Advertisement
Posted inଜାତୀୟ

ହେମନ୍ତଙ୍କୁ ଆଶ୍ୱସ୍ତି, ହାଇକୋର୍ଟଙ୍କ ରାୟକୁ ଖାରଜ କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୭।୧୧ : ସୁପ୍ରିମକୋର୍ଟ ସୋମବାର ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଆଶ୍ୱସ୍ତି ଦେଇଛନ୍ତି। ଶେଲ କମ୍ପାନୀଗୁଡିକରେ ପୁଞ୍ଜି ବିନିଯୋଗ ଏବଂ ଖଣି ଲିଜରେ ଅନିୟମିତତା ଯୋଗୁ ସୋରେନଙ୍କ ବିରୋଧରେ ଦାଖଲ ହୋଇଥିବା ପିଆଇଏଲ ଶୁଣାଣି କରିବାକୁ ଶୀର୍ଷ କୋର୍ଟ ମନା କରି ଦେଇଛନ୍ତି। ଏହା ସହିତ ଶୀର୍ଷ ଅଦାଲତ ମଧ୍ୟ ଝାଡ଼ଖଣ୍ଡ ହାଇକୋର୍ଟଙ୍କ ଆଦେଶକୁ ଖାରଜ କରିଦେଇଛନ୍ତି, ଯେଉଁଥିରେ ଏହି ଆବେଦନଗୁଡ଼ିକୁ ଶୁଣାଣି ଯୋଗ୍ୟ କୁହାଯାଇଥିଲା।

ସୋରେନଙ୍କ ବିରୋଧରେ ଖଣି ଲିଜ ଲିଜ ଏବଂ ସେଲ କମ୍ପାନୀଗୁଡିକରେ ପୁଞ୍ଜି ବିନିଯୋଗରେ ଭୁଲ ଆବଣ୍ଟନ ଅଭିଯୋଗରେ ଏକ ଜନସ୍ବାର୍ଥ ମାମଲା ଦାଖଲ କରାଯାଇଥିଲା। ଏହି ଆବେଦନର ବୈଧତାକୁ ଝାଡଖଣ୍ଡ ସରକାର ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ। ତେବେ ହାଇକୋର୍ଟ ଏହି ଆବେଦନଗୁଡିକ ଶୁଣାଣି ଯୋଗ୍ୟ ବୋଲି ବିବେଚନା କରିଥିଲେ। ଏହା ପରେ ସୋରେନ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଅଗଷ୍ଟ ୧୭ ରେ, ଏହି ମାମଲାର ଶୁଣାଣି ଶେଷ କରିବା ପରେ, ସର୍ବୋଚ୍ଚ ନ୍ୟାୟାଳୟ ରାୟ ସଂରକ୍ଷଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀଙ୍କୁ ମୁକାବିଲା କର

ନୂଆଦିଲ୍ଲୀ,୧ା୨(ପି.ଟି.): ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ନେଇ ତାଙ୍କ ସରକାର ରକ୍ଷାତ୍ମକ ଅନୁଭବ କରିବାର କୌଣସି କାରଣ ନାହିଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏନ୍‌ଡିଏ...

ମୋଦିଙ୍କ କ୍ୟାବିନେଟ୍‌ ସମ୍ପ୍ରସାରଣ, ଏସବୁ ନେତାଙ୍କୁ ଫୋନ୍‌…

ନୂଆଦିଲ୍ଲୀ,୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ ସମ୍ପ୍ରସାରଣ ନେଇ ନାନା ଚର୍ଚ୍ଚା ଜାରି ରହିଛି। କ୍ୟାବିନେଟ୍‌ରେ କେଉଁମାନଙ୍କୁ ସ୍ଥାନ ମିଳିବାର ସମ୍ଭାବନା ରହିଛି ସେ ନେଇ...

ମେଲାନିଆଙ୍କ ହାପିନେସ୍‌ କ୍ଲାସରେ ଯୋଗଦେବେ ନାହିଁ କେଜରିଓ୍ବାଲ-ସିସୋଡିଆ

ନୂଆଦିଲ୍ଲୀ,୨୨।୨: ଆମେରିକାର ଫାଷ୍ଟ ଲେଡି ମେଲାନିଆ ଟ୍ରମ୍ପ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ମିଶି ୨ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି। ଏହି ସମୟରେ ମେଲାନିଆ...

ଏମ୍ସ ଗଲେ ଉନ୍ନାଓ ପୀଡିତାଙ୍କ ଓକିଲ

ଲକ୍ଷ୍ନୌ,୬।୮: ଉତ୍ତର ପ୍ରଦେଶ ରାୟବରେଲିରେ ଗତ ମାସରେ ଦୁର୍ଘଟଣାର ଶିକାର ହୋଇଥିବା ଉନ୍ନାଓ ବଳାତ୍କାର ପୀଡିତାଙ୍କ ଓକିଲ ମଙ୍ଗଳବାର ଦିଲ୍ଲୀରେ ଥିବା ଅଲ୍‌ ଇଣ୍ଡିଆ ଇନଷ୍ଟିଚ୍ୟୁଟ...

ପ୍ରକାଶ ପାଇଲା ସିବିଏସ୍‌ଇ ପରୀକ୍ଷା ସୂଚୀ

ନୂଆଦିଲ୍ଲୀ,୧୮।୫: କରୋନା ସଂକ୍ରମଣ ଯୋଗୁ ଦେଶରେ ଲକ୍‌ଡାଉନ୍‌ ଜାରି ହେବାରୁ ସିବିଏସ୍‌ଇ ବୋର୍ଡର ଦଶମ ଏବଂ ଦ୍ୱାଦଶ ପରୀକ୍ଷା ଅଧାରେ ଅଟକି ରହିଥିଲା। ଅବଶିଷ୍ଟ ପରୀକ୍ଷାଗୁଡ଼ିକ...

୨୪ଘଣ୍ଟାରେ ଗଲା ଆଉ ୧୧ ଜୀବନ: ବନ୍ୟା ସ୍ଥିତି ସମୀକ୍ଷା କରିବେ କେନ୍ଦ୍ରୀୟ ଟିମ୍‌

ଗୁଆହାଟି,୨୧।୬: ଆସାମରେ ବନ୍ୟା ପରିସ୍ଥତି ଜଟିଳ ହେବାରେ ଲାଗିଛି। ରାଜ୍ୟର ୩୫ଟି ଜିଲାରୁ ପ୍ରାୟ ୩୩ଟି ଜିଲାରେ ପରିସ୍ଥିତି ବହୁ ଭୟାବହ ହୋଇଥିବା ବେଳେ ପ୍ରାୟ...

ଉତ୍ତର ପ୍ରଦେଶରେ ପ୍ରଥମ ପର୍ଯ୍ୟାୟ ମତଦାନ ପୂର୍ବରୁ ମୋଦିଙ୍କ ଅପିଲ

ନୂଆଦିଲ୍ଲୀ,୧୦ ।୨: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଗୁରୁବାର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ କରାଯାଉଛି । ଏଥିରେ ୧୧ ଜିଲାର ୫୮ ଆସନ...

ସିସୋଡିଆଙ୍କ ସମେତ ୧୫ଜଣଙ୍କ ବିରୋଧରେ ଏଫ୍‌ଆଇଆର

ନୂଆଦିଲ୍ଲୀ,୧୯।୮: ଏକ୍ସାଇଜ ସ୍କାମ ମାମଲାରେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ସମସ୍ୟା ବଢ଼ିବାରେ ଲାଗିଛି। ଏହି ମାମଲାରେ ସିବିଆଇ ୧୫ଜଣଙ୍କ ବିରୋଧରେ ଏଫ୍‌ଆଇଆର ରୁଜୁ କରିଛି।...

Advertisement
Archives

Model This Week