ରେକର୍ଡ ଭାଙ୍ଗୁଛି ଦୈନିକ ସଂକ୍ରମଣ: ରାଜ୍ୟରେ ପୁଣି ୧୧,୪୯୮ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୦।୫(ବ୍ୟୁରୋ): ରାଜ୍ୟରେ ବୋଲ ମାନୁନି କରୋନା। ଗତ କିଛି ଦିନ ହେଲା ଦୈନିକ ସଂକ୍ରମଣ ରେକର୍ଡ ଭାଙ୍ଗୁଥିବା ବେଳେ ୧୧ହଜାର ଉପରେ ରହୁଛି ଆକ୍ରାନ୍ତଙ୍କ ସଂଖ୍ୟା। ରାଜ୍ୟରେ ଲକ୍‌ଡାଉନ କଟକଣା ସତ୍ତ୍ୱେ ଗତ ୨୪ ଘଣ୍ଟାରେ ୧୧,୪୯୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗୁରୁବାର ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୬,୪୩୯ କ୍ୱାରାଣ୍ଟାଇନ୍‌ର ହୋଇଥିବା ବେଳେ ୫,୦୫୯ ଲୋକାଲ କେସ୍‌ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ନୂଆ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୧୪୯୭, କଟକରୁ ୧୧୦୭ ଓ ସୁନ୍ଦରଗଡ଼ରୁ ୭୦୩ଜଣ ରହିଛନ୍ତି। ସେହିପରି ଅନୁଗୋଳରୁ ୮୬୭, ବାଲେଶ୍ୱରରୁ ୫୨୪, ବରଗଡ଼ ୩୯୫, ଭଦ୍ରକ ୧୩୪, ବଲାଙ୍ଗୀର ୨୯୪, ବୌଦ୍ଧ ୩୧୩, ଦେବଗଡ଼ ୧୧୪, ଢ଼େଙ୍କାନାଳ ୨୫୧, ଗଜପତି ୮୬, ଗଞ୍ଜାମ ୨୨୮, ଜଗତସିଂହପୁର ୩୨୫, ଯାଜପୁର ୩୭୮, ଝାରସୁଗୁଡ଼ା ୨୪୭, କଳାହାଣ୍ଡି ୨୦୫, କନ୍ଧମାଳ ୧୦୧, କେନ୍ଦ୍ରାପଡ଼ା ୨୦୪, କେନ୍ଦୁଝର ୧୯୩, କୋରାପୁଟ ୨୬୬, ମାଲକାନଗିରି ୧୧୦, ମୟୁରଭଞ୍ଜ ୫୩୮, ନବରଙ୍ଗପୁର ୩୪୬, ନୟାଗଡ଼ ୩୮୨, ନୂଆପଡ଼ା ୧୫୨, ପୁରୀ ୪୨୪, ରାୟଗଡ଼ା ୨୩୩, ସମ୍ବଲପୁର ୩୯୩, ସୋନପୁର ୨୨୭ ଓ ଷ୍ଟେଟ ପୁଲରୁ ୨୬୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬,୫୫,୮୯୯ରେ ପହଞ୍ଚିଛି। ସେଥିମଧ୍ୟରୁ ୫,୪୬,୬୩୧ଜଣ ସୁସ୍ଥ ହୋଇଥିବା ବେଳେ ୧,୦୬,୮୧୨ ସକ୍ରିୟ ମାମଲା ରହିଥିବା ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri