍କ ଜୀବନ

ମସ୍କୋ,୧୭ା୫: ରୁଷିଆ ରାଜଧାନୀ ମସ୍କୋ ନିକଟରେ ୟୁକ୍ରେନ୍‌ ରବିବାର ଜୋର୍‌ଦାର ଡ୍ରୋନ୍‌ ଆକ୍ରମଣ କରିଛି। ଏଥିରେ ଜଣେ ଭାରତୀୟଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri