ପୁଣି ରେକର୍ଡ ଭାଙ୍ଗିଲା ମୃତ୍ୟୁସଂଖ୍ୟା: ଦିନକରେ କରୋନା ନେଲା ୩୨ ଜୀବନ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ରାଜ୍ୟରେ ସୋମବାର କରୋନାରେ ୨୨ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୫୧୬ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୨୨ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬ ଜଣ ମୃତ୍ୟୁବରଣ କରିଛନ୍ତି। ଝାରସୁଗୁଡ଼ା, ଗଞ୍ଜାମ ଜିଲାରୁ ୪ ଜଣ ଲେଖାଏ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା। ସେହିପରି ଅନୁଗୋଳ, କଳାହାଣ୍ଡି ଓ ସୁନ୍ଦରଗଡ଼ ଜିଲାରୁ ଆଉ ୩ ଜଣ ଲେଖାଏ ଏବହ ପୁରୀ, ଗଜପତି ଜିଲାରୁ ଦୁଇ ଜଣ ଲେଖାଏ ଆକ୍ରାନ୍ତ ଚିକିତ୍ସୀଧୀନ ଅବସ୍ଥାରେ ଆଖି ବୁଜିଛନ୍ତି। ଏହା ବ୍ୟତୀତ ବଲାଙ୍ଗିର, କଟକ, କେନ୍ଦୁଝର, ନୟାଗଡ଼ ଓ ସମ୍ବଲପୁର ଜିଲାରୁ ଆଉ ଜଣେ ଲେଖାଏ ମୃତ୍ୟୁବରଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଛାଡି ନିଜର ବିଜନେସ୍‌ ସାମ୍ରାଜ୍ୟ ତିଆରି କରନ୍ତି ଏହି ୨ ରାଶି, ବସ୍‌ ହେବାର ରହିଛି କ୍ୱାଲିଟି…

ଅଧିକାଂଶ ଲୋକ ଚାକିରିକୁ ଏକ ସୁରକ୍ଷିତ ବିକଳ୍ପ ବୋଲି ଭାବନ୍ତି। ପ୍ରତି ମାସରେ ଦରମା ମିଳୁଥାଉ, କାମ ଚାଲିଥାଉ ଏବଂ ରିସ୍କ (ବିପଦ) କମ ଥାଉ। ଏହି…

ସାରା ରାଜ୍ୟରେ ଲଘୁଚାପ ବର୍ଷା: ବୁଧବାର ପାଇଁ ୩ ଜିଲାକୁ ୟେଲୋ ଓ୍ବାର୍ନିଂ…

ଭୁବନେଶ୍ୱର, ୧ା୯(ବନ୍ଦନା ସେଠୀ) – ସାରା ରାଜ୍ୟରେ ଲଘୁଚାପ ବର୍ଷା ଲାଗି ରହିଛି। ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲାରେ ଅଧିକ ବର୍ଷା ହୋଇଛି। ଲଘୁଚାପଟି ମଙ୍ଗଳବାର ସକାଳ…

ସଂକ୍ରି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ମିଳିବ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’: ବରଗଡ଼ ଜିଲାରେ ଖୁସିର ଲହରୀ

ଝାରବନ୍ଧ, ୧।୯ (ଦେବେନ୍ଦ୍ର ସାହୁ): ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ ଓ ଅଭିନବ ଶିକ୍ଷଣ ପଦ୍ଧତି ପାଇଁ ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ସଂକ୍ରି ସରକାରୀ…

ପ୍ରତି କଥାରେ ଝଗଡା କରନ୍ତି ଏହି ୩ ରାଶି, ଦେହକୁ ନେଇଯାଆନ୍ତି ଛୋଟ-ଛୋଟ କଥା…

ଆପଣଙ୍କ ସାଙ୍ଗ ମହଲରେ ମଧ୍ୟ ନିଶ୍ଚୟ ଏମିତି କେହି ଥିବେ, ଯିଏ ଛୋଟ କଥାକୁ ନେଇ ଯୁକ୍ତିତର୍କ (ତର୍କ-ବିତର୍କ) ଆରମ୍ଭ କରିଦିଅନ୍ତି। କଥା ସରିବା ବଦଳରେ ଲମ୍ୱା…

କାଜୁଗଛରେ ଡେରା ଜମାଇଥିଲା ୧୨ ଫୁଟର ଅହିରାଜ, ବନ କର୍ମଚାରୀଙ୍କ କଠିନ ଉଦ୍ୟମ ପରେ…

ପାଟଣା, ୧।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ଅଧୀନ କୁମୁଳାବାହାଳି ଗାଁ ନିକଟସ୍ଥ ଏକ କାଜୁଗଛରୁ ମଙ୍ଗଳବାର ପ୍ରାୟ ୧୨…

ଜନ୍ମାଷ୍ଟମୀରେ ମହାସଂଯୋଗ: ଚମକିବ ୫ ରାଶିର ଭାଗ୍ୟ, କାହ୍ନାଙ୍କ କୃପାରେ ହୋଇଯିବେ ମାଲାମାଲ!

ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପର୍ୱ ଚଳିତ ବର୍ଷ ୪ ସେପ୍ଟେମ୍ୱରରେ ଶ୍ରଦ୍ଧା ଓ ଉଲ୍ଲାସର ସହିତ ପାଳିତ ହେବ। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବର ଏହି ଦିନ ଧାର୍ମିକ ଆସ୍ଥା…

୧୬.୭୨ ଲକ୍ଷ ଟଙ୍କା ଆତ୍ମସାତ: ପ୍ୟାକ୍ସର ପୂର୍ବତନ ସମ୍ପାଦକ ଶ୍ରୀପତି ପ୍ରଧାନ ଗିରଫ

ଦେବଗଡ଼, ୧।୯ (ଶଶାଙ୍କ ଶେଖର ଝାଙ୍କର): ସାର ବିକ୍ରି ଓ ସରକାରୀ ପାଣ୍ଠି ହେରଫେର ମାମଲାରେ ଭିଜିଲାନ୍ସକୁ ବଡ଼ ସଫଳତା। ୧୬.୭୨ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗରେ…

ବୁଧ-ମଙ୍ଗଳଙ୍କ ଯୋଗରେ ୪ ରାଶିଙ୍କ ଖୋଲିବ ଭାଗ୍ୟ, ୨ଗୁଣା କରିବେ ଇନକମ୍‌! ମାସେ ଯାଏ ଧନଯୋଗ…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳବାର ୧ ସେପ୍ଟେମ୍ୱର, ୨୦୨୬ ସଂଧ୍ୟା ୬ଟା ୪୮ ମିନିଟରୁ ବୁଧ ଏବଂ ମଙ୍ଗଳ ଗ୍ରହ ପରସ୍ପରଠାରୁ ୬୦ଓ ଦୂରତାରେ ଅବସ୍ଥାନ କରିବେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri