ରିଅଲ୍‌ମିର ନୂତନ ଉତ୍ପାଦ ଉନ୍ମୋଚିତ

ଭୁବନେଶ୍ୱର,୧୧।୯: ରିଅଲ୍‌ମିର ନୂତନ ଉତ୍ପାଦ ‘ରିଅଲ୍‌ମି ନାର୍‌ଜୋ ୬୦ଏକ୍ସ ୫ଜି ଓ ରିଅଲ୍‌ମି ବଡ୍‌ସ ଟି୩୦୦’କୁ ନିକଟରେ ସର୍ବଭାରତୀୟ ସ୍ତରରେ ଉନ୍ମୋଚନ କରାଯାଇଛି। ବିଶେଷ କରି ନେକ୍ସଟ୍‌ ୫ଜି ସ୍ପିଡ୍‌ ଫ୍ରଣ୍ଟିୟର୍‌, ରିଅଲ୍‌ମି ନାର୍‌ଜୋ ୬୦ଏକ୍ସ ୫ଜି ଭାରତୀୟ ଯୁବପିଢ଼ିଙ୍କ ଚାହିଦା ଓ ଆକାଂକ୍ଷାକୁ ପୂରଣ କରିବା ପାଇଁ ଉତ୍ସର୍ଗୀକୃତ ରହିଛି, ଯାହା ପରବର୍ତ୍ତୀ ପିଢ଼ିର ଟେକ୍ନୋଲୋଜି କ୍ଷେତ୍ରରେ ଏକ ଅଗ୍ରଗାମୀ ଭାବେ କମ୍ପାନୀର ସ୍ଥିତିକୁ ସୁଦୃଢ଼ କରୁଛି।

ରିଅଲ୍‌ମି ବଡ୍‌ସ ଟି୩୦୦କୁ ଏକ ଅତ୍ୟାଧୁନିକ ଡିଜାଇନ୍‌ ଓ ଚମତ୍କାର ସାଉଣ୍ଡ କ୍ୱାଲିଟି ସହ ନିର୍ମାଣ କରାଯାଇଛି, ଯାହା ଗ୍ରାହକଙ୍କୁ ଏକ ନିମଜ୍ଜିତ ଅଡିଓ ଅଭିଜ୍ଞତା ପ୍ରଦାନ କରୁଛି। ଉଲ୍ଲେଖଯୋଗ୍ୟ, ରିଅଲ୍‌ମି ନାର୍‌ଜୋ ୬୦ ଏକ୍ସ ୫ଜିରେ ୩୩ୱାଟ୍‌ ସୁପର୍‌ଭିଓଓସି, ବିଶାଳ ୫୦୦୦ଏମ୍‌ଏଏଚ୍‌ ବ୍ୟାଟେରି, ୫୦ଏମ୍‌ପି ଏଆଇ କ୍ୟାମେରା ଓ ମିଡିଆଟେକ୍‌ ଡାଇମେନ୍‌ସିଟି ୬୧୦୦+ ୫ଜି ଚିପ ସେଟ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲରେ ରେକର୍ଡ ସଂଗ୍ରହ ଜିଏସ୍‌ଟି: ୨.୧୦ ଲକ୍ଷ କୋଟିରେ ପହଞ୍ଚିଲା

ନୂଆଦିଲ୍ଲୀ,୧।୫: ଏପ୍ରିଲ ମାସରେ ଦେଶରେ ଦ୍ରବ୍ୟ ଓ ସେବା କର(ଜିଏସ୍‌ଟି) ସଂଗ୍ରହ ରେକର୍ଡ ସୃଷ୍ଟି କରିଛି। ସମସ୍ତ ରେକର୍ଡ ଭାଙ୍ଗି ଏପ୍ରିଲ ୨୦୨୪ରେ ଜିଏସ୍‌ଟି ସଂଗ୍ରହ...

ବିଓଏମ୍‌ର ୪ର୍ଥ ତ୍ରୈମାସିକ ଫଳାଫଳ

ଭୁବନେଶ୍ୱର,୧।୫: ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର (ବିଓଏମ୍‌)ର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ...

