Advertisement

ରିଅଲ୍‌ମିର ନୂତନ ଉତ୍ପାଦ ଉନ୍ମୋଚିତ

ନୂଆଦିଲ୍ଲୀ,୧୦।୧: ସ୍ମାର୍ଟଫୋନ୍‌ ବ୍ରାଣ୍ଡ୍‌ ରିଅଲ୍‌ମିର ନୂତନ ଉତ୍ପାଦ ନିକଟରେ ଉନ୍ମୋଚନ କରାଯାଇଛି। ଏପରିକି ଏହାର ୧୦ସିରିଜ୍‌ରେ ନୂଆ ସ୍ମାର୍ଟଫୋନ୍‌ ରିଅଲ୍‌ମି ୧୦ର ମଧ୍ୟ ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏ ସମ୍ପର୍କରେ ରିଅଲ୍‌ମି ଇଣ୍ଡିଆର ସିଇଓ ମାଧବ ସେଠ୍‌ କହିଛନ୍ତି, ସୁଲଭ ମୂଲ୍ୟରେ ଅତ୍ୟାଧୁନିକ ଟେକ୍ନୋଲୋଜି ମାଧ୍ୟମରେ ଯୁବପିଢିଙ୍କୁ ସଶକ୍ତ କରାଇବା ପାଇଁ ଆମର ପ୍ରତିବଦ୍ଧତାକୁ ଜାରି ରଖି ଆମେ ରିଅଲ୍‌ମି ୧୦ର ଶୁଭାରମ୍ଭ କରିଛୁ, ଯାହା ସ୍ମାର୍ଟଫୋନ ସେଗ୍‌ମେଣ୍ଟର ସବୁଠାରୁ ପତଳା ଡିଜାଇନ୍‌, ବେଟେ-ଇନ୍‌-କ୍ଲାସ୍‌ ଫିଚର ପ୍ରଦାନ କରୁଛି। ଏପରିକି କମ୍ପାନୀର ‘ଏପିକ୍‌ ପର୍‌ଫର୍ମାନ୍ସ ନ୍ୟୁ ଭିଜନ’ ଆଭିମୁଖ୍ୟ ସହ ରିଅଲ୍‌ମି ୧୦ଯୁବପିଢ଼ିଙ୍କୁ ସେମାନଙ୍କର ଆଧୁନିକ ଦିନର ଅଭିଳାଷଗୁଡ଼ିକୁ ପୂରଣ କରିବା ପାଇଁ ଅଧିକ ବିକଳ୍ପ ପ୍ରଦାନ କରି ସଶକ୍ତ କରିବା ପାଇଁ ଆମର ପ୍ରତିବଦ୍ଧତାକୁ ପ୍ରତିଫଳନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜକୋଷକୁ ୨.୫ ଲକ୍ଷ କୋଟିର ଝଟକା ଲାଗିବ

ନୂଆଦିଲ୍ଲୀ,୨୮।୮: କୋଭିଡ୍‌ ମହାମାରୀ ଦେଶର ଅର୍ଥ ବ୍ୟବସ୍ଥା ଉପରେ ସଙ୍କଟଜନକ ସ୍ଥିତି ସୃଷ୍ଟି କରିଛି। ଘରୋଇ ବଜାରରେ କାରବାର ଠିକ୍‌ ନ ଥିବା ବେଳେ ଟିକସ...

୨୦୨୬ ପର୍ଯ୍ୟନ୍ତ ମିଳିବ ଜିଏସ୍‌ଟି କ୍ଷତିପୂରଣ

ନୂଆଦିଲ୍ଲୀ,୨୬।୬: ଜିଏସ୍‌ଟି କାଉନ୍‌ସିଲ ବୈଠକ ପୂର୍ବରୁ ସରକାରଙ୍କ ପକ୍ଷରୁ ବଡ଼ ନିଷ୍ପତ୍ତି ନିଆଯାଇଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) ଉପରେ କ୍ଷତିପୂରଣ ସେସ୍‌...

୧୩ରୁ ସିଆଇଆଇ ଏଣ୍ଟରପ୍ରାଇଜ ଓଡ଼ିଶା

ଭୁବନେଶ୍ୱର,୯-୧୧: କନଫେଡେରେଶନ ଅଫ୍‌ ଇଣ୍ଡିଆନ ଇଣ୍ଡଷ୍ଟ୍ରିଜ(ସିଆଇଆଇ) ପକ୍ଷରୁ ଏଣ୍ଟରପ୍ରାଇଜ ଓଡ଼ିଶା ଚଳିତ ମାସ ୧୩ରୁ ୧୬ ଯାଏ ସ୍ଥାନୀୟ ପ୍ରଦର୍ଶନୀ ପଡିଆଠାରେ ଅନୁଷ୍ଠିତ ହେବ। ଏହାର...

ଏମ୍‌.ରାଜେଶ୍ୱର ରାଓ ଆର୍‌ବିଆଇ ଡେପୁଟି ଗଭର୍ନର

ମୁମ୍ବାଇ: ଏମ୍‌.ରାଜେଶ୍ୱର ରାଓଙ୍କୁ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର ଡେପୁଟି ଗଭର୍ନର ଭାବେ ସରକାର ବୁଧବାର ନିଯୁକ୍ତି ପ୍ରଦାନ କରିଛନ୍ତି। ରିଜର୍ଭ ବ୍ୟାଙ୍କରେ କାର୍ଯ୍ୟରତ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ(ଇଡି)ଙ୍କ ମଧ୍ୟରୁ...

ମହିଳାଙ୍କୁ ସୁରକ୍ଷା ଦେବ ଫେସ୍‌ବୁକ ମେଟା

ଭୁବନେଶ୍ୱର,୬।୧୨: ୟୁଜରଙ୍କ ନିରାପତ୍ତାକୁ ବଢ଼ାଇବା ପାଇଁ ଏହାର ପ୍ରୟାସକୁ ଆଗକୁ ବଢାଇ ଫେସବୁକ ମେଟା ନିକଟରେ ତା’ର ପ୍ଲାଟଫର୍ମରେ ମହିଳାଙ୍କ ଅନଲାଇନ ନିରାପତ୍ତା ଦିଗରେ ଅନେକ...

୧୦୦ ଲକ୍ଷ କୋଟିର ଭିତ୍ତିଭୂମି ନିର୍ମାଣ ନେଇ ଟାସ୍କଫୋର୍ସ ଗଠନ

ନୂଆଦିଲ୍ଲୀ,୨୫-୮: କେନ୍ଦ୍ର ସରକାର ଭିତ୍ତିଭୂମି ନିର୍ମାଣ କ୍ଷେତ୍ରରେ ଆସନ୍ତା ୫ ବର୍ଷରେ ୧୦୦ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ କରିବେ। ଏଥିପାଇଁ ଅଗ୍ରାଧିକାର ଭିତ୍ତିରେ ଭିତ୍ତିଭୂମିଗୁଡ଼ିକର...

ଗ୍ରାହକଙ୍କ ସନ୍ତୁଷ୍ଟିକୁ ଗୁରୁତ୍ୱ: ଅଚ୍ୟୁତାନନ୍ଦ ମେହେର

ବଲାଙ୍ଗୀରରୁ ଭୁବନେଶ୍ୱର ପର୍ଯ୍ୟନ୍ତ ଯାତ୍ରା ଅତ୍ୟନ୍ତ ରୋମାଞ୍ଚକର ଥିଲା। ଏହି ସଫଳତାର ଶ୍ରେୟ ‘ହିରୋ’ ବ୍ରାଣ୍ଡ୍‌ ଏବଂ ଆମ କର୍ମଚାରୀ ଟିମ୍‌କୁ ଯିବ। ଆଗକୁ ମଧ୍ୟ...

ଦିନକରେ ରୁପା ବଢ଼ିଲା ୨୦୦୦ ଟଙ୍କା

ନୂଆଦିଲ୍ଲୀ,୧୪-୮: ସୁନା ପରେ ଏବେ ରୁପା ମଧ୍ୟ ଏହାର ପୁରୁଣା ରେକର୍ଡ ଭାଙ୍ଗିଛି। ସ୍ଥାନୀୟ ସର୍ରାଫା ବଜାରରେ ମଙ୍ଗଳବାର ରୁପା ମୂଲ୍ୟ ୨୦୦୦ ଟଙ୍କା ବୃଦ୍ଧି...

Advertisement
Archives

Model This Week