Posted inରାଜ୍ୟ

ସବ୍ୟସାଚୀଙ୍କ ଯୋଗୁ ଛଅ ମାସରେ ବଦଳିଗଲା କୁନିଙ୍କ ଜୀବନ, ଏବେ ବାନ୍ଧିଲେ ରାକ୍ଷୀ

ଭୁବନେଶ୍ୱର,୨୬।୨(ବ୍ୟୁରୋ): କୁନିଙ୍କ ହାତରେ ବଢ଼ୁଥିଲା ମାଂସ ପିଣ୍ଡୁଳା। ହେଲେ ପାଖରେ ଟଙ୍କା ନ ଥିବାରୁ ଚିକିତ୍ସା ହୋଇପାରୁ ନ ଥିଲା। ଲକ୍‌ଡାଉନ୍‌ ବେଳେ ସମାଜସେବାକୁ ନେଇ ଚର୍ଚ୍ଚାକୁ ଆସିଥିବା ଓଲିଉଡ୍‌ ଅଭିନେତା ସବ୍ୟସାଚୀ ମିଶ୍ର ତାଙ୍କୁ ସହାୟତାର ହାତ ବଢ଼ାଇଥିଲେ। ଏବେ ଅପରେଶନ ପରେ ତାଙ୍କ ହାତ ଠିକ୍‌ ହୋଇଛି। ସେ ସେହି ହାତରେ ସବ୍ୟସାଚୀଙ୍କୁ ରାକ୍ଷୀ ବାନ୍ଧିଛନ୍ତି।

ଅଭିନେତା ନିଜ ଟୁଇଟରରେ କୁନିଙ୍କ ପୂର୍ବର ଫଟୋ ଏବଂ ପରର ଫଟୋକୁ ନେଇ ଏକ ଟୁଇଟ୍‌ କରିଛନ୍ତି। ୬ ମାସର ଏହି ଯାତ୍ରା ବେଶ୍‌ ଚମତ୍କାର ଥିଲା। ଏମ୍‌ସର ଡାକ୍ତରମାନଙ୍କ ପାଇଁ ସେ ଏବେ ସୁସ୍ଥ ହୋଇଛନ୍ତି ବୋଲି ସେ କହିଛନ୍ତି। ଏହାକୁ ନେଇ ଅଭିନେତାଙ୍କ ଭୂରି ପ୍ରଶଂସା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଉନ୍‌ସର ଗ୍ୟାଙ୍ଗ୍‌ ମୁଖ୍ୟ ରାଘବଙ୍କ ଘର ଭାଙ୍ଗିଲା ପୋଲିସ

ଭୁବନେଶ୍ୱର,୧୩।୪ (ବ୍ୟୁରୋ): ଭୁବନେଶ୍ୱର ନୟାପଲ୍ଲୀ ଥାନା ଅଞ୍ଚଳରେ ଏକ ବିବାଦୀୟ ଜମିକୁ ଅକ୍ତିଆର କରିବାକୁ ଯାଇ ରାତିଅଧରେ ଜେସିବି ଲଗାଇ ଦୋକାନ ଘର ଭାଙ୍ଗି ଲୁଟ୍‌...

ରାଜ୍ୟରେ ପ୍ରଥମ ମୁଣ୍ଡ ନେଲା ଓମିକ୍ରନ

ଭୁବନେଶ୍ୱର,୬ା୧(ବ୍ୟୁରୋ): ରାଜ୍ୟରେ ପ୍ରଥମ ମୁଣ୍ଡ ନେଇଛି ଓମିକ୍ରନ। କରୋନାରେ ଆକ୍ରାନ୍ତ ବଲାଙ୍ଗୀର ଜିଲା ଆଗଲପୁର ବ୍ଲକର ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ୩ ଦିନ...

ଗୁଣିଗାରେଡ଼ି ସନ୍ଦେହରେ ସ୍ତ୍ରୀ, ସ୍ବାମୀଙ୍କୁ ହତ୍ୟା

ଖପ୍ରାଖୋଲ, ୧୬।୯(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲରମ୍ବା ଥାନା ଅନ୍ତର୍ଗତ ଲୁହାସିଂହା ପଞ୍ଚାୟତ ଚିଟିକାମାଳ ଗାଁରେ ଏକ ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ଗୁଣିଗାରେଡ଼ି ସନ୍ଦେହରେ...

ଅଧିକ ୟୁରିଆ ଆବଶ୍ୟକ

ଭୁବନେଶ୍ୱର,୧୯।୮(ବ୍ୟୁରୋ): ଚଳିତ ଖରିଫ ଚାଷ ଲାଗି ରାଜ୍ୟକୁ ଅଧିକ ୟୁରିଆ ସାରର ଆବଶ୍ୟକତା ରହିଛି। ତେଣୁ ଅଧିକ ୟୁରିଆ ସାର ଯୋଗାଇବାକୁ କୃଷି ମନ୍ତ୍ରୀ ଅରୁଣ...

ନୋସିରେ ୯୭୦ ବରିଷ୍ଠ ତୀର୍ଥଯାତ୍ରୀ, ୩୦ ଅଧିକାରୀ: ଆଜି ହରିଦ୍ୱାର, ଋଷିକେଶ ଗସ୍ତ

ବାଲେଶ୍ୱର ଅଫିସ,୧୩।୧୨:ରାଜ୍ୟ ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ଗରିବ ବରିଷ୍ଠ ନାଗରିକମାନଙ୍କୁ ଦେଶର ବିଭିନ୍ନ ତୀର୍ଥସ୍ଥାନ ବୁଲାଇବା ଉଦ୍ଦେଶ୍ୟରେ ଗତ ୨୦୧୬ ମସିହାରେ ମୁଖ୍ୟମନ୍ତ୍ରୀ...

ଏନ୍‌ସେଫାଲାଇଟିସ୍‌ ଜିଲା ଟାସ୍କଫୋର୍ସ ବୈଠକ:୧୧ ନଭେମ୍ବରରୁ ଟିକାକରଣ

ଅନୁଗୋଳ ଅଫିସ, ୧୯ା୧୦ ଜାପାନିଜ୍‌ ଏନ୍‌ସେଫାଲାଇଟିସ୍‌ ଟିକାକରଣ ଅଭିଯାନର ଜିଲା ଟାସ୍କ ଫୋର୍ସ ବୈଠକ ଶୁକ୍ରବାର ପୂର୍ବାହ୍ନରେ ଜିଲା ମୁଖ୍ୟ ଚିକିତ୍ସାଳୟର ପ୍ରଶିକ୍ଷଣ ଗୃହରେ ଅନୁଷ୍ଠିତ...

ତିନି ଭାଗରୁ ଭାଗେ

ପଞ୍ଚସଖାଙ୍କ କର୍ମପୀଠ ସତ୍ୟବାଦୀର ବକୁଳବନ ପରିସରରେ ଓଡ଼ିଆ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଯିବା ଲାଗି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ଏହା ପ୍ରତିଷ୍ଠା ହେଲେ ଓଡ଼ିଆ ଭାଷା,...

ସୋନପୁର ୪୪.୪ ଡିଗ୍ରୀ ସେଲସିୟସ

ଭୁବନେଶ୍ୱର,୨୦।୪(ବ୍ୟୁରୋ):  ରାଜ୍ୟରେ ବେଳକୁ ବେଳ ତାତିର ପ୍ରକୋପ ବଢିବାରେ ଚାଲିଛି । ଅସହ୍ୟ ଗରମ ସାଙ୍ଗକୁ ଟାଣ ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। ପ୍ରତିଦିନ ତାତି...

Advertisement
Archives

Model This Week