କାମ୍ପାକୋଲାର ନୂତନ ଅଭିଯାନ

ଭୁବନେଶ୍ୱର,୧।୫: ରିଲାଏନ୍ସ ଗ୍ରୁପ୍‌ର ଅଗ୍ରଣୀ କମ୍ପାନୀ ତଥା ରିଲାଏନ୍ସ କଞ୍ଜ୍ୟୁମର ପ୍ରଡକ୍ଟସ ଲିମିଟେଡ୍‌ (ଆର୍‌ସିପିଏଲ୍‌)ର ପ୍ରମୁଖ ବ୍ରାଣ୍ଡ୍‌ କାମ୍ପାକୋଲାର ନୂତନ ଅଭିଯାନ ‘ନଏ ଇଣ୍ଡିଆ କା...

ଖୁବ୍‌ଶୀଘ୍ର ସମ୍ବଲପୁରରେ ଅରୁନ୍ଧତୀ ଜୁଏଲର୍ସ

ଭୁବନେଶ୍ୱର,୧।୫: ଅରୁନ୍ଧତୀ ଜୁଏଲର୍ସର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିିର୍ମିତ ନୂତନ ଶୋ’ରୁମ୍‌ର ଶୁଭାରମ୍ଭ ଖୁବ୍‌ଶୀଘ୍ର ସମ୍ବଲପୁରଠାରେ ଖୋଲିବାକୁ ଯାଉଛି। ଏପରିକି ୨୦୨୪ ମେ...

ଜୟଆଲୁକ୍କାସ୍‌ରେ ଉତ୍ସବକାଳୀନ ଅଫର

ଭୁବନେଶ୍ୱର,୧।୫(ଅଭୟ ଦାଶ): ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ପ୍ରମୁଖ ଗହଣା ବ୍ରାଣ୍ଡ୍‌ ଜୟଆଲୁକ୍କାସ୍‌ ପକ୍ଷରୁ ଉତ୍ସବକାଳୀନ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଚଳିତ...

ବେଦାନ୍ତ କାର୍ଯ୍ୟ ପରିସର ଅଞ୍ଚଳରେ ପ୍ରକଳ୍ପ ପଞ୍ଛିର ବିସ୍ତାର

ଭୁବନେଶ୍ୱର,୧।୫: ବେଦାନ୍ତ ଗ୍ରୁପ୍‌ର ପ୍ରମୁଖ କମ୍ପାନୀ ତଥା ବେଦାନ୍ତ ଆଲୁମିନିୟମର ଅଭିନବ କାର୍ଯ୍ୟକ୍ରମ ‘ପ୍ରକଳ୍ପ ପଞ୍ଛି’ର ବିସ୍ତାର ସମ୍ପର୍କରେ ଘୋଷଣା କରାଯାଇଛି। କମ୍ପାନୀର ଓଡ଼ିଶା ୟୁନିଟ୍‌...

ପତଞ୍ଜଳିର ୧୪ ପ୍ରଡକ୍ଟର ଲାଇସେନ୍ସ ହେଲା ସସପେଣ୍ଡ, ନିତିଦିନ କରୁଛନ୍ତି ବ୍ୟବହାର, ଦେଖନ୍ତୁ ଲିଷ୍ଟ

ଡେରାଡୁନ,୩୦।୪: ବିଭ୍ରାନ୍ତିକର ବିଜ୍ଞାପନ ପ୍ରସଙ୍ଗରେ ପତଞ୍ଜଳିର ସମସ୍ୟା ହ୍ରାସ ହେବାର ଦେଖାଯାଉ ନାହିଁ। ଏକ ବଡ କାର୍ଯ୍ୟାନୁଷ୍ଠାନ ମାଧ୍ୟମରେ ଉତ୍ତରାଖଣ୍ଡ ଡ୍ରଗ ବିଭାଗର ଲାଇସେନ୍ସ ପ୍ରାଧିକରଣ...

ବଜାରରେ ମହିନ୍ଦ୍ରାର ‘ଅଲ୍‌ ନ୍ୟୁ ଏକ୍ସୟୁଭି ୩ଏକ୍ସଓ’

ଭୁବନେଶ୍ୱର,୩୦।୪ (ଅଭୟ ଦାଶ): ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଲିମିଟେଡର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍‌ ନ୍ୟୁ ଏକ୍ସୟୁଭି ୩ଏକ୍ସଓ’ର ସର୍ବଭାରତୀୟ ଉନ୍ମୋଚନ (ଅନାବରଣ)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri