ଭାରତୀୟ ସୀମା ଅଞ୍ଚଳକୁ ଦଖଲ କରିବା ନେଇ ଜୁଣ୍ଟାର ଧମକ

ନାପିଦ୍ୱ,୧୬।୧୧: ଦୀର୍ଘ ଦୁଇବର୍ଷରୁ ଅଧିକ ଦିନ ଧରି ମ୍ୟାନମାର୍‌ ସେନା ଓ ବିଦ୍ରୋହୀ ଗୋଷ୍ଠୀ ଆଣ୍ଟି-ଜୁଣ୍ଟା ମଧ୍ୟରେ ଯୁଦ୍ଧ ଲାଗି ରହିଛି। ଗତ ୨୪ଘଣ୍ଟା ମଧ୍ୟରେ ମ୍ୟାନମାରର ଚିନ ରାଜ୍ୟରେ ଦୁଇ ଗୋଷ୍ଠୀ ମଧ୍ୟରେ ଘମାଘୋଟ ଯୁଦ୍ଧ ଜାରି ରହିଛି। ଏୟାର ଷ୍ଟ୍ରାଇକ୍‌ ଯୋଗୁ ମିଜୋରାମର ଅନ୍ତରାଷ୍ଟ୍ରୀୟ ସୀମାରୁ ୨ହଜାର ଶରଣାର୍ଥୀ ଭାରତକୁ ପଳାୟନ କରିଛନ୍ତି।
ତେବେ ଯୁଦ୍ଧ ଭିତରେ ପାହାଡି ସୀମାରେ ଥିବା ୨ଟି ସେନାର ଆଉଟପୋଷ୍ଟକୁ ବିଦ୍ରୋହୀ ଜୁଣ୍ଟା ଗୋଷ୍ଠୀ ନିଜ କବଜାକୁ ନେଇ ସାରିଛନ୍ତି। ଶକ୍ତିଶାଳୀ ସେନା ବିରୋଧରେ ଏହା ସେମାନଙ୍କର ବଡ ବିଜୟ ବୋଲି କୁହାଯାଉଛି।
ଅନ୍ତର୍ଜାତୀୟ ଗଣମାଧ୍ୟମ ଅନୁଯାୟୀ, ଆଉଟପୋଷ୍ଟକୁ ଦଖଲ କରିବା ପରେ ଭାରତୀୟ ସୀମାର ଅଞ୍ଚଳକୁ ଦଖଲ କରିବୁ ବୋଲି ଜୁଣ୍ଟା ଗୋଷ୍ଠୀର ଜଣେ ଅଧିକାରୀ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଳକା ନଦୀରେ ବନ୍ୟା, ବସ୍ତା ଇଲେକ୍ଟ୍ରି ଅଫିସରେ ପଶିଲା ପାଣି

ବସ୍ତା,୧୪।୮(ହରିଶଙ୍କର ପାଢ଼ୀ): ଉତ୍ତର ଓଡ଼ିଶାରେ ବନ୍ୟା ପରିସ୍ଥିତି ଦିନକୁ ଦିନ ଗମ୍ଭୀର ହେବାରେ ଲାଗିଛି । ବାଲେଶ୍ବର ବସ୍ତାରେ ଜଳକା ନଦୀରେ ବନ୍ୟା ଆସିବା ଯୋଗୁଁ ଜନଜୀବନ…

ବିଲକୁ ସାର ପକାଇବାକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡିଗଲେ ଯୁବକ, ତାପରେ…

ପାଟଣା,୧୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ପୁଣି ହାତୀ ଉପଦ୍ରବ ଦେଖିବାକୁ ମିଳିଛି । ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି ।…

ପୋଲିସ ସେବା ପୁରସ୍କାର ୨୦୨୬ ଘୋଷଣା: ଓଡ଼ିଶାର ୧୭ ଜଣଙ୍କୁ ମିଳିବ..

ଭୁବନେଶ୍ୱର,୧୪।୮: ସ୍ବାଧୀନତା ଦିବସ ପୂର୍ବରୁ ବିଶିଷ୍ଟ ସେବା ପୁରସ୍କାର ୨୦୨୬ ଘୋଷଣା କରାଯାଇଛି। ଚଳିତ ବର୍ଷ ଓଡ଼ିଶାର ୧୭ ଜଣଙ୍କୁ ମିଳିବ ଏହି ପୁରସ୍କାର। ୫ ଜଣଙ୍କୁ…

ଭାରତ ବିରୋଧରେ ପୁଣି ବିଷ ଓଗାଳିଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ: ସ୍ବାଧୀନତା ଦିବସରେ ଦେଲେ ଯୁଦ୍ଧ ଧମକ

ଇସଲାମାବାଦ୍‌,୧୪।୮: ପାକିସ୍ତାନ ସ୍ବାଧୀନତା ଦିବସରେ ମଧ୍ୟ ଭାରତ ଧିରୋଧରେ ବିଷ ଓଗାଳିଥିଲା। ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ସ୍ବରୂପ ଭାରତର ‘ଅପରେଶନ ସିନ୍ଦୁର’ ଦ୍ୱାରା ଆରମ୍ଭ ହୋଇଥିବା…

ଆମେରିକାର ବଡ଼ ଅଭିଯୋଗ; ଚାଇନାକୁ ଟାରିଫ୍‌ରୁ ବଞ୍ଚାଉଛି ଭାରତ!

ଓ୍ବାଶିଂଟନ,୧୪।୮: ଆମେରିକା ପୁଣିଥରେ ଟାରିଫ୍‌ ପ୍ରସଙ୍ଗରେ ଭାରତକୁ ନେଇ ବଡ଼ ଅଭିଯୋଗ ଆଣିଛି। ଆମେରିକାର ଅଭିଯୋଗ ଅନୁସାରେ, ଭାରତ ସମେତ ୪୦ରୁ ଅଧିକ ଦେଶ କଥିତ ଭାବେ…

ଯନ୍ତ୍ରଣାଦାୟକ ସ୍ମୃତି ବଖାଣିଲେ ପ୍ରଧାନମନ୍ତ୍ରୀ ମୋଦି: ଭାବପ୍ରବଣ ପୋଷ୍ଟ କରି ଲେଖିଲେ…

ନୂଆଦିଲ୍ଲୀ,୧୪।୮:୧୪ ଅଗଷ୍ଟ ଅର୍ଥାତ୍‌ ଆଜି ଭାରତରେ ‘ବିଭାଜନ ବିଭୀଷିକାର ସ୍ମୃତି ଦିବସ’ ପାଳନ କରାଯାଉଛି। ୧୯୪୭ ବିଭାଜନ ସମୟରେ ଯେଉଁମାନେ ପ୍ରାଣ ହରାଇଥିଲେ ଏବଂ ଅକଳ୍ପନୀୟ ଯନ୍ତ୍ରଣା…

ଭାରତୀୟ ଖେଲାଳିଙ୍କୁ ଅଲ୍ଟିମେଟମ ଦେଲେ ଗମ୍ଭୀର: ଶେଷ ସୁଯୋଗ…

ଗାଲେ,୧୪।୮:୧୫ ଅଗଷ୍ଟରୁ ଆରମ୍ଭ ହେଉଥିବା ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ ପାଇଁ ପ୍ଲେଇଂ ଇଲେଭେନ ସମ୍ପର୍କରେ ଭାରତୀୟ ଦଳ ମଧ୍ୟରେ ବିଚାର ବିମର୍ଶ ଚାଲିଛି। ଅଧିନାୟକ ଶୁବମନ…

ରାଗରେ ସ୍ବାମୀଙ୍କୁ ମୁଣ୍ଡକୁ ଲୁହା ତାଓ୍ବାରେ ପିଟିଦେଲେ ସ୍ତ୍ରୀ: ଆଉ ତା’ପରେ ଯାହା ଘଟିଲା…

ଲକ୍ଷ୍ନୌ,୧୪।୮: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ସ୍ବାମୀ-ସ୍ତ୍ରୀଙ୍କ ସମ୍ପର୍କର ପବିତ୍ରତାକୁ ଭାଙ୍ଗି ଦେଉଥିବା ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜାନକୀପୁରମର ଆନନ୍ଦ ବିହାର କଲୋନୀରେ, ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri