ନୂଆଦିଲ୍ଲୀ,୨୩।୫: ରିଅଲ୍ମିର ନୂଆ ସ୍ମାର୍ଟଫୋନ୍ ରିଅଲ୍ମି ନ୍ୟୁ ନାର୍ଜୋ ଏନ୍୫୩ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ଉକ୍ତ ବ୍ରାଣ୍ଡ୍ ବର୍ତ୍ତମାନ ଭାରତୀୟ ବଜାରରେ ଉପଲବ୍ଧ ରହିଛି, ଯେଉଁଥିରେ ଏକ ପତଳା ଫର୍ମ ଫ୍ୟାକ୍ଟର ଓ ପରବର୍ତ୍ତୀ ପିଢ଼ିର ଉପଭୋକ୍ତାଙ୍କ ପାଇଁ ଅତ୍ୟାଧୁନିକ ଫିଚର ଅନ୍ତର୍ଭୁକ୍ତ ରହିଛି। ସେହିଭଳି ୩୩ୱାଟ୍ ଫାଷ୍ଟ୍ ଚାର୍ଜିଙ୍ଗ୍ ଟେକ୍ନୋଲୋଜି ଓ ୫୦ଏମ୍ପି ଏଆଇ କ୍ୟାମେରା ସହ ଆଧୁନିକ ବୈଶିଷ୍ଟ୍ୟ ସୁସଜ୍ଜିତ ରହିଛି। ଏ ସମ୍ପର୍କରେ ରିଅଲ୍ମି ନାର୍ଜୋର ବିଜ୍ନେସ ଡେଭ୍ଲପ୍ମେଣ୍ଟ ମ୍ୟାନେଜର ମନୀଷ କୁମାର ମିଶ୍ର କହିଛନ୍ତି, ଆମେ ଉକ୍ତ ସ୍ମାର୍ଟଫୋନ୍କୁ ବିକଶିତ କରିବା ସହ ଭାରତୀୟ ଗ୍ରାହକଙ୍କ ଆବଶ୍ୟକତାକୁ ବୁଝିବା ପାଇଁ ଆମାଜନ ସହ ମିଶି କାର୍ଯ୍ୟ କରିଛୁ, ଯାହା ଅତ୍ୟାଧୁନିକ ଫିଚର ସହିତ ଷ୍ଟାଇଲ୍ ଓ ଫଙ୍କଶନାଲିଟିକୁ ମଧ୍ୟ ସମ୍ମିଶ୍ରଣ କରୁଛି।
ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…
ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…
ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….
ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…
ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍
କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…
ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…
ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…
ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ
ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…
ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା
ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…
ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….
ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…
ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…
ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…
Archives

