Posted inଖେଳ

ମୋ ଅଧୁରା ସ୍ବପ୍ନ ପୂରା ହେଲା- ପିଟି ଉଷା

ନୂଆଦିଲ୍ଲୀ,୭।୮: ଅଲିମ୍ପିକ୍ସ ସଫଳତା ପରେ ନୀରଜ ଚୋପ୍ରାଙ୍କୁ ଶୁଭେଚ୍ଛା ଜଣାଇଥିବା କୋଟି କୋଟି ଲୋକଙ୍କ ମଧ୍ୟରେ ରହିଛନ୍ତି କିମ୍ବଦନ୍ତୀ ଧାବିକା ପି ଟି ଉଷା। ସେ ୧୯୮୪ ଅଲିମ୍ପିକ୍ସରେ ୦.୦୧ ସେକେଣ୍ଡରେ ବ୍ରୋଞ୍ଜ ପଦକ ହାତଛଡ଼ା କରିଥିଲେ।

”୩୭ ବର୍ଷ ପରେ ପୂରା ହୋଇଛ ମୋ ଅଧୁରା ସ୍ବପ୍ନ। ମୋ ପୁଅ ନୀରଜଙ୍କୁ ଧନ୍ୟବାଦ୍‌“ ବୋଲି ଏକ ଫଟୋ ସହ ଟୁଇଟ୍‌ କରିଛନ୍ତି ଉଷା।

ଉଲ୍ଲେଖଯୋଗ୍ୟ, ୮୦ ଦଶକରେ ‘ପାୟୋଲି ଏକ୍ସପ୍ରେସ’ ଭାବେ ଜଣାଯାଉଥିବା ଉଷା ୧୯୮୨ ଏସିଆନ ଗେମ୍ସର ୧୦୦ ମି. ଓ ୨୦୦ ମି. ଦୌଡ଼ରେ ରୌପ୍ୟ ପଦକ ଜିତିଥିଲେ। ଏହାର ପରବର୍ଷ ଏସିଆନ ଚାମ୍ପିୟନଶିପ୍‌ରେ ଏସିଆନ ରେକର୍ଡ ଭାଙ୍ଗିବା ସହ ସ୍ବର୍ଣ୍ଣ ପଦକ ଜିତି ଅଲିମ୍ପିକ୍ସ ପଦକ ଆଶା ଦେଇଥିଲେ। ଏପହାରେ ଦୌଡ଼ ଇଭେଣ୍ଟ ଛାଡ଼ି ବାଛି ନେଇଥିଲେ ୪୦୦ ମି. ବାଧା ଦୌଡ଼କୁ। ୧୯୮୪ ଅଲିମ୍ପିକ୍ସରେ ରୋମାନିଆର ଖ୍ରିଷ୍ଟିଆନା କୋଜୁକାରୁଙ୍କଠାରୁ ପରାସ୍ତ ହୋଇଥିଲେ ଉଷା। ଅଲିମ୍ପିକ୍‌ ଓ୍ବେବସାଇଟ୍‌ ଅନୁସାରେ ରୋମାନିଆ ଧାବିକା ମୁଣ୍ଡ ନୁଆଇଁଥିଲେ, ଯାହାକି ନିର୍ଣ୍ଣାୟକ ସାବ୍ୟସ୍ତ ହୋଇଥିଲା। ଏହି ପରାଜୟ ପରେ ଏସିଆନ ଗେମ୍ସ ଓ ଏସିଆନ୍‌ ଚାମ୍ପିୟନଶିପ୍‌ରେ ସ୍ବର୍ଣ୍ଣ ପଦକ ହାତେଇଥିଲେ। ପଦ୍ମ ଶ୍ରୀ ପୁରସ୍କାର ପ୍ରାପ୍ତ ଉଷା ଏବେ କେରଳରେ ଏକ ଏକାଡେମୀ ଚଲାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

୧୪ ଫାର୍ମାସିଷ୍ଟଙ୍କ ଲେଭେଲ-୨କୁ ପଦୋନ୍ନତି

ନୂଆପଡ଼ା,୩୦ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ୩୬ ଜଣ ଫାର୍ମାସଷ୍ଟଙ୍କ ମଧ୍ୟରୁ ୧୪ ଜଣ ପଦୋନ୍ନତି ପାଇଛନ୍ତି। ସୂଚନା ମୁତାବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri