Posted inଜାତୀୟ

ରାଜଧାନୀରେ ରେକର୍ଡ ଭାଙ୍ଗିଲା ବର୍ଷା

ନୂଆଦିଲ୍ଲୀ,୯।୭: ରାଜଧାନୀ ଦିଲ୍ଲୀ ସମେତ ଉତ୍ତର ଭାରତର ଅନେକ ଅଞ୍ଚଳରେ ପ୍ରବଳ ବର୍ଷା ହେଉଛି। ଦିଲ୍ଲୀରେ ପ୍ରବଳ ବର୍ଷା ୨୦ ବର୍ଷର ରେକର୍ଡ ଭାଙ୍ଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦିଲ୍ଲୀରେ ୧୫୩ ମିଲିମିଟର ବର୍ଷା ରେକର୍ଡ କରାଯାଇଥିଲା। ୧୯୮୨ ପରଠାରୁ ଗୋଟିଏ ଦିନରେ ଏହା ସର୍ବାଧିକ ବର୍ଷା। ଭାରତ ପାଣିପାଗ ବିଭାଗ (ଆଇଏମଡି) ଏହି ସୂଚନା ଦେଇଛି।
ଆଇଏମଡି ସୂଚନା ଅନୁସାରେ, ରବିବାର ସକାଳ ୮.୩୦ ପର୍ଯ୍ୟନ୍ତ ୧୫୩ ମିଲିମିଟର ବର୍ଷା ରେକର୍ଡ କରିଛି। ୧୯୮୨, ଜୁଲାଇ ୨୫, ଦିନ ୧୬୯.୯ ମିଲିମିଟର ବର୍ଷା ରେକର୍ଡ ହୋଇଥିଲା। ଜୁଲାଇ ୧୦, ୨୦୦୩ରେ ସହରରେ ୧୩୩.୪ ମିମି ବର୍ଷା ରେକର୍ଡ ହୋଇଥିଲା ଏବଂ ଜୁଲାଇ ୨୧, ୧୯୫୮ରେ ସର୍ବାଧିକ ୨୬୬.୨ ମିଲିମିଟର ବର୍ଷା ରେକର୍ଡ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଦୁବାଇରେ ହଠାତ ବାଜିଲା ସାଇରନ୍‌! ମିସାଇଲ୍‌ ଆକ୍ରମଣର ଚେତାବନୀ, ଖେଳିଗଲା ଆତଙ୍କ

ଦୁବାଇ,୨୬।୬: ସଂଯୁକ୍ତ ଆରବ ଏମିରେଟ୍ସ (UAE) କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶୁକ୍ରବାର ଦିନ ଦୁବାଇ ପାଇଁ ଏକ ମିସାଇଲ ଆକ୍ରମଣର ସତର୍କ ସୂଚନା (Alert) ଜାରି କରାଯାଇଛି। ଏହାକୁ…

ଭାଜପାରେ ମିଶିଲେ ବିଜେଡି ନେତା କେଦାର ସ୍ୱାଇଁ

ଗଞ୍ଜାମ, ୨୬/୬ (ବିଦ୍ୟାଧର ସାହୁ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମଦିନ ଅବସରରେ ଛତ୍ରପୁରରେ ଆୟୋଜିତ ମେଗା ରକ୍ତଦାନ ଶିବିରରେ ବିଜେଡି ନେତା ତଥା ପୂର୍ବତନ ସରପଞ୍ଚ…

ଚାଇନାର ୧୦୯ ମହଲା ବିଶିଷ୍ଟ ଅଟ୍ଟାଳିକା ‘CITIC  ଟାଓ୍ବାର’ ସହ ପିଟିହେଲା ବିମାନ, ସାମ୍ନାକୁ ଆସିଲା ଭୟଙ୍କର VIDEO

ବେଜିଂ,୨୬।୬: ଚାଇନାର ରାଜଧାନୀ ବେଜିଂରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବେଜିଂର ସବୁଠାରୁ ଉଚ୍ଚ ସ୍କାଈସ୍କ୍ରେପର (ଗଗନଚୁମ୍ବୀ ଅଟ୍ଟାଳିକା) ଅଟ୍ଟାଳିକା…

ମା ‘ ରତ୍ନେଶ୍ୱରୀ ମନ୍ଦିର ପରିସରରୁ  ଶିଶୁପୁତ୍ର ଉଦ୍ଧାର

​ଦିଗପହଣ୍ଡି,୨୬|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସରର ପରିତ୍ୟକ୍ତ ଜମିରୁ  ଶୁକ୍ରବାର ସନ୍ଧ୍ୟାରେ ଏକ…

ଯୋଜନା ଅପହଞ୍ଚ, ସମସ୍ୟା ଘେରରେ ଟୁମୋନିଖୋଲ: ସ୍ୱାଧୀନତାର ଦୀର୍ଘ ବର୍ଷ ପରେ ବି ମୌଳିକ ସୁବିଧାରୁ ବଞ୍ଚିତ ଆଦିବାସୀ ଗାଁ

ଥୁଆମୂଳ ରାମପୁର,୨୬/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ଆଦିବାସୀ ବହୁଳ ତୁମୋନିଖୋଲ ଗ୍ରାମରେ ସରକାରୀ ଯୋଜନା ସମ୍ପୂର୍ଣ୍ଣ ପ୍ରହସନ ପାଲଟିଛି।…

ପରିବାରର ବିରୋଧ ସତ୍ତ୍ୱେ ପ୍ରେମୀ ଯୁଗଳଙ୍କ ହେଲା ବିବାହ; ନିରାଶ ହୋଇ ଫେରିଲେ ଝିଅ ଘର ଲୋକ

ହାଟଡିହୀ, ୨୬/୬ (ଶୁଭକାନ୍ତ ନାୟକ): ପରିବାର ଲୋକଙ୍କ ପ୍ରବଳ ବିରୋଧ ସତ୍ତ୍ୱେ ଜଣେ ପ୍ରେମୀ ଯୁଗଳ ନିଜ ଇଚ୍ଛାରେ ବିବାହ କରିଛନ୍ତି। ଝିଅକୁ ଫେରାଇ ନେବାକୁ ଆସିଥିବା…

ଟ୍ରକ ପଛରେ ପିକଅପ୍‌ର ଧକ୍କା; ଚାଲିଗଲା ଦୁଇ ଜୀବନ

ଛତ୍ରପୁର, ୨୪/୬ (ଦିଲ୍ଲୀପ ସାମଲ): ଜାତୀୟ ରାଜପଥ ପୁଣି  ରକ୍ତରଞ୍ଜିତ ହୋଇଛି। ଏକ ଭୟାବହ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ଜୀବନ ଚାଲିଯାଇଛି। ଏହି ଦୁର୍ଘଟଣା ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri