Posted inଜାତୀୟ

ଓମ ବିରଲାଙ୍କ କାର୍ଯ୍ୟକାଳ ମଧ୍ୟରେ ରେକର୍ଡ: ତୃତୀୟ ଥର ଲାଗି ପ୍ରଶ୍ନକାଳ ମଧ୍ୟରେ ସମସ୍ତ ୨୦ ପ୍ରଶ୍ନର ହେଲା ସମାଧାନ

ନୂଆଦିଲ୍ଲୀ,୧୧ ।୨: ଲୋକ ସଭାରେ ତୃତୀୟ ଥର ଲାଗି ପ୍ରଶ୍ନକାଳ ସମୟରେ ଗୋଟିଏ ଦିନରେ ସମସ୍ତ ୨୦ ପ୍ରଶ୍ନର ସମାଧାନ ହୋଇଛି, ଯାହା ଏକ ରେକର୍ଡ । ତୃତୀୟ ଥର ଲାଗି ଓମ ବିରଲାଙ୍କ କାର୍ଯ୍ୟକାଳ ମଧ୍ୟରେ ଏଭଳି ହୋଇଛି । ରାଜ୍ୟ ସଭାରେ କେବଳ ଗୋଟିଏ ଥର ପ୍ରଶ୍ନକାଳରେ ସାମିଲ ହୋଇଥିବା ସମସ୍ତ ୨୦ ପଶ୍ନର ସମାଧାନ ଭୈରୋଂସିଂହ ଶେଖାୱତଙ୍କ ସମୟରେ ହୋଇଥିଲା ।
ଗୁରୁବାର ବେସାମରିକ ବିମାନ ଚଳାଚଳ ସମ୍ବନ୍ଧୀୟ ୬ଟି, ସହରାଞ୍ଚଳ ବିକାଶ ମନ୍ତ୍ରଣାଳୟର ୫ଟି, ନୂତନ ଶକ୍ତି ଓ ସଡ଼କ ପରିବହନର ୨ଟି, ଅତିରିକ୍ତ ଜଳ ଶକ୍ତି ଓ ପେଟ୍ରୋଲିୟମ ମନ୍ତ୍ରଣାଳୟ ସହ ଜଡିତ ଗୋଟିଏ ଲେଖାଏଁ ପ୍ରଶ୍ନ ପଚରା ଯାଇଥିଲା । ଚଳିତ ଲୋକ ସଭାରେ ତୃତୀୟ ଥର ଲାଗି ସମସ୍ତ ୨୦ ପ୍ରଶ୍ନର ସମାଧାନ କରାଯାଇଥିଲା, ଯାହା ଏକ ରେକର୍ଡ । ଏହା ପୂର୍ବରୁ ଗତ ଶୀତକାଳିନ ଅଧିବେଶନରେ ଅର୍ଥାତ୍ ୨୦୧୯ରେ ସମସ୍ତ ୨୦ଟି ପ୍ରଶ୍ନ ସହ ଜଡିତ ସପ୍ଲିମେଣ୍ଟାରୀ ପ୍ରଶ୍ନ ଗୁଡିକ ଥରେ ଥରେ ପଚରା ଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri