ରେକର୍ଡ ଭାଙ୍ଗୁଛି ଦୈନିକ ସଂକ୍ରମଣ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୮।୪(ବ୍ୟୁରୋ): ରାଜ୍ୟରେ ଲଗାତର ଭାବେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର ରାଜ୍ୟରେ ଗତ ୨୪ଘଣ୍ଟା ମଧ୍ୟରେ ୮୭୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୫୧୮ କ୍ୱାରାଣ୍ଟାଇନ୍‌ରୁ ଓ ୩୬୧ ଲୋକାଲ କେସ୍‌ ରହିଥିବା ଜଣାପଡ଼ିଛି। ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ୨୯ଟି ରାଜ୍ୟରୁ ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସର୍ବାଧିକ ଖୋର୍ଦ୍ଧାରୁ ୧୪୪ ଓ ସୁନ୍ଦରଗଡ଼ରୁ ୧୩୧ଜଣ ରହିଛନ୍ତି। ସେହିପରି ଅନୁଗୋଳରୁ ୨୦, ବାଲେଶ୍ୱର ୨୨, ବରଗଡ଼ ୫୩, ଭଦ୍ରକ ୧୭, ବଲାଙ୍ଗୀର ୨୬, ବୌଦ୍ଧ ୧, କଟକ ୫୦, ଦେବଗଡ଼୧, ଗଜପତି ୧, ଗଞ୍ଜାମ ୩୧, ଗଜତସିଂହପୁର୨, ଯାଜପୁର ୧୫, ଝାରସୁଗୁଡ଼ା ୨୩, କଳାହାଣ୍ଡି ୪୩, କନ୍ଧମାଳ ୫, କେନ୍ଦ୍ରପଡ଼ା ୯, କେନ୍ଦୁଝର ୨୫, କୋରାପୁଟ ୫, ମୟୁରଭଞ୍ଜ ୨୯, ନବରଙ୍ଗପୁର ୧୯, ନୟାଗଡ଼ ୬, ନୂଆପଡ଼ା ୬୧, ପୁରୀ ୪୫, ରାୟଗଡ଼ା ୧୩, ସମ୍ବଲପୁର ୪୮, ସୋନପୁର ୨ ଓ ଷ୍ଟେଟ ପୁଲରୁ ୩୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୩,୪୫,୫୨୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୪,୮୮୮ ଆକ୍ଟିଭ୍‌ କେସ୍‌ ଥିବା ବେଳେ ୩,୩୮,୬୬୨ଜଣ ସୁସ୍ଥ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ରାହୁଲଙ୍କ ନାକରୁ ବାହାରିଲା ରକ୍ତ: ଅଟକରୁ ମୁକ୍ତ ହେବା ପରେ ପିଏମ ମୋଦିଙ୍କୁ ଏମିତି ମେସେଜ୍‌ ଦେଲେ ରାହୁଲ

ନୂଆଦିଲ୍ଲୀ,୨୨।୭: ପ୍ରଧାନମନ୍ତ୍ରୀ ବାସବଭନ ବାହାରେ ଛାତ୍ରୀଛାତ୍ରଙ୍କ ବିଭିନ୍ନ ପ୍ରସଙ୍ଗକୁ ନେଇ ହୋଇଥିବା ପ୍ରତିବାଦ ପ୍ରଦର୍ଶନ ପରେ ହାଜତକୁ ନିଆଯାଇଥିବା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri