ଚାଇନାରେ ରେକର୍ଡ ଭାଙ୍ଗିଲା ତାପମାତ୍ରା, ରେଡ୍‌ ଆଲର୍ଟ ଜାରି

ବେଜିଂ,୨୧ା୮: ଚାଇନାରେ ରେକର୍ଡ ଭାଙ୍ଗିଛି ତାପମାତ୍ରା। ଏନେଇ ଦେଶରେ ରେଡ୍‌ ଆଲର୍ଟ ଜାରି କରାଯାଇଛି। ଏହି ଚେତାବନୀ ସବୁଠାରୁ ଭୟଙ୍କର ବୋଲି କୁହାଯାଉଛି।

ଦେଶର ଗାନସୁ, ଶାନସି, ହେନାନ, ଅନ୍‌ହୁଇ ଏବଂ ଅନ୍ୟାନ୍ୟ କେତେକ ଅଞ୍ଚଳରେ ଅଧିକ ତାପମାତ୍ରା ଅନୁଭୂତ ହେବ ବୋଲି ଚାଇନାର ଜାତୀୟ ପାଣିପାଗ ବିଭାଗ ସୂଚନା ଦେଇଛି। ଏସବୁ ଅଞ୍ଚଳରେ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସରୁ ଅଧିକ ରହିବ।

ଏନେଇ ଜରୁରିକାଳୀନ ପଦକ୍ଷେପ ଗ୍ରହଣ କରାଯାଇଛି। ଏପରିକି ପ୍ରବଳ ତାପମାତ୍ରାରେ ବାହାରକୁ ନ ଯିବା, ଖରାରେ କାମ ନ କରିବା, ଅଗ୍ନି ନିରାପତ୍ତା ପ୍ରତି ଧ୍ୟାନ ଦେବାକୁ ସ୍ଥାନୀୟ କର୍ତ୍ତୃପକ୍ଷଙ୍କୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଟପିବ ପେଟ୍ରୋଲ ଦର? ଟ୍ରମ୍ପଙ୍କ ଯୋଗୁ ଗୋଟିଏ ଝଟକାରେ ହୁ ହୁ ହୋଇ ବଢ଼ିବାକୁ ଯାଉଛି ମୂଲ୍ୟ…!

ନୂଆଦିଲ୍ଲୀ,୯।୨: ଭାରତ ଏବଂ ଆମେରିକା ମଧ୍ୟରେ ନିକଟରେ ହୋଇଥିବା ଟ୍ରେଡ୍‌ ଡିଲ(ବାଣିଜ୍ୟ ଚୁକ୍ତି) ନେଇ ଜୋରଦାର ଚର୍ଚ୍ଚା ହେଉଛି। କାରଣ ଏହା ଭାରତର ସାଧାରଣ ନାଗରିକଙ୍କୁ ମହଙ୍ଗା…

ଧରିତ୍ରୀ ପ୍ରଭାବ: ତତ୍ପରତା ଦେଖାଇଲା ବିଦ୍ୟୁତ ବିଭାଗ

ଦାରିଙ୍ଗବାଡି, ୯।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଶ୍ରାନିକେତା ପଞ୍ଚାୟତ ଡାବୁଲୁମାହାଠାରୁ ତେରବାଡିକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗର ରାସ୍ତା ଉପରେ ବିଦ୍ୟୁତ ତାର…

ଅସମ୍ମାନ ! ଡାଇନିଂ ଟେବୁଲରେ ବସିଲେ, ଚପଲ ପିନ୍ଧି ମହାପ୍ରସାଦ ଖାଇଲେ

ପୁରୀ୯।୨( ଅଜିତ୍ କୁମାର ମହାନ୍ତି ): ପୁଣି ମହାପ୍ରସାଦକୁ ଅପମାନ । ଡାଇନିଂ ଟେବୁଲରେ ଚପଲ ପିନ୍ଧି ବସି ଖାଉଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ…

ଏବେଠୁ ଘାରିଲାଣି ଜଙ୍ଗଲ ନିଆଁ ନିୟନ୍ତ୍ରଣ ଚିନ୍ତା: ଘୁମୁସର ଉତ୍ତର ବନଖଣ୍ଡରେ…

ଭଞ୍ଜନଗର,୯।୨(ବାବୁଲା ପ୍ରଧାନ )-ରାଜ୍ୟର କେତେକ ବନଖଣ୍ଡରେ ବର୍ତ୍ତମାନ ଜଙ୍ଗଲ ନିଆଁ ଲାଗିଲାଣି। ଆଗକୁ ଅନ୍ୟ ବନଖଣ୍ଡ ଗୁଡ଼ିକରେ ମଧ୍ୟ ନିଆଁ ଲାଗିବା ସମ୍ଭାବନା ରହିଛି। ଏହାପୂର୍ବରୁ ରାଜ୍ୟ…

ଟି-୨୦ ବିଶ୍ୱକପ୍: ବଡ଼ ଦଳଙ୍କୁ ନାକେଦମ୍ କଲେଣି ‘ଅଣ୍ଡରଡଗ୍ସ’, ଚର୍ଚ୍ଚାରେ ଏସବୁ ମ୍ୟାଚ୍

ନୂଆଦିଲ୍ଲୀ,୯।୨: ଚଳିତ ଟି-୨୦ ବିଶ୍ୱକପ୍‌ର ପ୍ରଥମ ସପ୍ତାହ କ୍ରିକେଟ ଜଗତର ସମସ୍ତ ପୁରୁଣା ସମୀକରଣକୁ ବଦଳାଇ ଦେଇଛି। ଯେଉଁ ଛୋଟ ଦଳମାନଙ୍କୁ ଦିନେ ‘ଦୁର୍ବଳ’ ବୋଲି କୁହାଯାଉଥିଲା,…

ଏହି ବର୍ଷ ଭାରତ ହେବ ବିଶ୍ୱର ଦ୍ରୁତତମ ଅଭିବୃଦ୍ଧିଶୀଳ ଅର୍ଥନୀତି: ମୁଡିଜ୍

ନୂଆଦିଲ୍ଲୀ,୯।୨: ବିଶ୍ୱ ଅର୍ଥନୀତିରେ ଭାରତ ନିଜର ଦବଦବା ବଜାୟ ରଖିବାକୁ ଯାଉଛି। ଆସନ୍ତା ୨୦୨୬-୨୭ ଆର୍ଥିକ ବର୍ଷରେ ଭାରତର ପ୍ରକୃତ ଜିଡିପି ୬.୪% ହାରରେ ବୃଦ୍ଧି ପାଇବ…

ତାମିଲନାଡୁରେ ୩ ଓଡ଼ିଆ ଶ୍ରମିକଙ୍କୁ ଅଟକ ରଖି ନିର୍ଯାତନା, ଉଦ୍ଧାର ପାଇଁ ଗଲେ ଦିଗପହଣ୍ଡି ପୋଲିସ 

ଦିଗପହଣ୍ଡି,୯।୨(ଅଶେଷ ନାଥ ମିଶ୍ର): ଓଡ଼ିଶାର ୩ଶ୍ରମିକଙ୍କୁ ତାମିଲନାଡୁରେ ନିର୍ଯାତନା ଅଭିଯୋଗ । ୩ ଶ୍ରମିକ ହେଲେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଲକ୍ଷ୍ମୀ…

କେସିଙ୍ଗା ଗସ୍ତରେ ପ୍ରଭାତୀ ପରିଡ଼ା, ବାପାଙ୍କ ଅଧୁରା କାମକୁ ସମ୍ପୂର୍ଣ କରିବି କହି….

କେସିଙ୍ଗା,୯।୨(ତୁମେଶ୍ୱର୍ ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଗସ୍ତରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  । ଭୁବନେଶ୍ବରରୁ ବିବାନ ଯୋଗେ ଉତ୍କେଲା ଏୟାର ଷ୍ଟିପରେ ସୋମବାର ପୂର୍ବାହ୍ନ ୧୦.୩୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri