ରିଅଲ୍‌ମିର ନୂତନ ଉତ୍ପାଦ ଉନ୍ମୋଚିତ

ଭୁବନେଶ୍ୱର,୨୭।୮: ରିଅଲ୍‌ମିର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ନୂତନ ଉତ୍ପାଦଗୁଡିକୁ ନିକଟରେ କମ୍ପାନୀ ପକ୍ଷରୁ ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ବିଶେଷକରି ବ୍ରାଣ୍ଡ୍‌ର ହିରୋ ନମ୍ବର ସିରିଜ୍‌ ଓ ଏଆଇଓଟି ସେଗ୍‌ମେଣ୍ଟରେ ୪ଟି ବୈପ୍ଳବିକ ନୂତନ ଉପତ୍ାଦ ଯଥା ରିଅଲ୍‌ମି୧୧ ୫ଜି, ରିଅଲ୍‌ମି୧୧ ଏକ୍ସ ୫ଜି, ରିଅଲ୍‌ମି ବଡ୍‌ସ ଏୟାର୫ ଓ ରିଅଲ୍‌ମି ବଡ୍‌ସ ଏୟାର ୫ ପ୍ରୋର ଶୁଭାରମ୍ଭ ସହିତ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ଏ ନେଇ ରିଅଲ୍‌ମି ପକ୍ଷରୁ କୁହାଯାଇଛି ‘ଆମେ ବର୍ତ୍ତମାନ ରିଅଲ୍‌ମି ୧୧ସିରିଜ୍‌ ୫ଜି ଏବଂ ଆମର ବିବିଧ ଏଆଇଓଟି ଶୃଙ୍ଖଳରେ ରିଅଲ୍‌ମି ବଡ୍‌ସ ଏୟାର ୫ସିରିଜ୍‌ର ଶୁଭାରମ୍ଭକରି ବେଶ୍‌ ଉତ୍ସାହିତ ଅଛୁ, ଯାହା ଉଦ୍ଭାବନ ଓ ଉତ୍କର୍ଷ ପ୍ରତି ଆମର ନିରବଚ୍ଛିନ୍ନ ପ୍ରତିବଦ୍ଧତାର ଏକ ପ୍ରମାଣ। ଏପରିକି ୪ଟି ବୈପ୍ଳବିକ ଉପତ୍ାଦର ଶୁଭାରମ୍ଭ ସହ ଆମେ ସ୍ମାର୍ଟଫୋନ୍‌ ଓ ଏଆଇଓଟି ଶିଳ୍ପରେ ନୂଆ ବେଞ୍ଚମାର୍କ ସ୍ଥାପନ କରିବା ପାଇଁ ପ୍ରସ୍ତୁତ ରହିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

୩ ରାଶି ଉପରେ କେତୁଙ୍କ କ୍ରୁର ଦୃଷ୍ଟି! ସାମାନ୍ୟ ଭୂଲ ପଡିବ ଭାରୀ, ଚାକିରିରେ ବଢିବ ଟେନଶନ

୩ ଅକ୍ଟୋବର ୨୦୨୬ରେ କେତୁ ସିଂହ ରାଶିରେ ଥିବା ନିଜର ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିସାରିଛି। ଏହି ନକ୍ଷତ୍ର ଗୋଚର ୫ ଡିସେମ୍ୱର ୨୦୨୬…

ପୋଖରୀରେ ବୁଡ଼ି ଚାଲିଗଲା ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କ ଜୀବନ, ଗାଁରେ ଶୋକ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେନଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଦ୍ୱିତୀୟ ଶ୍ରେଣୀରେ ପଢୁୁଥିବା ଖଲିଙ୍ଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?