Posted inଜାତୀୟ

ଜମ୍ମୁ-କଶ୍ମୀରରେ ରେକର୍ଡ ଭାଙ୍ଗିଲା ବେକାରୀ ସମସ୍ୟା, ୩.୫୨ ଲକ୍ଷ ବେରୋଜଗାର

ଶ୍ରୀନଗର,୧୬।୧୧: ଜମ୍ମୁ କଶ୍ମୀରରେ ବେକାରୀ ହାରରେ ବୃଦ୍ଧି ଘଟିଛି। ଜମ୍ମୁ କଶ୍ମୀର ସରକାରଙ୍କ ନିଯୁକ୍ତି ନିର୍ଦ୍ଦେଶାଳୟ (DoE) ର ତଥ୍ୟ ଅନୁଯାୟୀ ୨୦୨୪ର ପ୍ରଥମ ତ୍ରୟମାସିକରେ ରାଜ୍ୟରେ ୩.୫୨ ଲକ୍ଷ ଯୁବକ ବେକାର ଅଛନ୍ତି। ଏଥିମଧ୍ୟରୁ ୧.୦୯ଲକ୍ଷ ଯୁବକ ସ୍ନାତକ ଏବଂ ପୋଷ୍ଟ ଗ୍ରାଜୁଏଟ ଯେଉଁମାନେ ରାଜ୍ୟରେ ୩୧% ବେକାର ଅଛନ୍ତି।
ସେଣ୍ଟର ଫର ମନିଟରିଂ ଇଣ୍ଡିଆନ ଇକୋନୋମି (ସିଏକଆଇଇ) ର ରିପୋର୍ଟ ଅନୁଯାୟୀ ଜମ୍ମୁ କଶ୍ମୀରରେ ବେକାରୀ ହାର ୨୩.୧% ଅଟେ, ଯାହା ସମଗ୍ର ଭାରତରେ ସର୍ବାଧିକ। ଏହି ଆକଳନ ରାଜ୍ୟରେ ବେକାରୀ ସମସ୍ୟାକୁ ଦର୍ଶାଉଛି। ରୋଜଗାର ନିର୍ଦ୍ଦେଶକ ନିସାର ଅହମ୍ମଦ ୱାନୀଙ୍କ ଅନୁଯାୟୀ, ୨୦୨୩ର ଶେଷ ତ୍ରୟମାସରେ ବେକାର ସ୍ନାତକ ଏବଂ ପୋଷ୍ଟ ସ୍ନାତକ ସଂଖ୍ୟା ୧୦,୦୦୦ବୃଦ୍ଧି ପାଇଛି।
ତେବେ ଜମ୍ମୁ କଶ୍ମୀର ସରକାରଙ୍କ ୨୦୨୩ର ଅଥନୈତିକ ସର୍ଭେରେ ବେକାରୀ ହାରରେ ହ୍ରାସ ଘଟିଛି। ଏହା ୨୦୧୯-୨୦ରେ ୬.୭% ରୁ ୨୦୨୧-୨୨ରେ ୫.୨% କୁ ହ୍ରାସ ପାଇଛି । ଅକ୍ଟୋବର-ଡିସେମ୍ବର ୨୦୨୨ପାଇଁ ତ୍ରୟମାସିକ ସହରୀ ବେକାରୀ ହାର ୧୩.୫% ରେକର୍ଡ ହୋଇଥିବାବେଳେ ଜାତୀୟ ହାରାହାରି ୮.୨% ଥିଲା। ଶିକ୍ଷା, ଆଇନ ପ୍ରଣୟନ ଏବଂ ସାଧାରଣ ପ୍ରଶାସନ ଭଳି କ୍ଷେତ୍ରରେ ୩ଲକ୍ଷରୁ ଅଧିକ ଖାଲି ପଦବୀ ଥାଇ ମଧ୍ୟ ବେକାରୀ ସମସ୍ୟା ଜାରି ରହିଛି। ଯୋଗ୍ୟ ପ୍ରାର୍ଥୀମାନେ ଏହି ଖାଲି ପଦବୀକୁ ଦୀର୍ଘ ସମୟ ଧରି ଅପେକ୍ଷା କରି ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?