Posted inଫୁରସତ

ପଜଲ୍‌ ସଂଗ୍ରହ କରି ରେକର୍ଡ

ବର୍ଲିନ୍‌: ଜର୍ମାନର ଜଣେ ବ୍ୟକ୍ତି ରୁବିକ୍ସ କ୍ୟୁବ୍‌ ସଂଗ୍ରହ କରି ଗିନିଜ୍‌ ଓ୍ବାଲର୍‌ଡ ରେକର୍ଡ କରିଛନ୍ତି। ବାଭାରିଆର ୪୦ ବର୍ଷୀୟ ଫ୍ଲୋରିଆନ୍‌ କାଷ୍ଟେନ୍‌ମେରଙ୍କ ପସନ୍ଦ ରୋଟେଟିଂ ପଜଲ୍‌ ସଂଗ୍ରହ କରିବା ବିଶ୍ୱର ବିଭିନ୍ନ ସ୍ଥାନରୁ ପାଖାପାଖି ୧,୫୧୯ଟି ପଜଲ ସଂଗ୍ରହ କରିପାରିଛନ୍ତି କାଷ୍ଟେନ୍‌ମେର। ତାଙ୍କ ପାଖରେ ବର୍ଗାକାରଠାରୁ ଆରମ୍ଭ କରି ଘର ଏବଂ ଫଳ ଆକାରର ପଜଲ୍‌ ରହିଥିବା କୁହାଯାଉଛି। ପଜଲ୍‌ ପାଇଁ ସେ ଏକ ସ୍ବତନ୍ତ୍ର କୋଠରି ତିଆରି କରିଛନ୍ତି। ପଜଲ ରଖିବା ପାଇଁ ଏବେ ଘରେ ଜାଗା କମ୍‌ ପଡ଼ିବା କଥା ମଧ୍ୟ ସେ କହିଛନ୍ତି। ଏଥିସହ ଏ ପ୍ରକାର ଅସୁବିଧା ତାଙ୍କ ରୁଚିରେ କୌଣସି ପ୍ରକାର ବାଧା ସୃଷ୍ଟି କରିପାରିବ ନାହିଁ ବୋଲି କାଷ୍ଟେନ୍‌ମେର କହିଛନ୍ତି। ଗିନିଜ୍‌ ଓ୍ବାଲର୍‌ଡ ରେକର୍ଡରେ ନିଜ ନାମକୁ ସ୍ଥାନୀତ କରିବା ପରେ କାଷ୍ଟେନ୍‌ମେରଙ୍କ ପରିବାର ଓ ବନ୍ଧୁ ବର୍ଗ ତାଙ୍କୁ ଶୁଭେଚ୍ଛା ଜଣାଇଥିବାବେଳେ କାଷ୍ଟେନ୍‌ମେର ବେଶ୍‌ ଉତ୍ସାହିତ ଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

ପାଖେଇଲାଣି କଳିଯୁଗର ଅନ୍ତ: ଆକାଶରେ ଦିଶିବ ୨ଟି ସୂର୍ଯ୍ୟ, ଦ୍ୱିପ୍ରହରରେ ଦେଖାଯିବ ତାରା! ଡରାଇଲା ସଙ୍କେତ…

କଳିଯୁଗରେ ଅଧର୍ମର ଶେଷ ଏବଂ କଲ୍କି ଅବତାରର ସମୟ କ’ଣ ପାଖେଇ ଆସିଲାଣି? ବାସ୍ତବରେ, ‘କାଳଜ୍ଞାନମ୍’ ନାମକ ଏକ ରହସ୍ୟମୟ ଗ୍ରନ୍ଥରେ କଳିଯୁଗର ଶେଷ ସହିତ ଜଡ଼ିତ…

ସମୁଦ୍ର ଗର୍ଭରୁ ମିଳିଲା ସୁନାର ଭଣ୍ଡାର ସାଙ୍ଗକୁ ପୁଳାପୁଳା ଟଙ୍କା; ହେଲେ ସୁନା ମୁଦି ଖୋଲିଦେଲା ବଡ଼ ରହସ୍ୟ

ସମୁଦ୍ରର ଗଭୀରତାରେ ପୋତି ହୋଇ ରହିଥିବା ଗୋଟିଏ ଜାହାଜ ପ୍ରାୟ ୧,୩୦୦ ବର୍ଷ ପରେ ଇତିହାସର ଏପରି ଏକ ପୃଷ୍ଠା ସାମ୍ନାକୁ ଆଣିଛି, ଯାହାକୁ ଦେଖି ବୈଜ୍ଞାନିକମାନେ…

ମହିଳାଙ୍କଠାରୁ ଟଙ୍କା ଭର୍ତ୍ତି ବ୍ୟାଗ୍‌ ଝାମ୍ପିନେଲା ମାଙ୍କଡ଼, ପୋଲିସ ପହଞ୍ଚିବା ପରେ ଯାହା ଘଟିଲା…

ଅଯୋଧ୍ୟାରୁ ସୋସିଆଲ ମିଡିଆରେ ମାଙ୍କଡ଼ର ଏକ କାରନାମା ସାମ୍ନାକୁ ଆସିଛି। ଜଣେ ମହିଳାଙ୍କଠାରୁ ଟଙ୍କା ବ୍ୟାଗ୍‌ ଝାମ୍ପିନେଇ ମାଙ୍କଡ଼ ପଳାଇଗଲା। ମହିଳା ଏବଂ ପାଖରେ ଥିବା ଲୋକମାନେ…

ହଠାତ୍‌ ଟ୍ରେନ୍‌ ଟ୍ରାକ୍‌କୁ ଚାଲିଆସିଲେ ହାତୀପଲ, ବନ କର୍ମଚାରୀ କଲେ ଏମିତି କାମ, ସମସ୍ତେ ଆଶ୍ଚର୍ଯ୍ୟ…

ଆସାମର ହୋଜାଇ ଜିଲାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଯାହାକି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ରାଜଧାନୀ ଏକ୍ସପ୍ରେସ୍‌ ଯିବାକୁ ଥିବାବେଳେ ହଠାତ୍‌ ଟ୍ରେନ୍‌ ଟ୍ରାକ୍‌କୁ ହାତୀପଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri