କ୍ୟୁବାରେ ସମଲିଙ୍ଗୀ ବିବାହକୁ ସ୍ବୀକୃତି

କାରିବିଆନ୍‌ ଦେଶ କ୍ୟୁବା ପୁରୁଷ ସମଲିଙ୍ଗୀଙ୍କ ବିବାହକୁ ସ୍ବୀକୃତି ଦେଇଛି। ରବିବାର ଏହା ସପକ୍ଷରେ ବହୁଳ ମତଦାନ ହୋଇଥିଲା। କ୍ୟୁବା ଜନସଂଖ୍ୟାର ୭୪% ବା ୮୪ ଲକ୍ଷ ଲୋକ ଏହି ପ୍ରସଙ୍ଗରେ ଭୋଟ ଦେବାକୁ ଯୋଗ୍ୟ ହୋଇଥିଲେ। ୩୯ ଲକ୍ଷ (୬୬%)ରୁ ଊର୍ଦ୍ଧ୍ୱ ସମଲିଙ୍ଗୀ ବିବାହ ସପକ୍ଷରେ ମତ ଦେଇଥିବାବେଳେ ୩୩% ଏହାକୁ ବିରୋଧ କରିଥିଲେ। ୧୦୦ ପୃଷ୍ଠା ଦସ୍ତାବିଜ ସମ୍ବଳିତ ‘ଫ୍ୟାମିଲି କୋଡ୍‌’ ଏହାକୁ ବୈଧ କରିବା ସହ ସେମାନେ ପୋଷ୍ୟ ସନ୍ତାନ ଗ୍ରହଣ କରିପାରିବେ କିମ୍ବା ସରୋଗେସୀ ମାଧ୍ୟମରେ ସନ୍ତାନ ପ୍ରାପ୍ତ କରିପାରିବେ ବୋଲି ସମଲିଙ୍ଗୀ ଦମ୍ପତିଙ୍କୁ ଅନୁମତି ମିଳିଛି। କ୍ୟୁବା ରାଷ୍ଟ୍ରପତି ମିଗୁଏଲ୍‌ ଡିଆଜ୍‌ କାନେଲ ଏହାକୁ ସ୍ବାଗତ କରିବା ସହ ନ୍ୟାୟ ହୋଇପାରିଛି ବୋଲି ଟୁଇଟ୍‌ କରିଛନ୍ତି। ୨୦୦୧ରେ ନେଦରଲାଣ୍ଡ୍‌ସ ସମଲିଙ୍ଗୀ ବିବାହକୁ ବୈଧ କରିଥିଲା। ଏହାପରେ କାନାଡା, ବେଲ୍‌ଜିୟମ, ଡେନ୍‌ମାର୍କ, ଫିନ୍‌ଲାଣ୍ଡ, ଜର୍ମାନୀ, ନ୍ୟୁଜିଲାଣ୍ଡ, ସୁଇଡେନ୍‌, ସୁଇଜରଲାଣ୍ଡ୍‌, ଆମେରିକା, ବ୍ରିଟେନ, ସ୍ପେନ୍‌, ନରଓ୍ବେ, ବ୍ରାଜିଲ, ଅଷ୍ଟ୍ରେଲିଆ, ଫ୍ରାନ୍ସ, ଦକ୍ଷିଣ ଆଫ୍ରିକା ଆଦି ସମେତ ପ୍ରାୟ ୩୦ ଦେଶ ସମଲିଙ୍ଗୀ ବିବାହକୁ ସ୍ବୀକୃତି ଦେଇସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ରରେ ଭୟଙ୍କର ସଡ଼କ ଦୁର୍ଘଟଣା, ୬ ମୃତ ଆଶଙ୍କା

ମୁମ୍ବାଇ,୨୫।୫: ବିଳମ୍ବିତ ରାତିରେ, ମହାରାଷ୍ଟ୍ରର ଧୂଲେ ତାଲୁକାର ଲାଲିଙ୍ଗ ଘାଟରେ ମୁମ୍ବାଇ-ଆଗ୍ରା ରାଜପଥରେ ତିନୋଟି ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଘଟଣାରେ, ଏକ ଡମ୍ପର ଏକ ଟ୍ରକ…

ଭାଜପାର ବିଜୟକୁ ନେଇ ବର୍ଷିଲେ ଅଭିଷେକ ବାନାର୍ଜୀ !

କୋଲକାତା,୨୫।୫: ପଶ୍ଚିମବଙ୍ଗର ଫାଲଟା ବିଧାନସଭା ଆସନ ପାଇଁ ଅନୁଷ୍ଠିତ ନିର୍ବାଚନରେ, ଭାଜପାର ଦେବାଂଶୁ ପଣ୍ଡା ସିପିଆଇ(ଏମ)ର ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ଶମ୍ଭୁ ନାଥ କୁର୍ମିଙ୍କୁ ୧୦୯,୦୨୧ ଭୋଟର ବିପୁଳ…

ପୋଲିସକୁ ଦେଖି ଖସି ଯାଉଥିଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରିଲା ପରେ ମିଳିଲା…

ଲକ୍ଷ୍ମୀପୁର,୨୫ା୫(ଅନନ୍ତ ପ୍ରସାଦ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକ ଅନ୍ତର୍ଗତ କାକିରିଗୁମା ଥାନା ପୋଲିସ ଦ୍ବାରା ବିଳମ୍ବିତ ରାତିରେ ପାଟ୍ରୋଲିଂ କରୁଥିବା ସମୟରେ ଏକ ଗଞ୍ଜେଇକୁ ଗାଡ଼ି…

ଅର୍କକ୍ଷେତ୍ରରେ ରଥଯାତ୍ରା

ଆମେ ଗତ ସଂଖ୍ୟାରେ କୋଣାଦିତ୍ୟରେ ‘ନବ ଆଳତି ପରମ୍ପରା’ ଆଲୋଚନା ପ୍ରସଙ୍ଗରେ ଶ୍ରୀଆଦିତ୍ୟଙ୍କ ଦ୍ୱାଦଶଯାତ୍ରାର ଐତିହ୍ୟ ଆରମ୍ଭ କରିଥିଲୁ। ପ୍ରଥମ ଯାତ୍ରା ମାଘ ଶୁକ୍ଳ ସପ୍ତମୀ, ଯାହା…

ବ୍ରହ୍ମପୁରରେ ପୁଣି ଏନ୍‌କାଉଣ୍ଟର: ପୋଲିସ ଗୁଳି ଖାଇ ଏବେ ଆଇସିୟୁରେ ଅପରାଧୀ ଜଗା

ବ୍ରହ୍ମପୁର,୨୫ା୫: ଗଞ୍ଜାମ ଜିଲାରେ ଗତ ମାସକ ମଧ୍ୟରେ ୧୦ ହତ୍ୟାକାଣ୍ଡ, ଗୋଷ୍ଠୀ କନ୍ଦଳକୁ ନେଇ ଏକାଧିକ ହଣାକଟା ଘଟଣା ଯୋଗୁ ଆଇନଶୃଙ୍ଖଳା ବିପର୍ଯସ୍ତ ହୋଇପଡିଥିଲା। ଯାହାକି ପୋଲିସ…

ସକାଳୁ ସକାଳୁ ଇରାନକୁ ଧମକ ଦେଲେ ଟ୍ରମ୍ପ! ଡିଲ ଉପରେ ସସପେନ୍ସକୁ ନେଇ ପଠାଇଲେ…

ଓ୍ବାଶିଂଟନ,୨୫।୫: ଇରାନ ଏବଂ ଆମେରିକା ମଧ୍ୟରେ ସମ୍ଭାବ୍ୟ ଚୁକ୍ତିକୁ ନେଇ ସସପେନ୍ସ ଜାରି ରହିଛି। ଏହା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆରେ ଏକ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପସ୍ଥିତିରେ ଟ୍ରମ୍ପ ତାଙ୍କ ସ୍ବତନ୍ତ୍ର ପ୍ରତିନିଧି ସର୍ଗିଓ ଗୋରଙ୍କୁ ଫୋନ ମାଧ୍ୟମରେ କ’ଣ ନିର୍ଦ୍ଦେଶ ଦେଇଥିଲେ? ଜାଣନ୍ତୁ…

ନୂଆଦିଲ୍ଲୀ,୨୫।୫: ଆମେରିକାର ସ୍ବାଧୀନତା ଘୋଷଣାର ୨୫୦ତମ ବାର୍ଷିକୀ ପାଳନ ପାଇଁ ଦିଲ୍ଲୀରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର ଏବଂ ଆମେରିକାର ବୈଦେଶିକ ସଚିବ…

ଶୀଥିଳ ହୋଇପଡ଼ିଛି ଧାନ ବିକ୍ରି-ଉଠାଣ ପ୍ରକ୍ରିୟା: ଚାଲିଲା ଛାନଭିନ୍‌, ଫସରଫାଟିଲା ଫଲ୍ସ ଏଣ୍ଟ୍ରି

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ରବିବାର ୨ସପ୍ତାହ ପୂରି ଯାଇଛି। ହେଲେ ଏବେ ମଧ୍ୟ କେତେକ ମିଲର୍ସ ନିୟମିତ ଭାବେ ଆସୁ ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri