ଓବିସିରେ ୨୦ ଜାତି ସାମିଲ ସୁପାରିସ

ଭୁବନେଶ୍ୱର,୧୨ା୧(ବ୍ୟୁରୋ): ଓବିସିରେ ସାମିଲ ପାଇଁ ୨୦ ଜାତିକୁ ଚିହ୍ନଟ କରାଯାଇଛି। ଏନେଇ ରାଜ୍ୟ ଓବିସି କମିଶନ ସଦସ୍ୟା ମିତାଲି ଚିନାରା ସୂଚନା ଦେଇଛନ୍ତି। ଭୁଲ ବନାନ ଯୋଗୁ ବହୁ ଜାତି ପଛୁଆ ବର୍ଗ ତାଲିକାରୁ ବାଦ୍‌ ପଡ଼ିଛନ୍ତି। ୨୦ ଜାତିକୁ ଚିହ୍ନଟ କରାଯାଇ ସରକାରଙ୍କ ସୁପାରିସ ପାଇଁ ପଠାଯାଇଛି। ତେଣୁ ସରକାର ଯାହା ପଦକ୍ଷେପ ନେବେ ବୋଲି ମିତାଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଇଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨୮ା୬(ବ୍ୟୁରୋ): ରାଜ୍ୟ ସରକାର ଆଇଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ରବିବାର ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କୃଷି...

ରାଜନଗର ନୁରୁଗାଁରେ ଚାଷୀ ଆତ୍ମହତ୍ୟା ଅଭିଯୋଗ ଘଟଣା: କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ରାଜନଗର,୨୮।୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ନୁରୁଗାଁ ଗ୍ରାମର ଜଣେ ଚାଷୀ ଗୁରୁବାର ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ତେବେ ଅପରାହ୍ନରେ କ୍ଷତିପୂରଣ ଦାବିରେ ପରିବାର...

ସରକାରଙ୍କ କରୋନା ଚିନ୍ତା: ଗଞ୍ଜାମ ଜିଲାକୁ ଗଲେ ୪ ଡିଏସ୍‌ପି

କଟକ ଅଫିସ,୫।୭- ଗଞ୍ଜାମ ଜିଲାରେ ବଢୁଥିବା କରୋନା ସଂକ୍ରମଣ ଏବେ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ାଇ ଦେଇଛି। ସରକାରଙ୍କ କଟକଣାକୁ ଲୋକମାନେ ମାନିବାରେ ଅବହେଳା କରୁଛନ୍ତି।...

ବୀରମିତ୍ରପୁର ଥାନା ନାବାଳିକା ବଳାତ୍କାର, ଗର୍ଭପାତ ଘଟଣା: ପାଚେରି ଡେଇଁ ପୀଡ଼ିତା ନାବାଳିକା ଫେରାର

ସୁନ୍ଦରଗଡ଼,୨୪ା୧୦(ଡି.ଏନ.ଏ.)-ଗତ ଜୁନ୍‌ ମାସରେ ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନାରେ ଘଟିଥିବା ନାବାଳିକା ବଳାତ୍କାର ଓ ଗର୍ଭପାତ ଘଟଣା ନୂଆ ମୋଡ଼ ନେଇଛି ା ଏହି ଘଟଣା...

ଶ୍ରୀମନ୍ଦିର ସମ୍ମୁଖରେ ହେବନି ବଡ଼ବଡ଼ୁଆ ଡାକ

ପୁରୀ ଅଫିସ,୨୫।୧୦: ପବିତ୍ର ଦୀପାବଳି ଅମାବାସ୍ୟାରେ ଶ୍ରଦ୍ଧାଳୁମାନେ ସିଂହଦ୍ୱାର ସମ୍ମୁଖରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ବଡ଼ବଡ଼ୁଆ ଡାକିଥାନ୍ତି। ଏଥିପାଇଁ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଭକ୍ତମାନେ ଶ୍ରୀକ୍ଷେତ୍ର ଆସିଥାନ୍ତି।...

ଶରଧାବାଲିରେ ଲାଗିଲା ୩ ରଥ

ପୁରୀ ଅଫିସ,୧୨।୭: ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଲା ୩ ରଥ। ଅପରାହ୍ନ ୪.୩୦ରେ ବଳଭଦ୍ରଙ୍କ ତାଳଧ୍ବଜ ରଥ ପହଞ୍ଚି ଥିବା ବେଳେ ୫ଟାରେ ଭଉଣୀ ସୁଭଦ୍ରାଙ୍କ...

ମୌସୁମୀ ଅଧିବେଶନ ଆରମ୍ଭ

ଭୁବନେଶ୍ୱର,୨୯।୯(ବ୍ୟୁରୋ): ଷୋଡ଼ଶ ବିଧାନସଭା ମୌସୁମୀ ଅଧିବେଶନ ମଙ୍ଗଳବାର ଆରମ୍ଭ ହୋଇଯାଇଛି। କରୋନା କଟକଣା ମଧ୍ୟରେ ଅଧିବେଶନ ଆରମ୍ଭ ହୋଇଥିବା ବେଳେ ନବୀନ ନିବାସରୁ ଭିଡିଓ କନ୍‌ଫରେନ୍ସ...

ଜାଲରେ ପଡୁନାହାନ୍ତି ବଡ଼ ଇଲିଶି

ଭୋଗରାଇ, ୨୪।୯(ଡି.ଏନ.ଏ.)- କଥାରେ ଅଛି ଚାକିରି କରିବ ପୋଲିସ, ମାଛ ଖାଇବ ଇଲିଶି। ଇଲିଶି ନଁା ଶୁଣିଲେ ଆମିଷ ପ୍ରେମୀଙ୍କ ପାଟିରୁ ଲାଳ ଗଡ଼େ। ଇଲିଶି...

Advertisement
Archives

Model This Week