ରିଅଲ ଲାଇଫର ସ୍ପାଇଡର ମ୍ୟାନ, ପାଳିଛନ୍ତି ୭୦୦ରୁ ଅଧିକ ବୁଢିଆଣୀ

ଛୋଟବେଳେ ଆପଣ ନିହାତି ସ୍ପାଇଡର ମ୍ୟାନ ବିଷୟରେ ଶୁଣିଥିବେ। ସ୍ପାଇଡର ମ୍ୟାନର ଭିନ୍ନ ଅନ୍ଦାଜ ସହ ବୁଢିଆଣୀ ପରି କାନ୍ଥରେ ଚାଲିବାକୁ ସମସ୍ତେ ପସନ୍ଦ କରନ୍ତି। ସିଏ ତ ଗଲା କାର୍ଟୁନ କିମ୍ବା ଫିଲ୍ମ ଦୁନିଆର କଥା ହେଲେ ରିଅଲ ଲାଇଫରେ ସ୍ପାଇଡରମ୍ୟାନ ଥିବା ନେଇ କେବେ ଚିନ୍ତା କରିଛନ୍ତି? ଆଜ୍ଞା ହଁ। ରିଅଲ ଲାଇଫରେ ମଧ୍ୟରେ ମଧ୍ୟ ସ୍ପାଇଡର ମ୍ୟାନ ଅଛନ୍ତି। ଆସନ୍ତୁ ଜାଣିବା ତାଙ୍କ ବିଷୟରେ।

ଏହି ରିଅଲ ଲାଇଫ ସ୍ପାଇଡର ମ୍ୟାନ ହେଉଛନ୍ତି ୩୬ ବର୍ଷିୟ ଆରୋନ ଫିନିକ୍ସ। ସେ ପ୍ରାୟ ୭୦୦ରୁ ଅଧିକ ବୁଢିଆଣୀ ପାଳିଛନ୍ତି। ତେବେ ଏହା ତାଙ୍କର ପାଗଳାମି ନୁହେଁ ତାହା ତାଙ୍କର ଏକ ପ୍ରକାର ନିଶା। ଏବେ ବି ସେ ବିଭିନ୍ନ ପ୍ରଜାତିର ବୁଢିଆଣୀ ଖୋଜିବା ନିଶାକୁ ଜାରି ରଖିଛନ୍ତି। କହି ରଖୁଛୁ କି, ଫିନିକ୍ସ ବାଇପୋଲାରରେ ପୀଡିତ। ଡାକ୍ତରଙ୍କ ପରାମର୍ଶ କ୍ରମେ ସେ ଏପରି ନିଶା ଆରମ୍ଭ କରିଛନ୍ତି। ଫିନିକ୍ସ କେବଳ ବୁଢିଆଣୀ ପାଳିଛନ୍ତି ତାହା ନୁହେଁ ସ୍ପାଇଡର୍‌ ଷ୍ଟୋର ମଧ୍ୟ ଖୋଲିଛନ୍ତି। ତାଙ୍କର ଏକ ୱେବସାଇଟ ରହିଛି। ଯେଉଁଠି ସେ ସବୁ ପ୍ରକାର ସ୍ପାଇଡର ଉପରେ ବର୍ଣ୍ଣନା କରିଛନ୍ତି। ସେ କେବଳ ବୁଢିଆଣୀ ନୁହେଁ ତାଙ୍କର ଖାଦ୍ୟ ରୂପେ କୀଟ ମଧ୍ୟ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri