ବେପରୁଆ ଗାଡିଚାଳନା ହେଲା କାଳ: ଟ୍ରକ ଧକ୍କାରେ ଜଣଙ୍କ ଜୀବନ ଗଲା,୨ ଗୁରୁତର ଆହତ

ଭବାନୀପାଟଣା/ଜୁନାଗଡ଼,୧୬।୬(ଉତ୍ତମ କୁମାର ଦାଶ/ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ସହରରେ ସୋମବାର ମଧ୍ୟାହ୍ନରେ ଟ୍ରକ ଧକ୍କାରେ ଜଣେ ବାଇକ ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ୨ ବାଇକ ଚାଳକ ଗୁରୁତର ଆହତ ହୋଇଛନ୍ତି। ମୃତ ବାଇକ ଚାଳକଙ୍କ ନାମ ଜଗଦୀଶ ଧଙ୍ଗଡାମାଝୀ (୪୨) ହୋଇଥିବାବେଳେ ତାଙ୍କ ଘର ଜୁନାଗଡ଼ ଥାନା ଏକନାଗୁଡା ବୋଲି ଜଣାପଡିଛି। ସେହିପରି ଏହି ଦୁର୍ଘଟଣାରେ ଅନ୍ୟ ୨ ବାଇକ ଚାଳକ ବଳଦିଆମାଲ ର ରାଜ କିଶୋର ମେହେର ଓ ଜୁନାଗଡ଼ର ସମ୍ବିତ ପଣ୍ଡା ମଧ୍ୟ ଗୁରୁତର ଆହତ ହୋଇଛନ୍ତି। ରାଜ କିଶୋରଙ୍କ ମୁଣ୍ଡରେ ଆଘାତ ଲାଗିଥିବାରୁ ସେ ଏବେ ଭବାନୀପାଟଣାସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଟ୍ରକ ଡ୍ରାଇଭରଟି କିପରି ଭାବେ ବେପାରୁଆ ଗାଡି ଚଳାଉଛନ୍ତି, ରଙ୍ଗ ରୁଟରେ ଅଭରଟ୍ରେକ କରି ଯାହାର ଭିଡିଓ ଏବେ ସେଠାରେ ଲାଗିଥିବା ସିସିଟିଭି ଫୁଟେଜରେ କଏଦ ହୋଇଛି। ଏପରିକି ଏହି ଦୁର୍ଘଟଣାର ଭିଡିଓ ଏବେ ସୋସିଆଲ ମିଡିଆରେ ମଧ୍ୟ ଭାଇରାଲ ହୋଇଛି।

ସୂଚନାପାଇ ଜୁନାଗଡ଼ ପୋଲିସ ଘଟଣାସ୍ଥଳକୁ ପହଞ୍ଚି ମୃତ ଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଜୁନାଗଡ଼ ଡାକ୍ତରଖାନା ପଠାଇଥିଲା। ସେଠାରେ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ପୋଲିସ ମୃତ ଦେହ ହସ୍ତାନ୍ତର କରିଛି। ଅନ୍ୟପଟେ, ଦୁର୍ଘଟଣା ଘଟାଇ ଥିବା ଟ୍ରକକୁ ପୋଲିସ ଅଟକ ରଖିଥିବାବେଳେ ଚାଳକ ଫେରାର ମାରିଥିବା ପୋଲିସଠାରୁ ସୂଚନା ମିଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

ନୂଆ ବର୍ଷରେ ନୂଆ ପଦକ୍ଷେପ

ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri