Posted inଖେଳ

ରିୟଲ ମାଡ୍ରିଡ୍‌ ଫରଓ୍ବାର୍ଡ ମାରିଆନୋ ପଜିଟିଭ୍‌

ମାଡ୍ରିଡ୍‌, ୨୯ା୭ (ଏପି)-କରୋନା ଭାଇରସ୍‌ ପାଇଁ ହୋଇଥିବା ଟେଷ୍ଟରେ ରିୟଲ ମାଡ୍ରିଡ୍‌ ଫରଓ୍ବାର୍ଡ ମାରିଆନୋଙ୍କ ଫଳାଫଳ ପଜିଟିଭ୍‌ ଆସିଛି। ଅଗଷ୍ଟ ୭ରେ ମାଞ୍ଚେଷ୍ଟର ସିଟି ବିପକ୍ଷ ଚାମ୍ପିୟନ୍ସ ଲିଗ୍‌ ମ୍ୟାଚ ପାଇଁ ଦଳ ଅଭ୍ୟାସ ପୂର୍ବରୁ ଏହି ଟେଷ୍ଟ ହୋଇଥିଲା। ପ୍ରି-କ୍ୱାର୍ଟର ସିରିଜର ପ୍ରଥମ ଲେଗ୍‌ରେ ରିୟଲ ମାଡ୍ରିଡ ନିଜ ହୋମ୍‌ ଗ୍ରାଉଣ୍ଡରେ ୨-୧ ଗୋଲରେ ପରାସ୍ତ ହୋଇଥିଲା। ମାରିଆନୋଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ଅଛି। ସେ ସ୍ବାସ୍ଥ୍ୟ ପ୍ରୋଟୋକଲ ପାଳନ କରୁଛନ୍ତି। ସ୍ପାନିଶ ଲିଗ୍‌ ଜିତିବା ପରେ ରିୟଲ ମାଡ୍ରିଡ୍‌ ଖେଳାଳିମାନେ ୧୦ ଦିନ ଛୁଟିରେ ଥିଲେ। ସୋମବାର ସମସ୍ତଙ୍କର କୋଭିଡ୍‌-୧୯ ଟେଷ୍ଟ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ, ଗିରଫ ହେଲେ ନାବାଳକ ଅଭିଯୁକ୍ତ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳର ଶଙ୍କର ଜେନାଙ୍କୁ ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାବୁଙ୍କ କୋଠା ସଉକ, ଚଢ଼ାଉରେ ମିଳିଲା…

ମାଲକାନଗିରି,୨୭।୯(ଦୁର୍ଯ୍ୟୋଧନ ପାତ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମାଲକାନଗିରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅଧୀନ ମାଥିଲି ବ୍ଲକରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି ।…

ଏସୀୟ କ୍ରୀଡ଼ା: ଭାରତୀୟ ମହିଳା ହକି ଦଳର ବଡ଼ ବିଜୟ, ସିଙ୍ଗାପୁରକୁ ହରାଇ ସେମିରେ ସ୍ଥାନ ପକ୍କା

କାକାମିଗାହାରା,୨୭ା୯: ସୁନେଲିତା ଟପ୍ପୋଙ୍କ ଡବଲ ଗୋଲ ବଳରେ ଭାରତୀୟ ମହିଳା ହକି ଦଳ ୭-୦ ଗୋଲରେ ସିଙ୍ଗାପୁରକୁ ହରାଇ ସେମିଫାଇନାଲରେ ପ୍ରବେଶ କରିଛି। ଭାରତ ପାଇଁ ଅଧିନାୟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?